• translate

Tag: Sonam Kapoor Anand Ahuja Wedding

sonam
ଆଜି ବିବାହ କରିବେ ସୋନମ୍ କପୁର୍

ବଲିଉଡ ଅଭିନେତ୍ରୀ ସୋନମ୍ କପୁରଙ୍କ ଆଜି ବାହାଘର। ବୟଫ୍ରେଣ୍ଡ ତଥା ବ୍ୟବସାୟୀ ଆନନ୍ଦ ଅହୁଜାଙ୍କ ସାତ ଜନ୍ମର ସାଥୀ ବନିବେ ସୋନମ୍। ଏନେଇ ପୁରା କପୁର୍ ଫ୍ୟାମିଲି ଚଳ ଚଞ୍ଚଳ ହୋଇ ଉଠିଛି। ସୋନମ୍‌ଙ୍କ ପରିବାର ପକ୍ଷରୁ ଏନେଇ ସ୍ୱତନ୍ତ୍ର ଆୟୋଜନ ହୋଇଛି। ବିବାହ ପୂର୍ବରୁ ମେହେନ୍ଦୀ ଏବଂ ସଙ୍ଗୀତ ସରିଛି। ସୋନମ୍‌ଙ୍କ ମୁମ୍ବାଇ ବାସଭବନରେ ଗତ ଦୁଇ ଦିନ ଧରି ସମ୍ପକୀୟ ଏବଂ ବଲିଉଡ ଷ୍ଟାରଙ୍କ ଭିଡ ଜମିଲାଣି। ମିଳିଥିବା ସୂଚନା ମୁତାବକ ପାରମ୍ପରିକ ଶିଖ୍ […]