• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Scb

Dr. Bhubanananda Moharana
SCB ଜରୁରୀକାଳୀନ ଅଧିକାରୀ ଡା. ଭୁବନାନନ୍ଦ ମହାରଣାଙ୍କ ଦେହାନ୍ତ

SCBରେ ଚିକିତ୍ସାଧୀନ ଅବସ୍ଥାରେ ୬୯ ବର୍ଷ ବୟସରେ ପରଲୋକ ହୋଇଛି ।

SCB Medical
୫ ଘଣ୍ଟାର ବିରଳ ଅସ୍ତ୍ରୋପଚାର, ବେକରୁ ବାହାରିଲା ଟ୍ୟୁମର

ଦୀର୍ଘ ୧୩ ବର୍ଷ ଧରି ଯନ୍ତ୍ରଣା ପାଉଥିଲେ ମହିଳା, SCB ଡାକ୍ତର ଦେଲେ ନୂଆ ଜୀବନ ।

Child Trafficking
କଟକ ବଡ଼ ମେଡିକାଲ ମୁଣ୍ଡରେ ପୁଣି ପିଲା ଚୋରି କଳଙ୍କ

ଗତକାଲି SCBର ହାଇସିକ୍ୟୁରିଟି SNCU ଭିତରୁ ଏକ ନଜଜାତ ଶିଶୁକନ୍ୟା ଗାଏବ ପରେ ସାମ୍ନାକୁ ଆସିଛି ପିଲା ଚୋରି ଘଟଣା ପଛର କଳା କାହାଣୀ ।

Child Trafficking
ସାମ୍ନାକୁ ଆସିଲା SCB ପିଲା ଚୋରି ସତ, SNCUରୁ ନବଜାତ କନ୍ୟାକୁ ଚୋରାଇଥିଲେ ମହିଳା

କେମିତି ହାତେଇଲା ଜାଲ ପ୍ରସୂତି ଡିସଚାର୍ଜ ସାର୍ଟିଫିକେଟ୍ ? କଟକ ବଡ଼ ମେଡିକାଲ ସୁରକ୍ଷା ଉପରେ ପ୍ରଶ୍ନ ।

Cancer
କ୍ୟାନସର ନଥାଇ କେମୋ ପରେ ଅପରେସନରେ କଟାଗଲା ଅଙ୍ଗ !

ଯନ୍ତ୍ରଣା ଭୋଗୁଛନ୍ତି କାମାକ୍ଷାନଗରର ୪୫ ବର୍ଷିଆ ମହିଳା । ଏସସିବି ମେଡିକାଲର ତ୍ରୁଟିପୂର୍ଣ୍ଣ ନିଦାନ ରିପୋର୍ଟକୁ ଦୋଷ ଦେଲେ ପୁଅ । ପ୍ରଶାସନିକ ଅଧିକାରୀଙ୍କୁ ଫେରାଦ ।

Kidney Transplant
ବିଶ୍ୱସ୍ତରୀୟ SCBରେ ହୋଇପାରିଲାନି କିଡ୍‌ନୀ ପ୍ରତିରୋପଣ ? ହେଲେ ଆଗୁଆ କାଢ଼ି ନେଇଥିଲେ ଡାକ୍ତର

ଜଗତସିଂହପୁରର ୬ ବର୍ଷିୟ ପୁଅର କିଡ୍‌ନୀ ଦାନ କରିଥିଲେ ପରିବାର । ୬ ବର୍ଷିୟ ପୁଅ କିଡ୍ନୀରେ ବଞ୍ଚିଗଲା ଘରୋଇ ହସ୍ପିଟାଲ୍ ରୋଗୀଙ୍କ ଜୀବନ ।

Acharya Harihar Cancer Hospital
ଓଟିଭି ପ୍ରଭାବ ! ମେଡିକାଲ କର୍ତ୍ତୃପକ୍ଷଙ୍କ ଚେତା ପଶିଲା, ଏଣିକି ଖରାରେ ସିଝିବେନି ରୋଗୀ କି ସମ୍ପର୍କୀୟ..

