• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Sushma Swaraj

Bansuri Swaraj
କିଏ ଏହି ବାଂଶୁରୀ ସ୍ୱରାଜ, ଯାହାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ବଦଳରେ ପ୍ରାର୍ଥୀ କରିଛି ବିଜେପି

ବାଂଶୁରୀ ସ୍ୱରାଜ ୧୯୮୨ ମସିହାରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ବାଂଶୁରୀ ହେଉଛନ୍ତି ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ ସ୍ୱଗର୍ତ ସୁଷମା ସ୍ୱରାଜଙ୍କ ଝିଅ।

Former bjp politician sushma swaraj had superb oratory skills
Birthday of Sushma Swaraj: କଥା ଏବଂ ତର୍କ ଶକ୍ତିରେ ବିରୋଧିଙ୍କ ମୁହଁ ବନ୍ଦ କରିଦେବା ନେତ୍ରୀ ଥିଲେ ସୁଷମା

୧୯୯୦ ଶତାବ୍ଦୀର ଶେଷ ଦଶନ୍ଧିର ଶେଷ ଭାଗରେ, ଜଣେ ମହିଳା ନେତା ଲୋକସଭାରେ ନିଜର ଶକ୍ତିଶାଳୀ ଭାଷଣ ଦେଇ ଲୋକଙ୍କୁ ପ୍ରଭାବିତ କରୁଥିବା ଦେଖାଯାଇଥିଲା। ସେ ଆଉ କେହି ନୁହନ୍ତି, ଦେଶର ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ୱରାଜଙ୍କ। ଆଜି ଦିନଟି ଏହି ମହିୟଷୀଙ୍କୁ ସ୍ମରଣ କରିବାକୁ ବାଧ୍ୟ କରେ।

sushma swaraj
ଇରାକରେ ୩୯ ଜଣ ଭାରତୀୟ ମୃତ

ନୂଆଦିଲ୍ଲୀ: ଇରାକରେ ୩୯ ଜଣ ଭାରତୀୟ ମୃତ। ଏହି ଭାରତୀୟଙ୍କୁ ସେଠାରେ ଅପହରଣ କରି ନିଆଯାଇଥିଲା। କୁହାଯାଉଥିଲା ସେମାନେ ନିଖୋଜ ଅଛନ୍ତି।ତେବେ ସମସ୍ତ ୩୯ ଜଣ ଭାରତୀୟଙ୍କ ମୃତ୍ୟୁ ହୋଇଥିବା ଆଜି ସ୍ପଷ୍ଟ କରିଛନ୍ତି କେନ୍ଦ୍ର ସରକାର। ରାଜ୍ୟସଭାରେ ଏ ସଂପର୍କରେ ସୂଚନା ଦେଇଛନ୍ତି  ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ୱରାଜ।  ଆଇଏସ୍ ଆତଙ୍କବାଦୀ ସେମାନଙ୍କୁ ହତ୍ୟା କରିଥିବା ଜଣାପଡ଼ିଛି। ମୋସୁଲ ନିକଟରେ ମିଳିଥିଲା ମୃତଦେହ। ସେଗୁଡ଼ିକୁ ବାଗଦାଦ୍ ଅଣାଯାଇଛି। ଖୁବ ଶୀଘ୍ର ଭାରତ ଅଣାଯିବ ବୋଲି […]