• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Rukuna Rath Yatra

Rukuna Rath Yatra
ଶ୍ରଦ୍ଧାଳୁଙ୍କ ଭିଡ଼ରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଟଣା; ଦେଖନ୍ତୁ କିଛି ଚିତ୍ର...

ବଢ଼େଇବାଙ୍କରେ ଅଟକିଲା ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ । ଆଜି ପବିତ୍ର ଅଶୋକାଷ୍ଟମୀରେ ନୀତିକାନ୍ତି ସାରି ଅପରାହ୍ନରେ ଗଡ଼ିଥିଲା ରୁକୁଣା ରଥ । ଆଉ ସନ୍ଧ୍ୟା ହେବାରୁ ଅଟକିଥିଳା ବଢ଼େଇବାଙ୍କରେ । ଆସନ୍ତାକାଲି ମାଉସୀମା ମନ୍ଦିରରେ ପହଞ୍ଚିବ ମହାପ୍ରଭୁଙ୍କ ରୁକୁଣା ରଥ ।

Rukuna Ratha
ବଢ଼େଇବାଙ୍କରେ ଅଟକିଲା ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ

ଆସନ୍ତା ୨୦ ତାରିଖରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହେବ । ବାହୁଡ଼ା ଦିନ ରଥକୁ ଅମୋଡା ଭାବେ ପୁଣି ଟଣାଯିବ। ବାହୁଡ଼ା ଯାତ୍ରା ପାଇଁ କମିଶନରେଟ ପୋଲିସ୍ ଓ ମନ୍ଦିର ପ୍ରଶାସନ ପକ୍ଷରୁ ସବୁପ୍ରକାର ପ୍ରସ୍ତୁତି ସରିଛି । ବିଶ୍ୱାସ ରହିଛି ବାବା ଲିଙ୍ଗରାଜ ପ୍ରତିମାକୁ ରଥାରୂଢ ଅବସ୍ଥାରେ ଦର୍ଶନ କଲେ ସମସ୍ତ ପାପ ଦୂର ହୋଇଥାଏ।

Rukuna Rath Yatra of Lord Lingaraj
ଆଜି ଗଡ଼ିବ ଲିଙ୍ଗରାଜଙ୍କ ରୁକୁଣା ରଥ; ନିଲାମ ହେଲା ମରିଚିକୁଣ୍ଡ ଜଳ

ଚଳିତବର୍ଷ ରଥଯାତ୍ରା ଓ ବାହୁଡା ଯାତ୍ରା ପାରମ୍ପରିକ ଭାବେ ଶାନ୍ତିଶୃଙ୍ଖଳା ଓ ଆନନ୍ଦ ଉଲ୍ଲାସର ସହ କିଭଳି ପାଳନ କରାଯିବ ସେନେଇ ବୈଠକରେ ଆଲୋଚନା ହୋଇଛି। ପୋଲିସ୍ ପକ୍ଷରୁ ସ୍ୱତନ୍ତ୍ର କଣ୍ଟ୍ରୋଲ ରୁମ୍ ଗଠନ କରାଯାଇଛି ।

Why Ashokastami happened; What is the relationship with goddess Sita
Ashokastami 2024: କାହିଁକି ହେଲା ଅଶୋକାଷ୍ଟମୀ; ମାତା ସୀତାଙ୍କ ସହ କ’ଣ ରହିଛି ସମ୍ୱନ୍ଧ

ଅଶୋକାଷ୍ଟମୀ ଦିନ ଲିଙ୍ଗରାଜଙ୍କର ବିଜେ ପ୍ରତିମା ଚନ୍ଦ୍ରଶେଖରଙ୍କ ସହ ବାସୁଦେବ ଏବଂ ରୁକ୍ମିଣୀଙ୍କୁ ରଥରେ ବସାଇ ରାମେଶ୍ୱର ମନ୍ଦିର ଯାଏଁ ନିଆଯାଏ। ଏହି ରଥର ନାମ ରୁକୁଣା ରଥ। ରୁକୁଣା ରଥକୁ ଅଣଲେଉଟା ରଥ ବୋଲି କୁହାଯାଏ। ଏ ରଥକୁ ଏପରି କହିବାର ଅର୍ଥ କ’ଣ…

Rukuna Ratha
ବଢେଇ ବାଙ୍କ ଛକରେ ଅଟକିଲା ରୁକୁଣା ରଥ

୩ଟା ୩୦ରେ ରଥଟଣା ଆରମ୍ଭ ହେବାର ଥିଲେ ବି ନୀତିକାନ୍ତିରେ ବିଳମ୍ବ ଯୋଗୁଁ ୫ଟା ୧୫ରେ ରଥଟଣା ଆରମ୍ଭ ହୋଇଥିଲା । ରୁକୁଣା ରଥ ଦେଖିବା ଲାଗି ଭକ୍ତଙ୍କ ମଧ୍ୟରେ ଆଜି ସକାଳୁ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା ।

Rukuna ratha
ଶ୍ରଦ୍ଧାଳୁଙ୍କ ଭିଡ଼ରେ ଏମିତି ଥିଲା ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଟଣା; ଦେଖନ୍ତୁ କିଛି ଫଟୋ

