• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Sourav Ganguly

Sourav Ganguly's
ବଢିଲା ସୌରଭ ଗାଙ୍ଗୁଲିଙ୍କ ସୁରକ୍ଷା...ଏଣିକି Y ବଦଳରେ ମିଳିବ Z କାଟାଗୋରୀ ସୁରକ୍ଷା

ହଠାତ୍‌ ସୌରଭଙ୍କ ସୁରକ୍ଷା ବଢାଯାଇଥିବାରୁ ତାହାକୁ ନେଇ ଚର୍ଚ୍ଚା ଚାଲିଛି । ମଙ୍ଗଳବାର ପଶ୍ଚିମ ବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାର ଗାଙ୍ଗୁଲିଙ୍କ ସୁରକ୍ଷା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି । ପୂର୍ବରୁ ତାଙ୍କୁ ଯେଉଁ ପ୍ରକାର ସୁରକ୍ଷା ମିଳୁଥିଲା ତାହାର ଅବଧି ଶେଷ ହୋଇଥିଲା

Sourav Ganguly & Virat Kohli
କାହିଁକି ଓ କେବେଠୁ କୋହଲି-ଗାଙ୍ଗୁଲି ସଂପର୍କରେ ଫାଟ ? ଜାଣନ୍ତୁ..

ଚର୍ଚ୍ଚାରେ ସୌରଭ ଗାଙ୍ଗୁଲି ଓ ବିରାଟ କୋହଲି ବିବାଦ । ପରସ୍ପରକୁ ଆଡ଼ ଆଖିରେ ଚାହୁଁନାହାନ୍ତି ଦୁଇ ପୂର୍ବତନ କ୍ୟାପଟେନ୍ । ସୋସିଆଲ ମିଡିଆରେ ବି ସ୍ପଷ୍ଟ ହୋଇଗଲା- ଚରମ ସ୍ଥିତିରେ ତିକ୍ତତା ।

Ranbir kapoor play sourav ganguly in his biopic
ପରଦାରେ ଆସିବ ଗାଙ୍ଗୁଲିଙ୍କ ଜୀବନୀ; ସୌରଭ ହେବେ ରଣବୀର !

ସୌରଭ ଗାଙ୍ଗୁଲିଙ୍କ ଜୀବନୀକୁ ବଡ଼ ପରଦାରେ ଦେଖାଯିବ। ସୌରଭ ଗାଙ୍ଗୁଲିଙ୍କ ବାୟୋପିକ୍ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। କିଏ ହେବେ ସୌରଭ ଆସନ୍ତୁ ଜାଣିବା…

Rasagola from Odisha’
ରସଗୋଲା କୋଲକାତାର ନୁହେଁ, ରସଗୋଲା ଓଡ଼ିଶାର: ସୌରଭ ଗାଙ୍ଗୁଲି

ରସଗୋଲା କୋଲକାତାର ନୁହେଁ ବୋଲି ଦାଦା ରୋକ୍‌ଠୋକ୍‌ କହିଦେଇଛନ୍ତି।

Sourav Ganguly
ବାରବାଟୀ ମ୍ୟାଚ୍‌ ପାଇଁ ଓଡ଼ିଶା ଆସିବେ ସୌରଭ ଗାଙ୍ଗୁଲି

୧୨ରେ ବାରବାଟୀରେ ଭାରତ-ଦ.ଆଫ୍ରିକା ୨ୟ ଟି-ଟ୍ୱେଣ୍ଟି ମ୍ୟାଚ୍ ଖେଳାଯିବ ।

Sourav Ganguly
ଗୁଜବକୁ ଖଣ୍ତନ କଲେ ଦାଦା, କହିଲେ ନୂଆ ଚାପ୍ଟର ମାନେ..

'ମୁଁ ଇସ୍ତଫା ଦେଇନି', ବୋଲି କହିଛନ୍ତି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି । ଏବେ ନୂଆ କିଛି ପ୍ଲାନ କରୁଛି, ଭାବୁଛି ଅନେକ ଲୋକଙ୍କୁ ସାହାଯ୍ୟ କରିବି ।

Saurav Ganguly
ବିସିସିଆଇ ସଭାପତି ପଦରୁ ସୌରଭ ଗାଙ୍ଗୁଲିଙ୍କ ଇସ୍ତଫା !