ହସ୍ପିଟାଲ୍ ସାମ୍ନାରେ ରୋଗୀଙ୍କ ଦୁର୍ଦ୍ଦଶା ନେଇ ଗଲା ଦୁଇ ଦିନ ଧରି ଲଗାତର ଖବର ପ୍ରସାରଣ ପରେ ଡେରିରେ ହେଲେ ବି ସମ୍ବେଦନହୀନତାର ଟ୍ୟାଗ୍ ହଟେଇ ଆଜି ଯେମିତି ନିଦ ଭାଙ୍ଗିଥିଲା ସମସ୍ତଙ୍କର ।

scb medical
SCB ଓପିଡି ପାଇଁ ଅନଲାଇନ୍‌ ବୁକିଂ

ଏଣିକି SCB ଓପିଡିରେ ଲାଗୁ ହେବ ଅନଲାଇନ୍ ସ୍ଲଟ୍ ବୁକିଂ ବ୍ୟବସ୍ଥା । ଆସନ୍ତା ୯ ତାରିଖରୁ ଏହି ଅନଲାଇନ୍ ବୁକିଂ ବ୍ୟବସ୍ଥା ଆରମ୍ଭ କରାଯିବ ।

Crime
ସିକ୍ୟୁରିଟି ଗାର୍ଡ ଲୁଟୁଥିଲା ବାଇକ, ଧରିଲା ପୋଲିସ

ସୁଯୋଗ ଦେଖି ଚାବି ମେକାନିକକୁ ଡାକି ତାଲା ଭାଙ୍ଗି ଲୁଟ୍ କରୁଥିଲା । ସିକ୍ୟୁରିଟି ଗାର୍ଡ ବେଶରେ ଲୁଟେରା ଜଣକ ବାଇକ ଲୁଟି ଚମ୍ପଟ ମାରୁଥିଲା ।

ECMO
ଆଉ ଜଣେ ଇକମୋ ଚିକିତ୍ସାଧୀନ ରୋଗୀ ମୃତ

SCBରେ ଆଉ ଜଣେ ଇକମୋ ଚିକିତ୍ସାଧୀନ ରୋଗୀଙ୍କ ମୃତ୍ୟୁ। ଇକମୋ ଚିକିତ୍ସା ଆରମ୍ଭ ପରଠୁ ଏହା ଚତୁର୍ଥ ରୋଗୀ ମୃତ୍ୟୁ। ପୂର୍ବରୁ ବଲାଙ୍ଗିର, କେନ୍ଦ୍ରାପଡା,ଭୁବନେଶ୍ୱରରେ ଜଣେ ରୋଗୀଙ୍କର ଇକମୋ ୟୁନିଟରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଛି।

ସୁସ୍ଥ ହେବା ପରେ ମଞ୍ଜୁଳା
ବିଷ ପଞ୍ଝାରୁ ମୁକୁଳିଲା ମଞ୍ଜୁଳା !

ମୋତେ ଡାକ୍ତର ପାଖକୁ ନିଅ ନହେଲେ ମୋତେ ମାରିଦିଅ। ସାପ କାମୁଡାରେ ଜ୍ୱାଳାରେ ଛଟପଟ ହେଉଥିବା ୯ ବର୍ଷର କୁନି ଝିଅ ମଞ୍ଜୁଳାର ଯନ୍ତ୍ରଣା ଭରା କାନ୍ଦଣା ସବୁଆଡେ ବେଶ ଚର୍ଚ୍ଚା ହୋଇଥିଲା। ନବରଙ୍ଗପୁର ଅଞ୍ଚଳର ମଞ୍ଜୁଳାର ଡାହାଣ ପଟ ହାତଟି ସମ୍ପୂର୍ଣ୍ଣ ପଚି ଯାଇଥିବା ଅବସ୍ଥାରେ ଶେଷରେ ବିଳମ୍ବରେ କଟକ ବଡ଼ ମେଡ଼ିକାଲ ଆସିଥିଲା।

