ରଥଯାତ୍ରାରେ ସାମିଲ ୫ ହଜାର ବ୍ୟକ୍ତିଙ୍କର କୋଭିଡ୍ ଟେଷ୍ଟ ହେବ Jun 24, 2020 ପୁରୀ: ଶ୍ରୀମନ୍ଦିର ସେବାୟତଙ୍କର ୨ ଥର କୋଭିଡ ଟେଷ୍ଟ ହେବ। ଅଢ଼େଇ ହଜାର ସେବାୟତଙ୍କର ୨ ରାଉଣ୍ଡ କୋଭିଡ୍ ଟେଷ୍ଟ କରାଯିବ। ସେମାନଙ୍କ ବ୍ୟତୀତ ପୋଲିସ୍, ସଫେଇ…