ବଢେଇ ବାଙ୍କ ଛକରେ ଅଟକି ରହିଲା ରୁକୁଣା ରଥ । ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ ଆଜି ମାଉସୀମା’ ଛକରେ ପହଞ୍ଚି ପାରିନଥିବାରୁ ଆସନ୍ତାକାଲି ସକାଳେ ପୁଣି ଆରମ୍ଭ ହେବ ରଥଟଣା ।

Rukuna Rath Yatra Of Lord Lingaraj In Bhubaneswar To Be Held Today
ଆଜି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା, ଅପରାହ୍ଣ ସାଢ଼େ ୧୨ଟାରୁ ପହଣ୍ଡି ବିଜେ

ଆଜି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା। ଅପରାହ୍ଣ ସାଢ଼େ ୧୨ଟାରୁ ୧ଟା ୩୦ ମଧ୍ୟରେ ପହଣ୍ଡି ବିଜେ କାର୍ଯ୍ୟକ୍ରମ ରହିଛି।

Rukuna Rath Yatra | Bahuda Yatra Of Lord Lingaraj Today
ଆଜି ପବିତ୍ର ବାହୁଡା ଯାତ୍ରା; ରାମେଶ୍ୱର ମନ୍ଦିରରୁ ଫେରିବେ ବାବା ଲିଙ୍ଗରାଜ

ଆଜି ବାବା ଲିଙ୍ଗରାଜଙ୍କ ବାହୁଡ଼ାଯାତ୍ରା । ରୁକୁଣାରଥରେ ବିରାଜମାନ ହୋଇ ରାମେଶ୍ୱର ମନ୍ଦିରରୁ ଫେରିବେ ବାବା ଲିଙ୍ଗରାଜ ।

Rukuna Rath
ଆଜି ପୁଣି ଗଡ଼ିବ ରୁକୁଣା ରଥ; ରାମେଶ୍ୱର ମନ୍ଦିରକୁ ବିଜେ କରିବେ ପ୍ରଭୁ ଲିଙ୍ଗରାଜ

ରୁକୁଣା ରଥ ଯାତ୍ରା ପାଇଁ ଚଳଚଞ୍ଚଳ ଏକାମ୍ରକ୍ଷେତ୍ର । ଗତକାଲି ବାବା ଲିଙ୍ଗରାଜଙ୍କ ରୁକୁଣା ରଥ ତିନିମୁଣ୍ଡିଆ ଛକରେ ଅଟକି ଥିବା ବେଳେ, ଆଜି ପୁଣି ରଥଟଣା ଯିବ ।

Rukuna Rath Yatra Of Lord Lingaraj
ଆଜି ରୁକୁଣା ରଥଯାତ୍ରା: ଅପରାହ୍ଣ ୩ଟା ୩୦ରେ ଟଣା ହେବ ରଥ

ଆଜି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା । ଅପରାହ୍ଣ ୩ଟା ୩୦ରେ ରଥ ରଥ ଟଣା ହେବ । ଯାତ୍ରାପୂଜା ପାଇଁ ମଧ୍ୟାହ୍ନ ୧୨ଟାରୁ ୧୨ଟା ୩୦ ନୀତି ନିର୍ଘଣ୍ଟ ହୋଇଛି ।

Rukuna Rath Yatra Coordination Meeting In Bhubaneswar
ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା: ସୁରୁଖୁରୁରେ ଯାତ୍ରା ସମ୍ପାଦନ ପାଇଁ ୩ ନିଯୋଗ ପକ୍ଷରୁ ପ୍ରତିଶ୍ରୁତି

ରାଜଧାନୀରେ ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ନେଇ ବସିଥିବା ଚୁଡାନ୍ତ ସମନ୍ୱୟ ବୈଠକ ଶେଷ ହୋଇଛି ।

lingaraj temple
ଆଜି ପବିତ୍ର ଅଶୋକାଷ୍ଟମୀ: ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା

ଭୁବନେଶ୍ୱର: ଆଜି ପବିତ୍ର ଅଶୋକାଷ୍ଟମୀ, ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା।  ଏଥିପାଇଁ  ଚଳଚଞ୍ଚଳ ଏକାମ୍ର କ୍ଷେତ୍ର।  ରୁକୁଣା ରଥଯାତ୍ରା ପାଇଁ ସ୍ୱତନ୍ତ୍ର ନୀତିକାନ୍ତ କରାଯାଉଛି। ଭୋର ୪ଟାରୁ  ମନ୍ଦିର ଦ୍ୱାର ଖୋଲାଯାଇ  ମଙ୍ଗଳ  ଆଳତୀ ଓ ଅବକାଶ କରାଯିବା ପରେ  ୫ଟାରୁ  ଶ୍ରଦ୍ଧାଳୁଙ୍କ  ଲାଗି ସାହାଣ ମେଲା ଦର୍ଶନ କରାଯାଇଥିଲା। ସକାଳ ୬ଟା୩୦ରୁ  ସାହାଣ ମେଲା ଦର୍ଶନ ବନ୍ଦ ହେବା ପରେ ଛାମୁ ପରିଷ୍କାର, ମାଘସ୍ନାନ, ବେଶ କରାଯାଇ  ମହାପ୍ରଭୁଙ୍କର ଧୂପ ହୋଇଛି। ଦିନ ୧୨ଟା ୩୦ରେ  […]