Odisha CM Naveen Patnaik
ଏସସିବିରେ କରୋନା ସଂକ୍ରମିତଙ୍କୁ ମିଳିବ ମାଗଣା ଇକମୋ ଚିକିତ୍ସା : ସମସ୍ତ ଖର୍ଚ୍ଚ ବହନ କରିବେ ସରକାର

କଟକ ଏସସିବିରେ ଉଦଘାଟିତ ହୋଇଛି ଇକମୋ ଚିକିତ୍ସା ବ୍ୟବସ୍ଥା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦଘାଟନ କରିଛନ୍ତି ଏବଂ ଇକମୋ ଚିକିତ୍ସା ସମ୍ପୂର୍ଣ୍ଣ ମାଗଣା ହେବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ତୃତୀୟ ଲହର ପାଇଁ ଅଧିକ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିବା ବେଳେ କୋଭିଡ ନିୟମ କଡ଼ାକଡ଼ି ପାଳନ କରିବାକୁ କହିଛନ୍ତି, ତା ସହିତ ନିଜକୁ ଓ ପିଲାଙ୍କୁ ସୁରକ୍ଷିତ ରଖିବାକୁ ସେ ପରାମର୍ଶ ଦେଇଛନ୍ତି । କଟକ SCB ପୂର୍ବ ଭାରତର ଇକ୍‌ମୋ ହବ୍ ।

AIIMS
ଆଉ ପାଦେ ଆଗେଇଲା ଭୁବନେଶ୍ୱର AIIMS, ଆଡଭାନ୍ସଡ ମୋଲିକ୍ୟୁଲାର ଡାଇଗ୍ନୋଷ୍ଟିକ ସେଣ୍ଟର ଆରମ୍ଭ

ଆଉ ପାଦେ ଆଗେଇଲା ଭୁବନେଶ୍ୱର ଏମ୍‌ସ । ଭୁବନେଶ୍ୱର ଏମ୍‌ସରେ ଆରମ୍ଭ ହେଲା ଆଡଭାନ୍ସଡ ମୋଲିକ୍ୟୁଲାର ଡାଇଗ୍ନୋଷ୍ଟିକ ସେଣ୍ଟର ।ଇଣ୍ଡିଆନ କାଉନସିଲ ଅଫ୍ ମେଡିକାଲ୍ ରିସର୍ଚ୍ଚ ବା ICMR ପକ୍ଷରୁ ଏହି କେନ୍ଦ୍ର ଆରମ୍ଭ କରାଯାଇଛି ।

rape victim
ସାଲେପୁର ପୀଡିତାଙ୍କ ଅବସ୍ଥା ସଙ୍କଟାପନ୍ନ 

କଟକ :  ସାଲେପୁର ନାବାଳିକା ଦୁଷ୍କର୍ମର ଶିକାର ହୋଇଥିବା ପୀଡିତାଙ୍କ ଅବସ୍ଥା ସଙ୍କଟାପନ୍ନ। SCB ଜରୁରୀକାଳୀନ ଅଧିକାରୀ ଡାକ୍ତର ଭୁବନାନନ୍ଦ ମହାରଣା ଏହି ସୂଚନା ଦେଇଛନ୍ତି। ୧୩ ଜଣିଆ ଡାକ୍ତରୀ ଦଳ ପୀଡ଼ିତାଙ୍କ ଚିକିତ୍ସା କରୁଛନ୍ତି। ତେବେ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଘଟୁନି ଏବଂ ଅବସ୍ଥା ଅତ୍ୟନ୍ତ ସଂକଟାପନ୍ନ ରହିଛି ବୋଲି ସେ ସୂଚନା ଦେଇଛନ୍ତି। ଗତ ୨୧ ତାରିଖ ରାତିରେ ସାଲେପୁର ଥାନା ଅଞ୍ଚଳରେ ଏକ ସ୍କୁଲ ବାରଣ୍ଡାରୁ ଜଣେ ୬ ବର୍ଷର ବାଳିକାକୁ ଗୁରୁତର ଅବସ୍ଥାରେ ଉଦ୍ଧାର […]