• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Remuneration

Pratap-Jena
ଠିକା କର୍ମଚାରୀଙ୍କ ପାଇଁ ବଡ଼ ନିଷ୍ପତ୍ତି, ପ୍ରଥମ ବର୍ଷରୁ ମିଳିବ ଅଧିକ ୫୦% ଦରମା

ଠିକା କର୍ମଚାରୀଙ୍କ ପାଇଁ ଖୁସି ଖବର । ରାଜ୍ୟର ସମସ୍ତ ଠିକା କର୍ମଚାରୀଙ୍କ ପାଇଁ କ୍ୟାବିନେଟରେ ବଡ଼ ନିଷ୍ପତ୍ତି ହୋଇଛି । ଏଣିକି ଠିକା କର୍ମଚାରୀଙ୍କୁ ଇନିସିଆଲ ଆପଏଣ୍ଟି କୁହାଯିବ ବୋଲି ନିଷ୍ପତ୍ତି ହୋଇଥିବା କହିଛନ୍ତି ମନ୍ତ୍ରୀ ପ୍ରତାପ ଜେନା । ସମସ୍ତ ଠିକା କର୍ମଚାରୀଙ୍କୁ ପ୍ରଥମ ବର୍ଷରୁ ଅଧିକ ୫୦ ପ୍ରତିଶତ ଦରମା ପ୍ରଦାନ କରାଯିବ ।