ଆଜି ପବିତ୍ର ରାମ ନବମୀ: ଚଳଚଞ୍ଚଳ ରାଜ୍ୟର ବିଭିନ୍ନ ରାମ ମନ୍ଦିର Mar 25, 2018 ଭୁବନେଶ୍ୱର: ଆଜି ପବିତ୍ର ରାମ ନବମୀ। ଏଥିପାଇଁ ଚଳଚଞ୍ଚଳ ରାଜ୍ୟର ବିଭିନ୍ନ ରାମ ମନ୍ଦିର। ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଭିଡ ଜମିବାରେ ଲାଗିଛି। ଧୂପ ଦୀପ…