• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Section 144

Singhanatha Temple
ମା’ ଭଟ୍ଟାରିକା ଓ ସିଂହନାଥ ପୀଠରେ ଲାଗିଲା ୧୪୪ ଧାରା

ମନ୍ଦିରରେ ପାଣି ପଶିବାରୁ ମା’ଙ୍କ ବିଗ୍ରହକୁ ରତ୍ନଗିରି ପାହାଡ଼ସ୍ଥିତ ବନ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଇଛି । ସ୍ଥିତିକୁ ନେଇ ମା’ ଭଟ୍ଟାରିକାଙ୍କ ପୀଠରେ ୧୪୪ ଧାରା ଜାରି କରାଯାଇଛି ।

Dhabaleswar Temple
ପ୍ରଶାସନର ନିଷ୍ଠୁର ନିଷ୍ପତ୍ତି! ଶ୍ରଦ୍ଧାଳୁଠୁ ବ୍ୟବସାୟୀ ଯାଏଁ ସମସ୍ତେ ଖପ୍ପା

ପଞ୍ଚୁକରେ ବାବା ଧବଳେଶ୍ୱରଙ୍କୁ ଭର୍ଚୁଆଲରେ ଦର୍ଶନ । ଝୁଲାପୋଲ ପାଖରୁ ଏଲଇଡି ସ୍କ୍ରିନ୍‌ରେ ବାବଙ୍କୁ ଦେଖିବେ ଶ୍ରଦ୍ଧାଳୁ । ଶୁକ୍ରବାରରୁ ପଞ୍ଚୁକ ଯାତ୍ରା, ରବିବାର ବଡ଼ ଓଷା । ଏହା ପୂର୍ବରୁ ବାବା ଧବଳେଶ୍ୱରଙ୍କ ପୀଠରେ ଜାରି ହୋଇଛି ୧୪୪ ଧାରା ।

Dhabaleswar Bridge
ଧବଳେଶ୍ୱରକୁ ବାଧକ ସାଜିଲା ଝୁଲା ପୋଲ

ପଞ୍ଚୁକ ଓ ବଡ଼ଓଷାରେ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିପାରିବେନି ଭକ୍ତ । ଝୁଲା ପୋଲ ଅସୁରକ୍ଷିତ ଥିବା ଦର୍ଶାଇ ଏହାକୁ ସାମୟିକ ବନ୍ଦ କରିଦେଇଛି ପ୍ରଶାସନ । ସେହିପରି ପୀଠ ପରିସରରେ ୧୪୪ ଧାରା ଜାରି ହୋଇଛି ।

144 imposed at singhanath and bhattarika temple
ସିଂହନାଥ ପୀଠ ଏବଂ ମା’ ଭଟ୍ଟାରିକା ମନ୍ଦିରରେ ୧୪୪ ଧାରା

ଓମିକ୍ରନ୍‌ର ଦ୍ରୁତ ସଂକ୍ରମଣ ବୃଦ୍ଧି ଆଶଙ୍କାକୁ ଦୃଷ୍ଟିରେ ରଖି ବଡମ୍ବାର ପ୍ରସିଦ୍ଧ ଶୈବପୀଠ ସିଂହନାଥ ପୀଠ ଏବଂ ମା’ ଭଟ୍ଟାରିକା ମନ୍ଦିରରେ ଜାନୁୟାରୀ ୨ ତାରିଖ ପର୍ଯ୍ୟନ୍ତ ୧୪୪ ଧାରା ଜାରି କରାଯାଇଛି।

Omicron Scare - Section 144 Enforced In Mumbai
ଓମିକ୍ରନ ପାଇଁ ମୁମ୍ବାଇରେ ୧୪୪ ଧାରା ଜାରି

