• translate

Tag: Ranveer Singh

Ranveer Singh flaunts muscles
ଜୀମ୍‌ରେ ମସଲ୍ ଦେଖେଇଲେ ରଣବୀର ସିଂହ

ବଲିଉଡ ଅଭିନେତା ରଣବୀର ସିଂହ ନିଜର ଷ୍ଟାଇଲିସ୍ ଲୁକ୍ ନେଇ ସବୁବେଳେ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଥାଆନ୍ତି। ତାଙ୍କ ଅଭିନୟକୁ ନେଇ ଯେତିକି ପସନ୍ଦ କରାଯାଏ ତାଙ୍କ ଫେସନ ସେନ୍ସକୁ ନେଇ ତା’ ଠାରୁ ଅଧିକ ପ୍ରଶଂସା କରାଯାଏ। ଏହି କାରଣରୁ ବହୁତ କମ ଦିନରେ ସେ ଦର୍ଶକଙ୍କ ହୃଦୟରେ ଏକ ବଡ ଜାଗା ଅକ୍ତିଆର କରିବାରେ ସକ୍ଷମ ହୋଇପାରିଛନ୍ତି। ନିଜ ଏନର୍ଜି ଦ୍ୱାରା ସେ ଖୁବ୍ କମ ସମୟରେ ସମସ୍ତଙ୍କୁ ନିଜର କରି ନିଅନ୍ତି।

ranveer singh
ଲମ୍ବା ଚୁଟି ସହ ଷ୍ଟାଇଲିସ୍‌ ଲୁକ୍ ରେ ନଜର ଆସିଲେ ରଣବୀର ସିଂହ

ଅଭିନେତା ରଣବୀର ସିଂ ବଲିଉଡରର ଜଣେ ଜଣାଶୁଣା ଓ ପ୍ରସିଦ୍ଧ ଅଭିନେତା । ସବୁବେଳେ ରଣବୀର ନିଜର ଲୁକ୍ କୁ ନେଇ ଟ୍ରୋଲ୍ ହୋଇଥାନ୍ତି । କେବେ ରଙ୍ଗବେରଙ୍ଗର ପୋଷାକ ପିନ୍ଧି ତ କେବେ କିଛି ମଜାକିୟା ଅନ୍ଦାଜ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି ରଣବୀର । ନିଜ ଲୁକ୍‌ ଉପରେ ସବୁବେଳେ ଏକ୍ସପେରିମେଣ୍ଟ କରନ୍ତି ରଣବୀର । ଏଥର ମଧ୍ୟ ସେ ତାଙ୍କର ନୂଆ ହେୟାର ଷ୍ଟାଇଲର ଲୁକ୍ ପାଇଁ ଚର୍ଚ୍ଚାରେ ଅଛନ୍ତି

Deepika and Ranveer
ହସ୍ପିଟାଲରେ ଦୀପିକା ପାଦୁକୋନ : ମା’ ହେବା ନେଇ ଆଶା

ବଲିଉଡର ସବୁଠାରୁ ପ୍ରେମୀ ଦମ୍ପତି ହେଲେ ଦୀପିକା ପାଦୁକୋନ ଓ ରଣବୀର ସିଂ। ଏହି ଦୁଇ ପ୍ରେମୀ ଯୁଗଳ ନଭେମ୍ବର ୨୦୧୮ରେ ଇଟାଲୀରେ ଏକ ଗ୍ରାଣ୍ଡ୍‌ ଡେଷ୍ଟିନେସନ୍ ବିବାହ କରି ପରସ୍ପରର ହାତ ଧରିଥିଲେ। ସୋସିଆଲ ମିଡିଆରେ ଉଭୟ ଦୀପିକା ଏବଂ ରଣବୀରଙ୍କର ଅନେକ ପ୍ରଶଂସକ ଅଛନ୍ତି। ପ୍ରଶଂସକମାନେ ସେମାନଙ୍କ ବିଷୟରେ ପ୍ରତ୍ୟେକ ଦିନ କିଛି ନା କିଛି ଜାଣିବାକୁ ଆଗ୍ରହୀ।

Ranveer Singh
ରଣବୀର ସିଂହ କିଣିଲେ ଲାମ୍ବ୍ରୋଗିନି Urus SUV, ଜାଣନ୍ତୁ ଏହାର ଦାମ କେତେ..

ନୂଆଦିଲ୍ଲୀ: ସାଧାରଣତଃ ବଡ଼ ବଡ଼ କ୍ରିକେଟର ହୁଅନ୍ତୁ କିମ୍ବା କୌଣସି ବଲିଉଡ୍‌ ଷ୍ଟାର, ସମସ୍ତଙ୍କର କିଛି ନା କିଛି ସୌକ ରହିଥାଏ । ସୌକିନ୍ ଜିନିଷ ପ୍ରତି ସେମାନଙ୍କର ଆଗ୍ରହ ରହିଥିବା ଦେଖାଯାଇଛି । କିଛି ସେଲିବ୍ରିଟି ମାନଙ୍କୁ ବଡ଼ ବଡ଼…

deepika padukone and ranveer singh
ସତରେ କ’ଣ ବିବାହ କରିବେ ଦୀପିକା ଓ ରଣବୀର!

ମୁମ୍ବାଇ: ବିରାଟ-ଅନୁଷ୍କାଙ୍କ ବିବାହ ପରେ ଯେଉଁ ସେଲିବ୍ରେଟିଙ୍କ ବିବାହ ପାଇଁ ସମେସ୍ତ ଚାହିଁ ରହିଛନ୍ତି ସେ ହେଲେ ଦୀପିକା ପାଦୁକୋନ୍ ଓ ରଣବୀର ସିଂଙ୍କ ବିବାହ। ମିଳିଥିବା ସୂଚନା ଯଦି ସତ ହୋଇଥାଏ ତେବେ ଖୁବ୍ ଶୀଘ୍ର ବଲିଉଡ଼ର ଏହି ପାୱାର କପଲ୍‌ଙ୍କ ଘରେ ଶାହାନାଇ ବାଜିବ। ପୂର୍ବରୁ ଦୀପିକା-ରଣବୀରଙ୍କ ବିବାହକୁ ନେଇ ଅନେକ ଚର୍ଚ୍ଚା ହୋଇଥିଲେ ମଧ୍ୟ ତାହା କେବେ ସତରେ ପରିଣତ ହୋଇନାହିଁ। ପୁଣିଥରେ ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଖବର […]