• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Sunabesha

Adharanapana
ତିନି ରଥରେ ଭାଙ୍ଗିଲା ଅଧରଚୁମ୍ବୀ ତୁମ୍ବ, ପାର୍ଶ୍ୱ ଦେବଦେବୀ ଓ ଚଣ୍ଡି ଚାମଣ୍ଡାଙ୍କ ହେଲେ ତୃପ୍ତ

ତିନିରଥ ଉପରେ ସୁନାବେଶ ପରଦିନ ଅଧରପଣା ନୀତି ସମାପନ ହୋଇଥାଏ। ଆଷାଢ଼ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥିରେ ଏହି ନୀତି କରାଯାଇଥାଏ। ମଧ୍ୟାହ୍ନ ଧୂପ ଶେଷ ହେବାପରେ ଓ ସନ୍ଧ୍ୟା ଆଳତି ପୂର୍ବରୁ ଅଧରପଣା ନୀତି ଅନୁଷ୍ଠିତ ହୋଇଥାଏ।

Sunabesha
ସୁନାବେଶରେ ଶ୍ରୀଜିଉ: ଥରୁଟିଏ ଦେଖିଦେଲେ ତୃପ୍ତ ହୋଇଯିବ ଏ ଆଖି

ଲୀଳାମୟ ବଡ଼ଠାକୁରଙ୍କ ଦୁର୍ଲଭ ଓ ଦିବ୍ୟ ସୁନାବେଶର ସାନିଧ୍ୟ ପାଉଛନ୍ତି ଶହ ଶହ ଶ୍ରଦ୍ଧାଳୁ। ରଥାରୁଢ଼ ଶ୍ରୀଜିଉଙ୍କ ସୁନାବେଶ ଦେଖିବାକୁ ଜନସମୁଦ୍ର ପାଲଟିଛି ପୁରୀ ବଡ଼ଦାଣ୍ଡ। ପୂର୍ବ ନୀତି ନିର୍ଘଣ୍ଟ ଅନୁସାରେ ରତ୍ନ ଭଣ୍ଡାରରୁ ମହଣ ମହଣ ସୁନା ଅଳଙ୍କାର ଆସି ଶ୍ରୀଅଙ୍ଗରେ ଲାଗି ହୋଇଛନ୍ତି।

Lord Jagannath
ମହଣ ମହଣ ସୁନାରେ ସଜେଇ ହେବେ ମହାପ୍ରଭୁ

ଆଜି ଶ୍ରୀଜିଉଙ୍କ ସୁନାବେଶ । ରଥ ଉପରେ ସୁନାବେଶରେ ଦର୍ଶନ ଦେବେ ତିନି ଠାକୁର । ମହଣ ମହଣ ସୁନାରେ ସଜେଇ ହେବେ ମହାପ୍ରଭୁ । ଏତର ବି ବିନା ଭକ୍ତରେ ବିନା ଭକ୍ତୁ ମହାପ୍ରଭୁଙ୍କୁ ସୁନାବେଶ ହେଉଛି ।

suna besa
ଶ୍ରୀକ୍ଷେତ୍ରରେ ଆଜି ଶ୍ରୀଜିଉଙ୍କ ସୁନାବେଶ : ରଥ ଉପରେ ମହଣ ମହଣ ସୁନାରେ ସଜେଇ ହେବେ ତିନି ଠାକୁର

ଶ୍ରୀକ୍ଷେତ୍ରରେ ଆଜି ରଥ ଉପରେ ଶ୍ରୀଜୀଉଙ୍କ ସୁନାବେଶ । ମହଣ ମହଣ ସୁନାରେ ସଜେଇ ହେବେ ତିନି ଠାକୁର । ଶ୍ରୀଜିଉଙ୍କ ଏହି ଅପରୂପ ବେଶ ଦେଖିବାକୁ ଶ୍ରଦ୍ଧାଳୁ ଅପେକ୍ଷା କରିଛନ୍ତି ।