ରତ୍ନଭଣ୍ଡାର ଖୋଲିବା ଦାୟିତ୍ୱ ସଂପୂର୍ଣ୍ଣ ସରକାରଙ୍କର । କେବଳ ସୁପାରିସ କରିବା କ୍ଷମତା ଗଜପତିଙ୍କ ଅଛି । ୧୯୫୨ ମସିହାରେ ସ୍ୱତନ୍ତ୍ର ଆଇନ କରି ଜଗନ୍ନାଥ ମନ୍ଦିର ପରିଚାଳନା ପାଇଁ ନିଷ୍ପତ୍ତି ନେଇ ଗଜପତିଙ୍କ ଠାରୁ କ୍ଷମତା ନେଇଗଲେ ।
ବିଧାନସଭାରେ ତଥ୍ୟ ଓ ହାଇକୋର୍ଟରେ ଦାଖଲ ସତ୍ୟପାଠରେ ତଥ୍ୟ ଭିନ୍ନ । ୪୦ କେଜି ରୁପା କମ୍ ଦର୍ଶାଇଛନ୍ତି ରାଜ୍ୟ ସରକାର ।
ରତ୍ନଭଣ୍ଡାର ଖୋଲିବାକୁ ଦାବି କରି ବିଜେପିର ଜନସ୍ୱାର୍ଥ ମାମଲା । ରତ୍ନ ଭଣ୍ଡାର ଖୋଲିବା, ମରାମତି ଓ ଅଳଙ୍କାର ଗଣତି ଦାବି ।
ମହାପ୍ରଭୁଙ୍କ ଦୁର୍ଲଭ ରତ୍ନଭଣ୍ଡାରର ମରାମତି ସହ ରତ୍ନଅଳଙ୍କାର ସବୁର ଗଣତି ଓ ମଣତି କଥା ?
ଏଜେଣ୍ଡାରେ ନଥିବା କହି ଏଡ଼ାଇଗଲେ ମୁଖ୍ୟ ପ୍ରଶାସକ । ମହାପ୍ରଭୁଙ୍କ ଜମିଜମା ରେକ଼ର୍ଡର ଡିଜିଟାଇଜେସନ୍ ନିଷ୍ପତ୍ତି ।
ପରିଚାଳନା କମିଟି ଏଜେଣ୍ଡାରେ ନଥିବାରୁ ଆଲୋଚନା ହେଲାନି ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ପ୍ରଶାସକ ।
ଆସନ୍ତା ୨୭ରେ ଏନେଇ ହୋଇପାରେ ଆଲୋଚନା । ଶ୍ରୀମନ୍ଦିର ପରିଚାଳନା ବୈଠକରେ ଆଲୋଚନା ସମ୍ଭାବନା ।