• translate

Tag: Rath Yatra

Puri Sankaracharya
ରଥଯାତ୍ରା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜି, ଶଙ୍କରାଚାର୍ଯ୍ୟଙ୍କୁ ନିମନ୍ତ୍ରଣ କଲେ କ୍ରିଷନ କୁମାର

ରଥଯାତ୍ରା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ ଡିଜି । ପୁରୀ ଗୋପବନ୍ଧୁ ଆୟୁର୍ବେଦ ହସ୍ପିଟାଲ ପରିସରରେ ଏହି ସମୀକ୍ଷା ବୈଠକ ବସିଥିଲା । ଏହି ବୈଠକରେ କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ, ପୁରୀ ଏସ୍‌ପିଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ । ରଥଯାତ୍ରା ସୁରକ୍ଷା ନେଇ ବ୍ୟାପକ ଆଲୋଚନା ହୋଇଥିଲା ।

The Great Odisha Political Circus | Fani Victim & King
The Great Odisha Political Circus | Fani Victim & King

OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves

rath yatra
ରଥଯାତ୍ରାରେ ଗଜପତି କରିବେ ଛେରାପହଁରା

ରଥଯାତ୍ରାରେ ଗଜପତି କରିବେ ଛେରାପହଁରା । ସ୍ନାନପୂର୍ଣ୍ଣମାରେ ଛେରାପହଁରା କରିନଥିବା ଗଜପତି ମାହାରାଜ ଦିବ୍ୟସିଂହ ଦେବ ରଥଯାତ୍ରାରେ ଛେରାପହଁରା କରିବେ ବୋଲି ନିଜେ ସୂଚନା ଦେଇଛନ୍ତି । ସେ କହିଛନ୍ତି ଆମେ ରଥଯାତ୍ରାକୁ ମୁଖ୍ୟ ସ୍ଥାନ ଦେଇଛୁ, ତାହା ମୁଖ୍ୟ ପର୍ବ ।

RathYatra
ରଥଯାତ୍ରା ବେଳେ ସେବାୟତଙ୍କୁ ମୋବାଇଲରେ ଫଟୋ ଉଠାଇବା ମନା

ପୁରୀ: ଛତିଶା ନିଯୋଗ ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ପ୍ରେସ୍‌ମିଟ୍ । କୋଭିଡ୍ କଟକଣା ମଧ୍ୟରେ ହେବ ଚଳିତ ବର୍ଷର ରଥଯାତ୍ରା । ଗତବର୍ଷ ଭଳି କେବଳ ସେବାୟତ ମାନେ ହିଁ ଟାଣିବେ ରଥ । ରଥଟଣା ବେଳେ ସେବାୟତମାନଙ୍କୁ…

Rath yatra
ରଥଯାତ୍ରା ପାଇଁ ଅନୁମତି ପ୍ରସଙ୍ଗ, ସରକାରଙ୍କ ନିଷ୍ପତିରେ ହସ୍ତକ୍ଷେପ କରିବାକୁ ମନା କଲେ ହାଇକୋର୍ଟ

କଟକ: ସରକାରଙ୍କ ନିଷ୍ପତିରେ ହସ୍ତକ୍ଷେପ କରିବାକୁ ମନା କଲେ ହାଇକୋର୍ଟ । ପୁରୀ ଛଡ଼ା ଅନ୍ୟ ସ୍ଥାନରେ ରଥଯାତ୍ରା ହେବନି ବୋଲି ରାଜ୍ୟ ସରକାର ନିଷ୍ପତି ନେଇଥିଲେ । ହେଲେ ସରକାରଙ୍କ ଏହି ନିଷ୍ପତିକୁ ବିରୋଧ କରି ବିଭିନ୍ନ ସଂଗଠନ ହାଇକୋର୍ଟଙ୍କ…

ratha
ଆମର ବି ହେଉ ରଥଯାତ୍ରା, ଅକ୍ଷୁର୍ଣ୍ଣ ରହୁ ପରମ୍ପରା ! କେନ୍ଦ୍ରାପଡ଼ାରେ ଗଣଧାରଣା, ନୀଳଗିରିରେ ପଦଯାତ୍ରା

