ଶ୍ରୀମନ୍ଦିରରେ ଭିତରକାଠ ନିକଟରୁ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ । ମହାରାଣୀ ଲୀଳାବତୀ ପାଟମହାଦେଇ, ରାଜକୁମାରୀ କୁମାରମଣିଙ୍କ ସହ ସପରିବାର ଦର୍ଶନ କରିଛନ୍ତି ଗଜପତି । ଏହାସହ ନାଟମଣ୍ଡପର କାର୍ଯ୍ୟକୁ ଅନୁଧ୍ୟାନ ମଧ୍ୟ କରିଛନ୍ତି ।
ଅର୍ପଣ ରଥ ବୁଲାଇ ମହାପ୍ରଭୁ ଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ଗୁଆ, ଚାଉଳ ଦେବାକୁ ଅନୁରୋଧ କରିଥିଲେ ସରକାର। ଯାହାକୁ ସରକାରଙ୍କ ପ୍ରଚାର ଯାତ୍ରା କହିଥିଲେ ଗଜପତି ମହାରାଜ ।
ଶ୍ରୀକ୍ଷେତ୍ର ପରେ ପରେ ସମ୍ବଲପୁର। ପୁରୀରେ ଶ୍ରୀଜଗନ୍ନାଥ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ସରୁ ସରୁ ମାଆ ସମଲେଇ ମନ୍ଦିର ପ୍ରକଳ୍ପ ଉଦଘାଟନ ପାଇଁ ସରକାରଙ୍କ ସଜବାଜ।
ଆସନ୍ତା ୧୭ ତାରିଖରେ ଅନୁଷ୍ଠିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ । ସେଥିପାଇଁ ସମସ୍ତ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ । ଆଜି ଶ୍ରୀନହରରେ ଗଜପତି ମହାରାଜାଙ୍କ ଅଧକ୍ଷତାରେ ଏନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି ।
ଥମୁନି କାମିୟା ଜାନି ଶ୍ରୀମନ୍ଦିର ପ୍ରବେଶ ବିବାଦ । ୟୁଟୁବର କାମିୟା ଜାନି ହିନ୍ଦୁ ନା ମୁସଲମାନ୍ ? କାମିୟା ଜାନିଙ୍କ ଶ୍ରୀମନ୍ଦିର ପ୍ରବେଶ ପରେ ତାଙ୍କର ଧର୍ମକୁ ନେଇ ଏବେ ନାନା ଚର୍ଚ୍ଚା । ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ବିଷୟରେ ପୋଷ୍ଟ କରିବା ପରେ ଚର୍ଚ୍ଚାରେ ୟୁଟୁବର କାମିୟା ଜାନି ।
ହିନ୍ଦୀ ବ୍ଲଗର କାମିୟା ଜାନି କାହିଁକି ପ୍ରବେଶ କଲେ ଶ୍ରୀମନ୍ଦିରରେ? କିଏ ଓ କାହିଁକି ତାଙ୍କୁ ପ୍ରବେଶ କରାଇଥିଲେ ?
