• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Sunil Jakar

Sunil Jakhar and Amarinder singh
କ୍ୟାପ୍‌ଟେନ୍‌ ଅମରିନ୍ଦର ସିଂଙ୍କ ପ୍ରଶଂସା କରି ବିବାଦରେ ସୁନୀଲ ଜାଖଡ

ପଞ୍ଜାବ କଂଗ୍ରେସର ପୂର୍ବତନ ସଭାପତି ସୁନୀଲ ଜାଖଡ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କ କ୍ଷତରେ ମଲମ ଲଗାଇବା ପ୍ରସଙ୍ଗରେ ଏକ ନୂଆ ବିବାଦ ସୃଷ୍ଟି କରିଛନ୍ତି। ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କୁ ପ୍ରଶଂସାକରି ଜାଖଡ କହିଛନ୍ତି ଯେ ଯଦି କ୍ୟାପ୍‌ଟେନ୍‌ଙ୍କ ସ୍ଥାନରେ ଅନ୍ୟକେହି ଥାଆନ୍ତେ ତେବେ କେନ୍ଦ୍ର ସରକାରଙ୍କ ବଦଳରେ ପଞ୍ଜାବ ସରକାରକୁ ଚାଷୀଙ୍କ କ୍ରୋଧର ସମ୍ମୁଖୀନ ହେବାକୁ ପଡିଥାନ୍ତା।