ଓମିକ୍ରନ ପାଇଁ ମୁମ୍ବାଇରେ ୧୪୪ ଧାରା ଜାରି । ୨ ଦିନ ରାଲି, ଶୋଭାଯାତ୍ରା ସଂପୂର୍ଣ୍ଣ ବନ୍ଦ ।

Dhabaleswar
ପଞ୍ଚକରେ ଧବଳେଶ୍ୱର ବନ୍ଦ : ୧୨ ରୁ ୧୯ ପର୍ଯ୍ୟନ୍ତ ଲାଗିବ ୧୪୪ ଧାରା

କାର୍ତ୍ତିକ ମାସର ପଂଚୁକରେ ବାବା ଧବଳେଶ୍ୱରଙ୍କ ଦର୍ଶନ କରିପାରିବେ ନାହିଁ ଭକ୍ତ, ୧୨ ରୁ ୧୭ ପର୍ଯ୍ୟନ୍ତ ଲାଗିବ ୧୪୪ ଧାରା

Sarala Temple
ମା ଶାରଳାଙ୍କ ପୀଠରେ ୧୪୪ ଧାରା

କରୋନା ମହାମାରୀକୁ ଆଖି ଆଗରେ ରଖି ସରକାରଙ୍କ ପକ୍ଷରୁ ମା’ ଶାରଳାଙ୍କ ମନ୍ଦିର ପରିସରରେ ୧୪୪ ଧାରା ଲଗାଯାଇଛି । ପବିତ୍ର ଦଶହରା ଯୋଗୁଁ ଭିଡ ଜମିବା ଆଶଙ୍କାରେ ଏହି ନିୟମ ଲାଗୁ କରାଯାଇଛି ।

Section 144 Imposed In Kendrapara
୩ ପଞ୍ଚାୟତରେ ୨ ମାସ ପାଇଁ ଜାରି ହେଲା ୧୪୪ ଧାରା

ମେଗା ପାନୀୟ ଜଳ ପ୍ରକଳ୍ପ ପାଇଁ ମୁହାଁମୁହିଁ ହୋଇଛନ୍ତି ପ୍ରଶାସନ-ଗ୍ରାମବାସୀ। ଏହି ପ୍ରକଳ୍ପ କାମ ନ କରିବା ପାଇଁ ଅଞ୍ଚଳବାସୀ ଅଡି ବସିଥିବାବେଳେ କାମ ଶେଷ କରିବା ପାଇଁ ଅଣ୍ଟା ଭିଡିଛନ୍ତି ସରକାର। ଏପରିକି କାର୍ଯ୍ୟ  ତ୍ୱରାନ୍ୱିତ ପାଇଁ ଜାରି କରାଯାଇଛି ୧୪୪ ଧାରା ।

bhadrak
ଭଦ୍ରକରୁ ହଟିଲା ୧୪୪ ଧାରା

ଭଦ୍ରକ: ରାମ ନବମୀ ପାଇଁ ଭଦ୍ରକ ସହର ସହ ଆଖପାଖରେ ଲାଗୁ ହୋଇଥିବା ୧୪୪ ଧାରା ସମ୍ପୂର୍ଣ୍ଣ ହଟିଲା।  ଏନେଇ ସୂଚନା ଦେଇଛନ୍ତି ଉପ ଜିଲ୍ଲାପାଳ। ରାମନବମୀରେ ଆଇନ ଶୃଙ୍ଖଳା ପରିସ୍ଥିତି ଆଶଙ୍କା କରି ଗତ ୧୭ ତାରିଖ ସଂଧ୍ୟାରୁ ୧୪୪ ଲାଗୁ କରିଥିଲା ଜିଲ୍ଲା ପ୍ରଶାସନ। ଏଥିସହ ପୋଲିସ ଛାଉଣୀରେ ପରିଣତ ହୋଇଥିଲା ଭଦ୍ରକ ସହର। ଏମିତିକି ୨୪ତାରିଖ ସନ୍ଧ୍ୟାରୁ ୪୮ ଘଣ୍ଟା ପାଇଁ ମଧ୍ୟ ସାରା ସହରରେ ଇଣ୍ଟରନେଟ୍ ସେବାକୁ ବନ୍ଦ କରିଦେଇଥିଲା ପ୍ରଶାସନ। […]