• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Rss

RSS Changes Of  Training
ବାର୍ଷିକ ‘ଶିକ୍ଷା ବର୍ଗ’ର ନାମ ଓ ଫର୍ମାଟ୍ ବଦଳାଇଲା RSS; ଜାଣନ୍ତୁ ପୂରା...

ଆଜି ନାଗପୁରରେ ଆରଏସ୍‌ଏସ୍‌ ମୁଖ୍ୟ ମୋହନ ଭଗବତ ଅଖିଳ ଭାରତୀୟ ପ୍ରତିନିଥି ସଭାର ଉଦଘାଟନ କରିଛନ୍ତି । ଏହା ପୂର୍ବରୁ ବାର୍ଷିକ ‘ଶିକ୍ଷା ବର୍ଗ’ରେ ନାମ ଓ ଫର୍ମାଟ୍ ବଦଳାଇଲା RSS...

Ram Temple inauguration
ଅଯୋଧ୍ୟା ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବକୁ ଯିବନି କଂଗ୍ରେସ

ଦଳ ଅଭିଯୋଗ କରିଛି, ଅଯୋଧ୍ୟା ରାମ ମନ୍ଦିରକୁ ବିଜେପି ବହୁ ଦିନରୁ ଏକ ରାଜନୈତିକ ପ୍ରସଙ୍ଗ କରିଛି । କେବଳ ନିର୍ବାଚନରେ ଫାଇଦା ଉଠାଇବାକୁ ବିଜେପି ଓ ଆରଏସଏସର ପ୍ରରୋଚରନାରେ ମନ୍ଦିର ନିର୍ମାଣ ଅସଂପୂର୍ଣ୍ଣ ହୋଇଥିଲେ ମଧ୍ୟ ଏବେ ପ୍ରାଣ ପ୍ରତିଷ୍ଠା କରାଯାଉଛି ।

rss
ନାଗପୁରରେ RSSର ତୃତୀୟ ବର୍ଷ ସଂଘ ଶିକ୍ଷାବର୍ଗ ସମାରୋହ, ସପରିବାରେ ଯୋଗଦେଲେ ବୈଜୟନ୍ତ

ନାଗପୁର ମୁଖ୍ୟ କାର୍ଯ୍ୟାଳୟରେ ଏହି ସମାରୋହର ଆୟୋଜନ କରାଯାଇଛି ।

RSS chief Mohan Bhagwat
“ସମସ୍ତଙ୍କ ପାଇଁ ଜନସଂଖ୍ୟା ନିୟନ୍ତ୍ରଣ ଆଇନ ସମାନ ହେବା ଆବଶ୍ୟକ’’

ବିଜୟା ଦଶମୀ ଅବସରରେ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ଭାରତର ଜନସଂଖ୍ୟା ବୃଦ୍ଧିକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି। ବର୍ତ୍ତମାନ ପରିସ୍ଥିତିରେ ଦେଶ ପାଇଁ ଜନସଂଖ୍ୟା ନିୟନ୍ତ୍ରଣ ଆଇନର ଆବଶ୍ୟକତା ରହିଛି। ଯଦି ଜରୁରୀ ପଦକ୍ଷେପ ନିଆ ନ ଯାଏ ତେବେ ଧର୍ମଭିତ୍ତିକ ଅସନ୍ତୁଳନ ବଢିବ ବୋଲି ସେ ଚେତାବନୀ ଦେଇଛନ୍ତି।

RSS chief Mohan Bhagwat
ତାଲିବାନ ଇତିହାସକୁ ସମସ୍ତେ ଜାଣନ୍ତି, ଆମେ ସାବଧାନ ରହିବା ଉଚିତ୍: RSS ମୁଖ୍ୟ ମୋହନ ଭାଗବତ

ତାଲିବାନ ପ୍ରସଙ୍ଗ ଉଠାଇ ପାକିସ୍ତାନ ଓ ଚୀନକୁ ଟାର୍ଗେଟ କରି ମୋହନ ଭାଗବତ କହିଛନ୍ତି, ‘ତାଲିବାନ ଇତିହାସକୁ ସମସ୍ତେ ଜାଣନ୍ତି। ଆମେ ସାବଧାନ ରହିବା ଉଚିତ୍। ତାଲିବାନକୁ ଏବେବି ପାକିସ୍ତାନ, ଚୀନ୍ ସହଯୋଗ କରୁଛନ୍ତି।