ପରବର୍ତ୍ତୀ ଯୋଜନା ନେଇ ନିଜ ଟୁଇଟ୍‌ରେ ଗାଙ୍ଗୁଲି ସ୍ପଷ୍ଟ କରିଛନ୍ତି।

Amit Shah
ସୌରଭ ଗାଙ୍ଗୁଲିଙ୍କ ଘରେ ଶାହା, ଖାଇଲେ ଭାତ-ରୁଟି-ବାଇଗଣ ଭଜା-ଡାଲ ମଖନି

ସୌରଭ ଗାଙ୍ଗୁଲିଙ୍କ ଘରେ ଆତିଥ୍ୟ ସମୟରେ ତାଙ୍କ ସହ ଡାଇନିଂ ସେୟାର କରିଛନ୍ତି ଅମିତ ଶାହା । ଗାଙ୍ଗୁଲିଙ୍କ ଘରେ ନିରାମିଷ ଭୋଜନ ପ୍ରସ୍ତୁତ ହୋଇଥିଲା ।

virat kohli and sourav ganguly
ବିରାଟଙ୍କ କ୍ୟାପ୍ଟେନ୍‌ସିପର ପ୍ରଶଂସା କଲେ ଦାଦା

ବିରାଟଙ୍କ ଟେଷ୍ଟ କ୍ରିକେଟରୁ କ୍ୟାପ୍ଟେନସଇପ୍ ଛାଡିବା ପରେ ନିରାଶ ହୋଇପଡିଛନ୍ତି ଉଭୟ ଫ୍ୟାନ୍ସ ଓ ଭାରତୀୟ ଖେଳାଳି। ସୋସିଆଲ ମିଡିଆରେ ବିରାଟଙ୍କ କ୍ୟାପ୍ଟେନସିପ୍ ଛାଡିବା ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ବିସିସିଆଇ ମୁଖ୍ୟ ତଥା ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲି ପ୍ରତିକ୍ରିୟା ରଖିଛନ୍ତି।

ganguly
ଡେଲଟା ଭାରିଆଣ୍ଟରେ ସଂକ୍ରମିତ ସୌରଭ ଗାଙ୍ଗୁଲି, ନେଗେଟିଭ୍‌ ଆସିଲା ଓମିକ୍ରନ୍ ରିପୋର୍ଟ

ଗାଙ୍ଗୁଲିଙ୍କ ଓମିକ୍ରନ ରିପୋର୍ଟ ନେଗଟିଭ ଆସିଛି । ତାଙ୍କୁ ବର୍ତ୍ତମା ଡାକ୍ତରଙ୍କ ତତ୍ତ୍ୱାବଧାନରେ କ୍ୱାରେଣ୍ଟିନ୍‌ରେ ରଖାଯାଇଛି ।

Sourav Ganguly
ସୌରଭ ଗାଙ୍ଗୁଲି କରୋନା ପଜିଟିଭ୍‌ ! ହସ୍ପିଟାଲରେ ଭର୍ତ୍ତି ହେଲେ ଦାଦା

କରୋନାରେ ସଂକ୍ରମିତ ହେଲେ ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି । ଏବେ ତାଙ୍କୁ କୋଲକାତାର ବୁଡଲେଣ୍ଡ୍ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

Sourav Ganguly
IPL 2022ର ଆୟୋଜନକୁ ନେଇ ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କ ବଡ଼ ସୂଚନା

କରୋନା କାରଣରୁ, ଆଇପିଏଲ୍ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ୟୁଏଇରେ ଆୟୋଜନ କରାଯାଇଥିଲା । କିନ୍ତୁ ଆଇପିଏଲ୍ ୨୦୨୨ ଭାରତରେ ହିଁ ଆୟୋଜନ କରାଯିବ । ଏନେଇ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ସୂଚନା ଦେଇଛନ୍ତି ।

