ପୋଲିସ ମୃତ ଛାତ୍ର ଅଭିଷେକଙ୍କ ମୃତଦେହକୁ ଡାକ୍ତରଖାନାର ଶବଗୃହରେ ରଖି ପରିବାର ଲୋକଙ୍କୁ ସୂଚନା ଦେଇଛି । ପରିବାର ଲୋକ ପହଞ୍ଚିବା ପରେ ଅଭିଷେକଙ୍କ ପୋଷ୍ଟ ମର୍ଟମ କରାଯିବ ଏବଂ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ଚାକିରି ଯିବା ଭୟରେ କଲେ ଆତ୍ମହତ୍ୟା । ପେଟିଏମକୁ ନେଇ ଲାଗି ରହିଥିବା ବିବାଦ, ଜଣେ କର୍ମଚାରୀଙ୍କର ଜୀବନ ନେଇଛି ।
ମଙ୍ଗଳବାର ଲକ୍ଷ୍ନୌ ସହରର ରାଜା ବଜାର ଅଞ୍ଚଳରୁ ଏହି ଖବର ସାମ୍ନାକୁ ଆସିଲା । ଜଣେ ଛାତ୍ର ନିଜ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛି ।
ପରିବାରର ଅଭିଯୋଗ ଆଧାରରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା । ଘଟଣାକୁ ଗୁରୁତର ଭାବେ ନେଇ ଖୋଜାଖୋଜି କରିଥିଲା ପୋଲିସ ।
ପ୍ରଥମେ ନିଜ ପତ୍ନୀକୁ ମାରିଲା, ପରେ ନିଜର ଦୁଇ ବର୍ଷର ପୁଅର ମୁଣ୍ତକୁ ପଥରରେ ଛେଚିଲା .. ଏହା ପରେ ବ୍ୟକ୍ତି ଜଣକ ନିଜକୁ ମଧ୍ୟ ଶେଷ କରି ଦେଇଛି ।
ମୃତ ମନମୋହନ ସିଂଙ୍କ ପୁତୁରା କହିଛନ୍ତି ଯେ, କିଛି ସମୟ ଧରି ପରିବାରକୁ ବାରମ୍ବାର ଫୋନ୍ ଲଗାଇଥିଲେ । ହେଲେ ବହୁ ରିଂଗ ହେବାପରେ ମଧ୍ୟ କେହି ଫୋନ୍ ଉଠାଇନଥିଲେ ।
ଆଇନ କାନୁନ୍ ତା ବାଟରେ ଲୋକେ ତାଙ୍କ ବାଟରେ । ଯୌତୁକ ଆକାରରେ ବରକୁ କମ୍ ପଡିଲା ୫୦ ଲକ୍ଷ ଟଙ୍କା, କାର୍ ଓ ୪୦ ଭରି ସୁନା । ନିରାଶ ହୋଇ ଜୀବନ ହାରିଦେଲା କନିଆଁ । ସେ ପୁଣି ପିଜି କରୁଥିବା ଡାକ୍ତର ଛାତ୍ରୀ । କେରଳରେ ଏଭଳି ଘଟଣାକୁ ନେଇ ସାରା ଦେଶରେ ଚର୍ଚ୍ଚା ।
ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ମିଳିଛି। ତାଙ୍କ ପରିବାର ମଧ୍ୟ ଆସି ପହଞ୍ଚିଛନ୍ତି।
ଅବସାଦ, ହତାଶ ଆଉ ନିରାଶ । ସାଜିଛି ଶୀତଳ ମୃତ୍ୟୁର ସୌଦାଗର । କେତେବେଳେ ଭେଣ୍ଡିଆ ପୁଅକୁ ଟାଣି ନେଉଛି ମରଣର କୋଳକୁ, ତ’ ଆଉ କେବେ ଅନାଥ କରିଦେଉଛି ପରିବାରକୁ । ଚରମ ନିଷ୍ପତ୍ତି ନେଇ ଜୀବନ ହାରିବାକୁ ପଛାଉନି ମଣିଷ ।
ବୁର୍ଲାରେ ଚିକିତ୍ସାଧୀନ ଅବସ୍ଥାରେ ଭାଇର ମୃତ୍ୟୁ ହୋଇଥିବାବେଳେ ଭଉଣୀଙ୍କୁ ବୁର୍ଲା ନେବାବେଳେ ବାଟରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ମା’ଙ୍କ ଅବସ୍ଥା ମଧ୍ୟ ସଂକଟାପନ୍ନ ରହିଛି ।
ଆଗାମୀ ଦୁଇ ମାସ ଯାଏଁ କୋଚିଂ କେନ୍ଦ୍ରରେ କୌଣସି ଟେଷ୍ଟ ନକରିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଶୁଭଲକ୍ଷ୍ମୀଙ୍କ ମୋବାଇଲକୁ ଜବତ କରି ଷ୍ଟେଟ୍ ଫରେନସିକ୍ ଲ୍ୟାବକୁ ପଠାଯାଇଛି । ଅନୁମାନ କରାଯାଉଛି, ଏହି ଫୋନ୍ ଅନେକ ରହସ୍ୟ ଉପରୁ ପରଦା ହଟାଇପାରେ ।
