• translate

Tag: Sainik School

Union Cabinet approves affiliation of 100 schools in
୧୦୦ ନୂଆ ସୈନିକ୍ ସ୍କୁଲକୁ ମୋଦି କ୍ୟାବିନେଟରେ ମଞ୍ଜୁରୀ : ଆଡମିଶନ କରିପାରିବେ ୫୦୦୦ ଛାତ୍ରଛାତ୍ରୀ

ଦେଶରେ ଖୋଲିବ ଆଉ ଶହେଟି ସୈନିକ ସ୍କୁଲ । ମଙ୍ଗଳବାର ଦିନ ମୋଦି କ୍ୟାବିନେଟରେ ୧୦୦ଟି ନୂଆ ସୈନିକ ସ୍କୁଲକୁ ଅନୁମୋଦନ ମିଳିଛି । ୨୦୨୨-୨୩ ଶିକ୍ଷା ବର୍ଷରୁ ୫୦୦୦ ନୂତନ ଛାତ୍ର ଆଡମିଶନ କରିପାରିବେ । ଆସନ୍ତା ଶିକ୍ଷା ବର୍ଷରୁ ଏହି ୧୦୦ଟି ସ୍କୁଲରେ ଷଷ୍ଠ ଶ୍ରେଣୀରୁ ନାମଲେଖା ହେବ ।

sainik school
ପ୍ରାଥମିକ ପର୍ଯ୍ୟାୟରେ ୧୦ ଜଣ ଛାତ୍ରୀଙ୍କୁ ନାମ ଲେଖାର ସୁଯୋଗ

ଭୁବନେଶ୍ୱର ସୈନିକ ସ୍କୁଲରେ ପ୍ରାଥମିକ ପର୍ଯ୍ୟାୟରେ ୧୦ ଜଣ ଛାତ୍ରୀଙ୍କୁ ନାମ ଲେଖାର ସୁଯୋଗ ମିଳିଥିବାବେଳେ ଆଗମୀ ଦିନରେ ଏହି ସଂଖ୍ୟା ବଢ଼ିପାରେ । ସ୍କୁଲ ପାଇଁ ୧୦୦ ବେଡ଼ ବିଶିଷ୍ଟ ଛାତ୍ରୀ ନିବାସ ପାଇଁ ଅନୁମୋଦନ ମିଳିସାରିଛି । ଆଜି ଏହି ସୂଚନା ଦେଇଛନ୍ତି ମଧ୍ୟ ଭାରତ GOC ବା ଜେନେରାଲ ଅଫିସର କମାଣ୍ଡିଙ୍ଗ, ଲେଫଟାଣ୍ଟ ଜେନେରାଲ ଏସ. ମୋହନ।

Sainik School
ସୈନିକ ସ୍କୁଲରେ ପଢିବେ ଛାତ୍ରୀ: ପ୍ରଥମ ପର୍ଯ୍ୟାୟରେ ୧୦ ଛାତ୍ରୀ ଲେଖାଇଲେ ନାମ