• translate

Tag: Rourkela

Sarbe Bhabantu Sukhinaha Ep 2292 | ଆସ୍ତିକ ଏବଂ ନାସ୍ତିକର ପାର୍ଥକ୍ୟ - OTV
Sarbe Bhabantu Sukhinaha Ep 2292 | ଆସ୍ତିକ ଏବଂ ନାସ୍ତିକର ପାର୍ଥକ୍ୟ - OTV

A spiritual talk show that tries to cleanse the souls and give a jump start to the day of the viewers. In this show experts discuss the process and the

NewsFuse 19Oct18| ନବୀନବାବୁ କଲେ Correction |ରାହୁଲଙ୍କ Puja, ଗୌଡ଼ଙ୍କ ଦୌଡ | ପୂଜାରେ ଭାଷଣ | ଟମାଟ ଆଶୀର୍ବାଦ
NewsFuse 19Oct18| ନବୀନବାବୁ କଲେ Correction |ରାହୁଲଙ୍କ Puja, ଗୌଡ଼ଙ୍କ ଦୌଡ | ପୂଜାରେ ଭାଷଣ | ଟମାଟ ଆଶୀର୍ବାଦ

The highest rated show among all Odia news television which focuses on analysing the socio-political issues. Famous Ollywood Comedia Hrushikesh Das presents

fire
NIT ଲ୍ୟାବ୍‌ରେ ଅଗ୍ନିକାଣ୍ଡ

ରାଉରକେଲା  : ରାଉରକେଲା NIT ଲ୍ୟାବ୍‌ରେ ଅଗ୍ନିକାଣ୍ଡ। କମ୍ପ୍ୟୁଟର୍ ସାଇନ୍ସ ବିଭାଗ ଲ୍ୟାବ୍‌ରେ ଆଜି ସକାଳେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଯାଇଛି। ଏସି ସଟ୍‌ସର୍କିଟ୍‌ରୁ ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଅଗ୍ନିକାଣ୍ଡ ସମୟରେ ଲ୍ୟାବ୍ ହଲ୍ ଓ ଆଖପାଖ ରୁମ୍‌ରେ ଧୂଆଁ ଭରି ହୋଇଯିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। ଏହି ଖବର ପାଇବା ପରେ ୨ଟି ଦମକଳ ଗାଡ଼ି ସେଠାରେ ପହଞ୍ଚି ନିଆଁ ଲିଭାଇଥିଲା। ଏହି ଅଗ୍ନିକାଣ୍ଡ ପରେ ଏନ୍ଆଇଟି […]

fake student
ନିଟ୍ ପରୀକ୍ଷାରେ ନକଲି ପରୀକ୍ଷାର୍ଥୀ 

ରାଉରକେଲା : ନିଟ୍ ପରୀକ୍ଷାରେ ନକଲି ପରୀକ୍ଷାର୍ଥୀ। ଗତକାଲି ରାଉରକେଲା ଡିଏଭି ପବ୍ଳିକ ସ୍କୁଲରେ ହୋଇଥିବା ପରୀକ୍ଷା ସମୟରେ ଜଣେ ନକଲି ପରୀକ୍ଷାର୍ଥୀଙ୍କୁ ଧରିବାରେ ସ୍କୁଲ କର୍ତ୍ତୃପକ୍ଷ ସକ୍ଷମ ହୋଇଛନ୍ତି। ତାଙ୍କ ନାଁ ରମେଶ କୁମାର। ଘର ରାଜସ୍ଥାନର ଡୁଙ୍ଗୁରୀ ଗ୍ରାମରେ। ଖବର ପାଇବାପରେ ଉଦିତନଗର ପୋଲିସ ଛାତ୍ରକୁ ଗିରଫ କରିଛି। ରମେଶ  ଓଡ଼ିଶାର ଜଣେ ଛାତ୍ରଙ୍କ ପାଇଁ ପରୀକ୍ଷା ଦେବାକୁ ଆସିଥିଲେ। ଏହା ପଛରେ ଏକ ବଡ ରାକେଟ ଚାଲୁଥିବା ପୋଲିସ ଅନୁମାନ କରି ତଦନ୍ତ […]

