• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Shashi Tharoor

Shashi Tharoor
ଶଶୀ ଥରୁରଙ୍କ ଟ୍ୱିଟକୁ ନେଇ ଚର୍ଚ୍ଚା ! କିଛି ଲଢ଼େଇ କେବଳ . . . .

ଅଣଗାନ୍ଧି ପରିବାରର ସଦସ୍ୟ ଆଗାମୀ ଦିନରେ ନୂଆ ସଭାପତି ହେବାକୁ ଯାଉଥିବା ବେଳେ ଥରୁରଙ୍କ ଟ୍ୱିଟ୍ ପରୋକ୍ଷରେ ସଭାପତି ପଦବୀକୁ ନେଇ ଉଠାଇଛି ପ୍ରଶ୍ନ

sashi tharoor
କଂଗ୍ରେସ ସଭାପତି ନିର୍ବାଚନ ପୂର୍ବରୁ ଶଶି ଥରୁର ଆଣିଲେ ଏମିତି ଅଭିଯୋଗ

କଂଗ୍ରେସ ସଭାପତି ପାଇଁ ନିର୍ବାଚନ ଲଢ଼ୁଥିବା ଭେଟେରାନ୍ ଶଶି ଥରୁରଙ୍କୁ ବିଭିନ୍ନ ପିସିସିରୁ ମିଳୁନି ସମର୍ଥନ। ଏନେଇ ଖୋଲାଖୋଲି ନିଜେ କହିଛନ୍ତି ଖୋଦ୍ ଶଶି। ବିଭିନ୍ନ ରାଜ୍ୟର ପ୍ରଦେଶ କଂଗ୍ରେସ କମିଟି ମଲ୍ଲିକାର୍ଜୁନ ଖାଡଗେଙ୍କୁ ନିମନ୍ତ୍ରଣ କରୁଛନ୍ତି। 

No Gandhi family member should be next Congress chief says Rahul Gandhi
‘ଗାନ୍ଧି ପରିବାରର କୌଣସି ସଦସ୍ୟ ପରବର୍ତ୍ତୀ କଂଗ୍ରେସ ଅଧ୍ୟକ୍ଷ ହେବେନି’

ରାହୁଲ ଓ ସୋନିଆ ଗାନ୍ଧି କଂଗ୍ରେସ ସଭାପତି ନିର୍ବାଚନ ଲଢ଼ିବାକୁ ମନା କରିବା ପରେ ଏବେ ନିର୍ବାଚନ ଲଢ଼ିବାକୁ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ୍ ରାଜି ହୋଇଛନ୍ତି। ସେ କଂଗ୍ରେସର ସଭାପତି ନିର୍ବାଚନ ଲଢ଼ିବେ।

congress
କଂଗ୍ରେସ ମଙ୍ଗୁଆଳକୁ ନେଇ ହେବକି ଗୋଷ୍ଠୀ ଯୁଦ୍ଧ

ଅଶୋକ ଗେହେଲଟ୍ ବନାମ ଶଶି ଥରୁର୍ । କଂଗ୍ରେସ ମଙ୍ଗୁଆଳକୁ ନେଇ ବିବାଦ ଆରମ୍ଭ ହେବାକୁ ଲାଗିଲାଣି । ଏବେ ହେବକି ଗୋଷ୍ଠୀ ଯୁଦ୍ଧ

congress
ଡବଲ ଗେମ୍ ଖେଳୁନାହିଁ ତ ଗାନ୍ଧି ପରିବାର ?

ରାହୁଲ ସଭାପତି ପଦ ଲାଗି ଆଦୌ ଉଚ୍ଛୁକ ନଥିବା ତାଙ୍କ ନିକଟ ମହଲରୁ ସୂଚନା ମିଳିଛି ।

Congress Prez poll
କିଏ ହେବେ କଂଗ୍ରେସର ପରବର୍ତ୍ତୀ ଅଧ୍ୟକ୍ଷ ?

ନିକଟରେ ନୂଆଦିଲ୍ଲୀରେ ସୋନିଆ ଗାନ୍ଧିଙ୍କୁ ବରିଷ୍ଠ ନେତା ଶଶି ଥରୁର୍‌ ଭେଟି ଥିଲେ। କଂଗ୍ରେସର ଅଧ୍ୟକ୍ଷ ରେସ୍‌ରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ ନାଁକୁ ନେଇ ବି ଜୋରଦାର ଚର୍ଚ୍ଚା ହେଉଛି।

Congress President Election
କଂଗ୍ରେସ ଅଧ୍ୟକ୍ଷ ଦୌଡ଼ରେ ଥରୁର, ଗେହଲଟ; କିଏ ଧରିବ ମଙ୍ଗ ?

