ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ କରୋନା Jul 25, 2020 ଭୋପାଳ: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ପଜିଟିଭ ନେଇ ଟ୍ୱିଟ୍ କରି ନିଜେ ଶିବରାଜ ଏହା ଜଣାଇଛନ୍ତି।…