• translate

Tag: Shree Mandir

ShreeMandir
ତରଙ୍ଗରେ ଆଜିଠାରୁ ପ୍ରସାରିତ ହେବ ବହୁ ପ୍ରତିକ୍ଷିତ ଧାରାବାହିକ ଶ୍ରୀମନ୍ଦିର

ତରଙ୍ଗରେ ଆଜିଠାରୁ ପ୍ରସାରିତ ହେବାକୁ ଯାଉଛି ବହୁ ପ୍ରତିକ୍ଷିତ ଧାରାବାହିକ ଶ୍ରୀମନ୍ଦିର । ଶ୍ରୀମନ୍ଦିର ସାକ୍ଷୀ ଥିବା କିଛି ତ୍ୟାଗ ଓ ଗୌରବମୟ କାହାଣୀକୁ ନେଇ ତରଙ୍ଗ ଟିଭି ପ୍ରସ୍ତୁତ କରିଛି ଏହି ନୂଆ ଧାରାବାହିକ ଶ୍ରୀମନ୍ଦିର ।

Jagannath Temple
ମହାପ୍ରଭୁଙ୍କ ପାଇଁ ସମର୍ପିତ ହେଲା 'ଶ୍ରୀମନ୍ଦିର'

ଆସନ୍ତା ୩୦ ତାରିଖ ସୋମବାରଠାରୁ ତରଙ୍ଗରେ ପ୍ରସାରଣ ହେବ ଧାରାବାହିକ ଶ୍ରୀମନ୍ଦିର। ଶ୍ରୀମନ୍ଦିର ଧାରାବାହିକ ସମ୍ପର୍କରେ ବିସ୍ତୁତ ଭାବେ ଜଗଦଗୁରୁଙ୍କ ସହ ଆଲୋଚନା କରିଥିଲେ। ଏହି ସମୟରେ ପୂର୍ବରୁ ପ୍ରସାରିତ ଶ୍ରୀଜଗନ୍ନାଥ ଧାରାବାହିକ ସମ୍ପର୍କରେ ବି ବିସ୍ତୁତ ଆଲୋଚନା କରିଥିଲେ।

reopening of Puri Jagannath temple
ଶ୍ରୀମନ୍ଦିର ପରିଚାଳନା କମିଟିର ପୁନର୍ଗଠନ, ୧୦ ସଦସ୍ୟଙ୍କୁ ମନୋନୀତ କଲେ ସରକାର

ପୁନର୍ଗଠନ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି । ୧୦ ଜଣ ସଦସ୍ୟଙ୍କୁ ମନୋନୀତ କରିଛନ୍ତି ରାଜ୍ୟ ସରକାର । ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ର ହେଲେ ସଦସ୍ୟ । ମୁକ୍ତିମଣ୍ଡପକୁ ପ୍ରତିନିଧତ୍ତ୍ୱ କରିବେ ଅଶୋକ ମହାପାତ୍ର ।

vlcsnap-error940
ସ୍ନାନ ପୂର୍ଣମୀରେ ଶ୍ରୀମନ୍ଦିର ଉପରେ ଉଡ଼ିଲା ହେଲିକପ୍ଟର

ପୁରୀ: ସ୍ନାନବେଦୀରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ସ୍ନାନ ନୀତି ଚାଲିଥିବା ବେଳେ ଶ୍ରୀମନ୍ଦିର ବଳୟ ଉପରେ ଏକ ହେଲିକପ୍ଟର ଉଡ଼ିବା ଦେଖିବାକୁ ମିଳିଥିଲା । ଶ୍ରୀମନ୍ଦିର ଅଞ୍ଚଳ ନୋ ଫ୍ଲାଇଂ ଜୋନ୍ ହୋଇଥିବା ବେଳେ ହେଲିକପ୍ଟର ଉଡ଼ିବା ନେଇ ଆଶଙ୍କା ପ୍ରକାଶ ପାଇଥିଲା…