​ କିଏ ହେବ କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ? କାହା ମୁଣ୍ଡରେ ବନ୍ଧାହେବ ଶିରପା ? ଅକ୍ଟୋବରରେ କଂଗ୍ରେସ ପାଇବା ତାର ନୂଆ ମୁଖିଆ। ଏଥର କଂଗ୍ରେସର ମଙ୍ଗ ଗାନ୍ଧି ପରିବାରର ସଦସ୍ୟ ଧରିବେ ନା ବାହାରର କାହା ହାତକୁ ଯିବ ? ଏ ନେଇ କଳ୍ପନାଜଳ୍ପନାର ଅନ୍ତ ନାହିଁ। ରାଜନୈତିକ ସ୍ଥିତି ବି ଗୋଳିଆ ଦିଶୁଛି।

Shashi Tharoor
ରାହୁଲ ଗାନ୍ଧୀଙ୍କୁ ଚ୍ୟାଲେଞ୍ଜ କରିବେ କି ଶଶୀ ଥରୁର ? ଅକ୍ଟୋବର ୧୭ରେ କଂଗ୍ରେସ ସଭାପତି ନିର୍ବାଚନ

ବରିଷ୍ଠ କଂଗ୍ରେସ ନେତା ଶଶୀ ଥରୁର କଂଗ୍ରେସ ସଭାପତି ନିର୍ବାଚନରେ ସାମିଲ ହୋଇପାରନ୍ତି ।

Kashmir Files
ସିଙ୍ଗାପୁରରେ କାଶ୍ମୀର ଫାଇଳ୍ସ ବ୍ୟାନ୍‌ ! ଅଗ୍ନିହୋତ୍ରୀଙ୍କୁ ଥରୁରଙ୍କ ଜବାବ, କହିଲେ ଦିବଂଗତ ପତ୍ନୀଙ୍କୁ ଯୋଡ଼ ନାହିଁ

ଫିଲ୍ମ ସହ ଜଡ଼ିତ ଏକ ମିଡିଆ ରିପୋର୍ଟକୁ ଆଧାର କରି ଶଶି ଥରୁର କହିଥିଲେ ଯେ, ଫିଲ୍ମକୁ ସିଙ୍ଗାପୁରରେ ବ୍ୟାନ୍‌ କରାଯାଇଛି।

Shashi Tharoor
ଶଶୀ ବଦନାମ ହୁଇ ସୁପ୍ରିୟା କେ ଲିୟେ !! ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି ଶଶୀଙ୍କ ଏହି ଭିଡ଼ିଓ...

ସ୍ପିକର ଗୃହରେ ଉପସ୍ଥିତ ଅଛନ୍ତି, ବରିଷ୍ଠ ସଦସ୍ୟ ଗୃହରେ ଉତ୍ତର ରଖୁଛନ୍ତି। ହେଲେ ଥରୁର ଗପିବାରେ ଏତେ ମଜିଯାଇଛନ୍ତି ଯେ, ନିଜ ସିଟ୍‌ରୁ ଉଠିଆସି ଗପିବାରେ ବ୍ୟସ୍ତ ଅଛନ୍ତି। ଆଉ ଏହି ସମୟର ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି।

Shashi Tharoor at Parliament
ଗୀତ ଗାଇ ଚର୍ଚ୍ଚାରେ କଂଗ୍ରେସ ନେତା ଶଶୀ ଥରୁର

ରାଜନୀତିରେ ସବୁବେଳେ ଚର୍ଚ୍ଚାରେ ଥାଆନ୍ତି କଂଗ୍ରେସ ନେତା ଶଶୀ ଥରୁର୍‌। କେତେବେଳେ କେନ୍ଦ୍ର ସରକାରଙ୍କୁ ପ୍ରଶଂସା କରନ୍ତି ତ ଆଉ କେତେବେଳେ ସମାଲୋଚନା। ନିଜର ରାଜନୈତିକ ଗୋଟି ଚାଳନା ପାଇଁ ସବୁବେଳେ କିନ୍ତୁ ଗଣମାଧ୍ୟମରେ ଚର୍ଚ୍ଚାରେ ରହନ୍ତି ଶଶୀ। ତେବେ ଏବେ ଶଶୀ ରାଜନୈତିକ ଆଲୋଚନା କି ସମାଲୋଚନା ପାଇଁ ନୁହେଁ ମଧ୍ୟ ନିଜର ଗୀତ ପାଇଁ ବେଶ୍‌ ଚର୍ଚ୍ଚିତ ହୋଇ ପଡ଼ିଛନ୍ତି।