ସୋମବାର ଠାରୁ ଯୁବତୀଙ୍କ ବାପା ଘରୁ ନିଖୋଜ ହୋଇଯାଇଥିଲେ । ହେଲେ ମଙ୍ଗଳବାର ଦିନ ଏକ ଘରର ଛାତର ଫ୍ୟାନରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି ।
ଜଣେ ୧୪ ବର୍ଷୀୟ ନାବାଳିକା ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ସୂଚନା ମୁତାବକ ଛାତ୍ରୀ ଜଣକ ନବମ ଶ୍ରେଣୀରେ ପଢ଼ୁଥିଲେ ।
ସୂଚନା ମୁତାବକ ନାବାଳକ ସମର୍ଥ ଅଗ୍ରୱାଲଙ୍କୁ ଅପହରଣ କରାଯାଇଥିଲା । ପ୍ରଥମେ ୫୦ ଓ ପରେ ୯୦ ଲକ୍ଷ ଟଙ୍କା ପାଇଁ ମୁଣ୍ଡ ଜାମିନ ରଖି ବ୍ୟବସାୟୀଙ୍କ ପୁଅକୁ ଅପହରଣ କରି ହତ୍ୟା କରିଥିଲେ ଅପହର୍ତ୍ତା ।
ମୃତ ଝିଅର ବାପା ଜଣେ ବ୍ୟବସାୟୀ ବୋଲି ପୋଲିସ କହିଛି ।
ଜଣେ ମେଡିକାଲ ପଢ଼ୁଆ ଛାତ୍ରୀ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି । ସୂଚନା ମୁତାବକ ଛାତ୍ରୀ ଜଣକଙ୍କ ମୃତଦେହକୁ ଏକ ହୋଟେଲ ରୁମରେ ଝୁଲୁଥିବା ଅବସ୍ଥାରେ ଉଦ୍ଧାର କରିଛି ପୋଲିସ ।
ଅଭିଯୁକ୍ତର ବାପା ଗୃହ ବିଭାଗରେ ଅଫିସର ଥିବାରୁ ତାଙ୍କୁ ପୋଲିସଠାରୁ ନ୍ୟାୟ ମିଳିବନି ବୋଲି ଦୋହରାଇଛନ୍ତି ଚିନ୍ମୟୀଙ୍କ ମାଆ । ତେଣୁ ନ୍ୟାୟ ପାଇଁ ଦରକାର ପଡ଼ିଲେ ହାଇକୋର୍ଟରୁ ସୁପ୍ରିମକୋର୍ଟ ଯାଏଁ ଯିବୁ ବୋଲି କହିଛନ୍ତି ଚିନ୍ମୟୀଙ୍କ ମାଆ ।
ନାବାଳିକା ଜଣକ ପୂର୍ବରୁ ଏନେଇ ତାଙ୍କ ମା’ଙ୍କୁ କହିଥିଲେ । ହେଲେ ତାଙ୍କ ମା’ ଏ ବିଷୟରେ ବେଶି କିଛି ଆଲୋଚନା ନକରିବା ସହ କୌଣସି ପଦକ୍ଷେପ ନେଇନଥିଲେ । ଫଳରେ ସେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି ।
ଏଭଳି କାର୍ଯ୍ୟ କୌଣସି ସୁସ୍ଥ ମାନସିକତାର ବ୍ୟକ୍ତି କେବେ ବି କରିପାରିବ ନାହିଁ ।
ଦାମ୍ପତ୍ତ୍ୟ କଳିରୁ ଚରମ ନିଷ୍ପତ୍ତି ସନ୍ଦେହ । ସ୍ୱାମୀକୁ ଡାକି ଖୋଳତାଡ଼ କରିପାରେ ପୋଲିିସ ।
ହତ୍ୟା ଅଭିଯୋଗ ଆଣି ଓସିଏକୁ ଦାୟୀ କଲେ ବାପା । ଖେଳାଳି ଚୟନରେ ଅନିୟମିିତତା ହୋଇନି:OCA
ଭୁବନେଶ୍ୱରରେ ଜଣେ ନର୍ସ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ହାଉସିଂ ବୋର୍ଡ କଲୋନୀର ଏକ ଘରୁ ଜଣେ ଘରୋଇ ନର୍ସଙ୍କ ମୃତଦେହ ଉଦ୍ଧାର କରାଯାଇଛି।
କଲେଜ ହଷ୍ଟେଲ୍ରୁ ମିଳିଲା ଇଞ୍ଜିନିୟରିଂ ଛାତ୍ରଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ। ତାଙ୍କ ତଣ୍ଟି କଟି ଯାଇଥିବା ବେଳେ ଟଏଲେଟ୍ରେ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ମୃତଦେହ ପଡ଼ିଥିଲା।
ରାଜ୍ୟରେ ଦିନକୁ ଗାଏବ୍ ହେଉଛନ୍ତି ୧୧ ଶିଶୁ, ବର୍ଷକରେ ଶିଶୁ ନିଖୋଜ ଘଟଣାରେ ୪୨% ବୃଦ୍ଧି ।