rourkela
ଏକ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ କଲା ଭିଜିଲାନ୍ସ

ରାଉରକେଲା: ରାଉରକେଲା ଲିଗାଲ୍‌ ମେଟ୍ରୋଲୋଜି ବିଭାଗର ଆସିଷ୍ଟାଣ୍ଟ୍‌ କଣ୍ଟ୍ରୋଲର୍‌ ବିଦ୍ୟାଧର ବିଶ୍ୱାଳଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତକାଲିଠୁ ଜାରି ରହିଥିବା ଭିଜିଲାନ୍ସ ରେଡ଼୍‌ରୁ ଏହି ତଥ୍ୟ ଆଜି ସାମ୍ନାକୁ ଆସିଛି।ଗତକାଲି ରାଉରକେଲା ସ୍ଥିତ ତାଙ୍କ କାର୍ଯ୍ୟାଳୟ, ସରକାରୀ ବାସଭବନ ସମେତ ଭୁବନେଶ୍ୱର ବାସଭବନରେ ଭିଜିଲାନ୍ସ ଅଧିକାରୀ ଚଢ଼ାଉ କରିଥିଲେ । ଆଉ ୧ କୋଟି ୨୩ ଲକ୍ଷ ୪୨ ହଜାର ଟଙ୍କାର ସମ୍ପତ୍ତି ଠାବ କରିଛନ୍ତି […]

rourkela
ଲିଗାଲ୍‌ ମେଟ୍ରୋଲୋଜି ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ରାଉରକେଲା: ରାଉରକେଲାରେ ଆସିଷ୍ଟାଣ୍ଟ୍‌ କଣ୍ଟ୍ରୋଲର୍‌ ଅଫ୍‌ ଲିଗାଲ୍‌ ମେଟ୍ରୋଲୋଜିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି।  ଆସିଷ୍ଟାଣ୍ଟ୍‌ କଣ୍ଟ୍ରୋଲର୍‌ ବିଦ୍ୟାଧର ବିଶ୍ୱାଳଙ୍କ ରାଉରକେଲା ଏଲ୍ଆଇସି କଲୋନୀ ସ୍ଥିତ ସରକାରୀ କ୍ୱାର୍ଟର୍ସ, ଉଦିତନଗରରେ ଥିବା କାର୍ଯ୍ୟାଳୟ ସମେତ ୫ଟି ସ୍ଥାନରେ ଚଢ଼ାଉ ହୋଇଥିବା ସୂଚନା ମିଳିଛି। ଆୟବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଚଢ଼ାଉ କରିଛି ଭିଜିଲାନ୍ସ। ଏଲ୍ଆଇସି କଲୋନୀ ସ୍ଥିତ E-24 ସରକାରୀ କ୍ୱାର୍ଟର୍ସକୁ ରେଡ୍ ପରେ ସିଲ୍ କରିଛି ଭିଜିଲାନ୍ସ। ରାଉରକେଲା  ସହ ଭୁବନେଶ୍ୱର ପୋଖରୀପୁଟରେ ଥିବା […]

loot
୭ ଲକ୍ଷ ୮୦ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ରାଉରକେଲା : ରାଉରକେଲାରେ ବଡଧରଣର ଲୁଟ୍। ଟୋଲ୍ ପ୍ଲାଜା କର୍ମଚାରୀଙ୍କଠାରୁ ୭ ଲକ୍ଷ ୮୦ ହଜାର ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଟୋଲ ପ୍ଲାଜା କର୍ମଚାରୀ ଟଙ୍କା ଡିପୋଜିଟ୍ ପାଇଁ ବ୍ୟାଙ୍କ ଯାଉଥିଲେ। ଏହି ସମୟରେ ଝଗରପୁର ପାଖରେ କର୍ମଚାରୀଙ୍କୁ ବନ୍ଧକୁ ଦେଖାଇ ଦୁର୍ବୃତ୍ତମାନେ ଟଙ୍କା ଲୁଟ୍ କରିନେଇଛନ୍ତି। ଏନେଇ ପୋଲିସ ଜଣଙ୍କୁ ଅଟକ ରଖି ପଚରାଉଚରା କରିବା ସହ ତଦନ୍ତ ଜାରି ରଖିଛି।