କେନ୍ଦ୍ରାପଡ଼ା: ଆମର ବି ହେଉ ରଥଯାତ୍ରା । ଅକ୍ଷୁର୍ଣ୍ଣ ରହୁ ପରମ୍ପରା । କେନ୍ଦ୍ରାପଡ଼ାରେ ଗଣଧାରଣା, ନୀଳଗିରିରେ ପଦଯାତ୍ରା ଓ ଗତକାଲି ବାରିପଦାରେ ମାନବଶୃଙ୍ଖଳ । କୋଭିଡ୍ ସଂକ୍ରମଣ ପାଇଁ କେବଳ ପୁରୀରେ ରଥଯାତ୍ରା ଲାଗି ରାଜ୍ୟ ସରକାରଙ୍କ ଅନୁମତି ପରେ…

BeFunky-collage (2)
ରଥଯାତ୍ରା ବନ୍ଦ ପାଇଁ ଆବେଦନ କରିଥିବା ବ୍ୟକ୍ତିଙ୍କ ଘର ଉପରକୁ ଅଣ୍ଡା ମାଡ଼

ଭୁବନେଶ୍ୱର: ରଥଯାତ୍ରା ବନ୍ଦ ନେଇ ଆବେଦନ କରିଥିବା ଆବେଦନକାରୀଙ୍କ ଘର ଉପରକୁ ଅଣ୍ଡା ମାଡ଼ ହୋଇଛି। ରଥଯାତ୍ରା କରିବାକୁ ଅନୁମତି ନ ଦେବାକୁ ଅପିଲ୍ କରିଥିବା ଆବେଦନକାରୀ ଓକିଲ ସୁଶାନ୍ତ ପାଢୀଙ୍କ ଭୁବନେଶ୍ୱର ସ୍ଥିତ ଭଡା ଘର ଉପରକୁ ଏହି ଅଣ୍ଡା ମାଡ଼ ହୋଇଥିବା ଅଭିଯୋଗ ହୋଇଛି। ବମିଖାଲ ସାଈ ବିହାର ସ୍ଥିତ ସୁଶାନ୍ତଙ୍କ ଘର ଉପରକୁ କିଛି ଲୋକ ଅଣ୍ଡାମାଡ଼ କରିବା ସହ ତାଙ୍କର ଗାଡ଼ି ବି ଭାଙ୍ଗି ଦେଇଛନ୍ତି। ଏ ନେଇ ସୁଶାନ୍ତ ଅଭିଯୋଗ […]

ratha yatra
ବଡ଼ଦାଣ୍ଡରେ ଗଡ଼ିବନି ରଥ: ହାତ ଟେକିଦେଲେ କି ରାଜ୍ୟ ସରକାର ?

ପୁରୀ: ଚଳିତ ବର୍ଷ ହେବନି ପୁରୀ ରଥଯାତ୍ରା। ଆଜି ଏ ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ୩ ଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ଏହି ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ମୁଖ୍ୟ ବିଚାରପତି ଏସ୍‌ଏ ବୋବଡେଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ କହିଛନ୍ତି, ଲୋକଙ୍କ ସୁରକ୍ଷା ଓ ଜନସ୍ୱାର୍ଥ ପାଇଁ ରଥଯାତ୍ରା ବନ୍ଦ କରାଯାଇଛି। ରଥଯାତ୍ରା ପାଇଁ ଅନୁମତି ଦେଲେ ମହାପ୍ରଭୁ […]

puri rath yatra 2020
ଚଳିତ ବର୍ଷ ହେବନି ପୁରୀ ରଥଯାତ୍ରା

ପୁରୀ: ଚଳିତ ବର୍ଷ ହେବନି ପୁରୀ ରଥଯାତ୍ରା। ଆଜି ଏ ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ୩ ଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ଏହି ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ମୁଖ୍ୟ ବିଚାରପତି ଏସ୍‌ଏ ବୋବଡେଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ କହିଛନ୍ତି, ଲୋକଙ୍କ ସୁରକ୍ଷା ଓ ଜନସ୍ୱାର୍ଥ ପାଇଁ ରଥଯାତ୍ରା ବନ୍ଦ କରାଯାଇଛି। ରଥଯାତ୍ରା ପାଇଁ ଅନୁମତି ଦେଲେ ମହାପ୍ରଭୁ […]