ରଥଯାତ୍ରା ବନ୍ଦ ପାଇଁ ଆବେଦନ କରିଥିବା ବ୍ୟକ୍ତିଙ୍କ ଘର ଉପରକୁ ଅଣ୍ଡା ମାଡ଼ Jun 22, 2020 ଭୁବନେଶ୍ୱର: ରଥଯାତ୍ରା ବନ୍ଦ ନେଇ ଆବେଦନ କରିଥିବା ଆବେଦନକାରୀଙ୍କ ଘର ଉପରକୁ ଅଣ୍ଡା ମାଡ଼ ହୋଇଛି। ରଥଯାତ୍ରା କରିବାକୁ ଅନୁମତି ନ ଦେବାକୁ ଅପିଲ୍ କରିଥିବା…