Sunanda Pushkar Death Case
ସୁନନ୍ଦା ପୁଷ୍କର ମୃତ୍ୟୁ ମାମଲାରେ ଶଶି ଥରୁରଙ୍କୁ ଆଶ୍ୱସ୍ତି : କଂଗ୍ରେସ ନେତାଙ୍କୁ ନିର୍ଦ୍ଦୋଶରେ ଖଲାସ କଲେ କୋର୍ଟ

ସୁନନ୍ଦା ପୁଷ୍କର ମୃତ୍ୟୁ ମାମଲାରେ କଂଗ୍ରେସ ନେତା ଶଶି ଥରୁରଙ୍କୁ ଦିଲ୍ଲୀ କୋର୍ଟରୁ ଆଶ୍ୱସ୍ତି । ଦିଲ୍ଲୀର ରାଉସ୍ ଏଭେନ୍ୟୁ କୋର୍ଟ ସୁଦନ୍ଦା ପୁଷ୍କର ମୃତ୍ୟୁ ମାମଲାରେ ଶଶି ଥରୁରଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି । କୋର୍ଟରୁ ଆଶ୍ୱସ୍ତି ମିଳିବା ପରେ ଶଶି ଥରୁର ଧନ୍ୟବାଦ ଜଣାଇବା ସହ କହିଛନ୍ତି 7.5 ବର୍ଷ ଧରି ଏହି ନିର୍ଯାତନା ତଥା ଯନ୍ତ୍ରଣା ଭୋଗୁଥିଲି । ଆଜି ନ୍ୟାୟ ମିଳିଛି ।

Shashi Tharoor at Parliament
ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ କଂଗ୍ରେସ ନେତା ଶଶୀ ଥରୁର, ହେଲେ କାହିଁକି?

ଟ୍ୱିଟ୍‌ କରି ଶଶୀ ଥରୁର ଲେଖିଛନ୍ତି, ମୁଁ ସବୁବେଳେ ସରକାରଙ୍କ ପ୍ରଶଂସା କରେ ଯେତେବେଳେ ବା ଯେଉଁ ସମୟରେ ସେ ପ୍ରଶଂସା ପାଇବାର ଯୋଗ୍ୟ। କୋୱିନ୍‌କୁ ଅନେକ ସମାଲୋଚନା କରୁଛନ୍ତି କିନ୍ତୁ ଏହା ଦ୍ୱାରା କିଛି ତ ଭଲ ନିଶ୍ଚିତ ହୋଇଛି। 90131 51515 ନମ୍ବରରେ ମେସେଜ୍‌ କରିବା ପରେ ହ୍ୱାଟ୍ସଆପ୍‌ରେ ହିଁ ସାର୍ଟିଫିକେଟ୍‌ ମିଳିବ। ଏହା କରିବା ଦ୍ୱାରା ଲୋକମାନେ ଅତି ସରଳ ଭାବରେ ଭ୍ୟାକ୍ସିନେସନ୍‌ର ସାର୍ଟିଫିକେଟ୍‌ ପାଇଯିବେ ବୋଲି ଶଶୀଥରୁର କହିଛନ୍ତି। ଜାନୁଆରୀରୁ ଆରମ୍ଭ ହୋଇଥିବା ଟିକାକରଣ ପ୍ରକ୍ରିୟାରେ କୋୱିନ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଛି। ଏହି ପ୍ଲାର୍ଟଫର୍ମ ପାଇଁ ଭ୍ୟାକ୍ସିନେସନ୍‌ ପ୍ରକ୍ରିୟା ଅତି ସହଜ ହୋଇଥିବା ନେଇ ଶ୍ରୀଥରୁର କହିଛନ୍ତି