• translate

Tag: Section 144

Sarala Temple
ମା ଶାରଳାଙ୍କ ପୀଠରେ ୧୪୪ ଧାରା

କରୋନା ମହାମାରୀକୁ ଆଖି ଆଗରେ ରଖି ସରକାରଙ୍କ ପକ୍ଷରୁ ମା’ ଶାରଳାଙ୍କ ମନ୍ଦିର ପରିସରରେ ୧୪୪ ଧାରା ଲଗାଯାଇଛି । ପବିତ୍ର ଦଶହରା ଯୋଗୁଁ ଭିଡ ଜମିବା ଆଶଙ୍କାରେ ଏହି ନିୟମ ଲାଗୁ କରାଯାଇଛି ।

Section 144 Imposed In Kendrapara
୩ ପଞ୍ଚାୟତରେ ୨ ମାସ ପାଇଁ ଜାରି ହେଲା ୧୪୪ ଧାରା

ମେଗା ପାନୀୟ ଜଳ ପ୍ରକଳ୍ପ ପାଇଁ ମୁହାଁମୁହିଁ ହୋଇଛନ୍ତି ପ୍ରଶାସନ-ଗ୍ରାମବାସୀ। ଏହି ପ୍ରକଳ୍ପ କାମ ନ କରିବା ପାଇଁ ଅଞ୍ଚଳବାସୀ ଅଡି ବସିଥିବାବେଳେ କାମ ଶେଷ କରିବା ପାଇଁ ଅଣ୍ଟା ଭିଡିଛନ୍ତି ସରକାର। ଏପରିକି କାର୍ଯ୍ୟ  ତ୍ୱରାନ୍ୱିତ ପାଇଁ ଜାରି କରାଯାଇଛି ୧୪୪ ଧାରା ।

bhadrak
ଭଦ୍ରକରୁ ହଟିଲା ୧୪୪ ଧାରା

ଭଦ୍ରକ: ରାମ ନବମୀ ପାଇଁ ଭଦ୍ରକ ସହର ସହ ଆଖପାଖରେ ଲାଗୁ ହୋଇଥିବା ୧୪୪ ଧାରା ସମ୍ପୂର୍ଣ୍ଣ ହଟିଲା।  ଏନେଇ ସୂଚନା ଦେଇଛନ୍ତି ଉପ ଜିଲ୍ଲାପାଳ। ରାମନବମୀରେ ଆଇନ ଶୃଙ୍ଖଳା ପରିସ୍ଥିତି ଆଶଙ୍କା କରି ଗତ ୧୭ ତାରିଖ ସଂଧ୍ୟାରୁ ୧୪୪ ଲାଗୁ କରିଥିଲା ଜିଲ୍ଲା ପ୍ରଶାସନ। ଏଥିସହ ପୋଲିସ ଛାଉଣୀରେ ପରିଣତ ହୋଇଥିଲା ଭଦ୍ରକ ସହର। ଏମିତିକି ୨୪ତାରିଖ ସନ୍ଧ୍ୟାରୁ ୪୮ ଘଣ୍ଟା ପାଇଁ ମଧ୍ୟ ସାରା ସହରରେ ଇଣ୍ଟରନେଟ୍ ସେବାକୁ ବନ୍ଦ କରିଦେଇଥିଲା ପ୍ରଶାସନ। […]