ଶ୍ରଦ୍ଧାଳୁଙ୍କ ପାଇଁ କେତେ ସହାୟକ ହେବ ଏସି ଟନେଲ ? ଏସି ଟନେଲରେ ବରିଷ୍ଠ ନାଗରିକଙ୍କ ପାଇଁ କଣ ରହିବ ସୁବିଧା ? ନୂଆ ବର୍ଷ ପୂର୍ବରୁ ଏବେ ଏସି ଟନେଲ କାମ ଜୋରସୋରରେ ଚାଲିଥିବା ବେଳେ କେତେଦୂର ଫଳପ୍ରଦ ହେବ ଉଠିଛି ପ୍ରଶ୍ନ ।
ନାଟମଣ୍ଡପ ଓ ଜଗମୋହନ ପ୍ରସଙ୍ଗରେ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ । ଆସନ୍ତାକାଲିଠାରୁ ନାଟମଣ୍ଡପ ମରାମତି ଲାଗି ନିର୍ଦ୍ଦେଶ ।
ଆଜି ପୌଷମାସ ଧନୁ ସଂକ୍ରାନ୍ତି। ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ। ଧନୁ ସଂକ୍ରାନ୍ତିଠୁ ଆସନ୍ତା ମକର ସକ୍ରାନ୍ତି ଯାଏଁ ମହାପ୍ରଭୁଙ୍କ ପାଖରେ ପହିଲି ଭୋଗ ଲାଗିବ।
ଏଏସ୍ଆଇର ସତ୍ୟପାଠ ସତ୍ତ୍ୱେ ହାଇକୋର୍ଟରୁ ଆଶ୍ୱସ୍ତି ନ ମିଳିବାରୁ ଶେଷରେ ସୁପ୍ରିମକୋର୍ଟ ଯିବ ମାମଲା
ଶୋଭାଯାତ୍ରାକୁ ବିରୋଧ ସହ ପରିକ୍ରମା ପ୍ରକଳ୍ପକୁ ସମର୍ଥନ କରି କରି ଆଜି ପୁରୀ ଜିଲ୍ଲାପାଳଙ୍କୁ ଭେଟି ସ୍ମାରକପତ୍ର ଦେଇଛନ୍ତି ବହୁ ବୁଦ୍ଧିଜୀବୀ, ଧାର୍ମିକ ଓ ସାମାଜିକ ଅନୁଷ୍ଠାନ ।
ଶ୍ରଦ୍ଧାଳୁଙ୍କ ସୁବିଧା ଓ ଶୃଙ୍ଖଳିତ ଦର୍ଶନ ନେଇ ରାଜ୍ୟ ସରକାର ଗୁରୁତ୍ୱ ଦିଅନ୍ତୁ କିନ୍ତୁ ନିର୍ମାଣାଧୀନ କାମ ପାଇଁ ଏଏସ୍ଆଇ ସହ ସମନ୍ୱୟ ରକ୍ଷା କରିବା ଉଚିତ୍ ବୋଲି ସେ କହିଛନ୍ତି ।
ରବିବାରଠାରୁ ସାରା ରାଜ୍ୟରେ ହଟଚମଟ ଚାଲିଥିବା ବେଳେ ଏବେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ବି ସ୍ୱର ଉଠାଇଛନ୍ତି ।
ବରିଷ୍ଠ IAS ବୀର ବିକ୍ରମ ଯାଦବ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । କ୍ରିଷନ କୁମାର କେନ୍ଦ୍ରୀୟ ଡେପୁଟେସନ ଯିବା ପରେ ପଦ ଥିଲା ଖାଲି ।
ଦଶହରା ଏବଂ କାର୍ତ୍ତିକ ପୂର୍ଣ୍ଣିମାରେ ସର୍ବସାଧାରଣଙ୍କ ପାଇଁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ। ସର୍ବସାଧାରଣଙ୍କ ଦର୍ଶନ ପାଇଁ ଦଶହରା ଦିନ ବନ୍ଦ ରହିବ ଶ୍ରୀମନ୍ଦିର।
ପୁରୀ: ଆଜି ଖୋଲିପାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏନେଇ ଆଜି ବସିବାକୁ ଯାଉଛି ରତ୍ନଭଣ୍ଡାର ସବ୍ କମିଟି ବୈଠକ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ଗଜପତିଙ୍କ ପ୍ରତିନିଧି, ପରିଚାଳନା କମିଟିର ୨ ସଦସ୍ୟ ଉପସ୍ଥିତ ରହିବେ। ଏଥିରେ ରତ୍ନଭଣ୍ଡାର ଖୋଲିବା ସମ୍ପର୍କିତ ଶ୍ରୀମନ୍ଦିର ଆଇନକୁ ତର୍ଜମା କରାଯିବା ସହ ବିଭିନ୍ନ ବିଧିବ୍ୟବସ୍ଥା ସମ୍ପର୍କରେ ନିଷ୍ପତ୍ତି ନିଆଯିବ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଆଜି ଓ ଆସନ୍ତାକାଲି ଭଣ୍ଡାରର ବାସ୍ତବିକ ସ୍ଥିତି ଯାଞ୍ଚ କରାଯିବ। ଯାଞ୍ଚ ପରେ […]