Sourav Ganguly
ପରଦାରେ ଆସିବ ଦାଦାଙ୍କ କାହାଣୀ

୯୦ ଦଶକରୁ ବର୍ତ୍ତମାନ ଓ ଭାରତୀୟ କ୍ରିକେଟ୍ ବୋର୍ଡର ସଭାପତି ହେବା ପର୍ଯ୍ୟନ୍ତ ସୌରଭ ଗାଙ୍ଗୁଲି ସବୁବେଳେ ଚର୍ଚ୍ଚାରେ। ତାଙ୍କର ଆକ୍ରମଣାତ୍ମକ ବ୍ୟାଟିଂ ଓ ଚମତ୍କାର କ୍ୟାପ୍ଟେନସିପ୍ ଅନ୍ଦାଜ ପାଇଁ ସେ ବେଶ ଲୋକପ୍ରିୟ ହୋଇଥିଲେ। ଅନ୍ୟ ବାୟୋପିକ ଫିଲ୍ମ ଭଳି ଏହା ମଧ୍ୟ ରୋମାଞ୍ଚକର ହେବ ବୋଲି ସିନେମା ସମୀ‍କ୍ଷକ ଅନୁମାନ କରୁଛନ୍ତି।

ganguly
'ପ୍ରିନ୍ସ ଅଫ୍ କୋଲକାତା' @୪୮

ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆର ପୂର୍ବତନ କ୍ୟାପଟେନ୍ ଏବଂ ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ଆଜି ୪୮ ବର୍ଷରେ ପାଦ ଥାପିଛନ୍ତି। ‘ପ୍ରିନ୍ସ ଅଫ୍ କୋଲକାତା’ ଓ ‘ରୟାଲ୍ ବେଙ୍ଗଲ୍ ଟାଇଗର୍’ ନାମରେ ପରିଚିତ ଗାଙ୍ଗୁଲି ନିଜର ଅନ୍ତର୍ଜାତୀୟ କ୍ରିକେଟ୍ କ୍ୟାରିୟରରେ ଅନେକ ମାଇଲଖୁଣ୍ଟ ଅର୍ଜନ କରିଛନ୍ତି। ଗାଙ୍ଗୁଲିଙ୍କ କ୍ୟାପଟେନ୍ସି ଓ ବ୍ୟାଟିଂ ଷ୍ଟାଇଲକୁ ଆଜି ବି ମନେ ପକାଯାଏ। ଭାରତୀୟ କ୍ରିକେଟକୁ ନୂଆ ପରିଚୟ ଦେବାରେ ଗାଙ୍ଗୁଲିଙ୍କର ପ୍ରମୁଖ ଯୋଗଦାନ ରହିଛି। ଗାଙ୍ଗୁଲି ଭାରତ ପକ୍ଷରୁ ୧୧୩ […]

sourav ganguly
IPL 2021: କାର୍ଯ୍ୟସୂଚୀରେ ହୋଇପାରେ ବଡ଼ ପରିବର୍ତ୍ତନ, ଗୋଟିଏ ଜାଗାରେ ଖେଳା ଯାଇପାରେ ନକଆଉଟ୍ ମ୍ୟାଚ୍

ନୂଆଦିଲ୍ଲୀ: କରୋନା ଭାଇରସ୍ କାରଣରୁ ୨୯ ମ୍ୟାଚ୍ ପରେ ସ୍ଥଗିତ ରଖାଯାଇଥିବା ଆଇପିଏଲ୍ ୨୦୨୧ର ଅବଶିଷ୍ଟ ମ୍ୟାଚ ଏବେ ୟୁଏଇରେ ଖେଳାଯିବ । ସେପ୍ଟେମ୍ବର-ଅକ୍ଟୋବରରେ ଅବଶିଷ୍ଟ ୩୧ଟି ଯାକ ମ୍ୟାଚ୍ ବିସିସିଆଇ ୟୁଏଇରେ ଆୟୋଜନ କରିବାକୁ ଯାଉଛି । ତେବେ ନିର୍ଦ୍ଧିଷ୍ଟ…