• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Sameer Sharma

ସୁଶାନ୍ତଙ୍କ ପରେ ଆଉ ଜଣେ ଅଭିନେତାଙ୍କ ଆତ୍ମହତ୍ୟା

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ଙ୍କ ଆତ୍ମହତ୍ୟା ଘଟଣା ବଲିଉଡ୍‌କୁ ଏକ ପ୍ରକାର ସ୍ତବ୍ଧ କରି ଦେଇଥିବାବେଳେ ପୁଣି ଜଣେ ଅଭିନେତା ଆତ୍ମହତ୍ୟା କରିଥିବା ଖବର ଏବେ ସାମ୍ନାକୁ ଆସିଛି।  ‘ୟେ ରିସ୍ତେ ହେଁ ପ୍ୟାର୍‌ କେ’ ସିରିଅଲ୍‌ରେ ଅଭିନୟ କରିଥିବା ସମୀର ଶର୍ମା ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୁମ୍ବାଇ ସ୍ଥିତ ମାଲାଦ୍‌ ୱେଷ୍ଟ ସ୍ଥିତ ଆପାର୍ଟମେଣ୍ଟ୍‌ରେ ସେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଘର ଭିତରୁ ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି। […]