• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: T20 World Cup 2021

Australia Champion
ଟି-ଟ୍ୱେଣ୍ଟି ବିଶ୍ୱକପରେ ଅଷ୍ଟ୍ରେଲିଆ ଚାମ୍ପିଅନ୍

ଉଭୟ ଟିମ୍ ଆଜି ପର୍ଯ୍ୟନ୍ତ ଫଟାଫଟ୍ ବିଶ୍ୱକପରେ ଚାମ୍ପିଅନ୍ ହୋଇନଥିଲେ। ଅଷ୍ଟ୍ରେଲିଆ ଟିମ୍ ୨୦୧୦ରେ ଫାଇନାଲକୁ ଯାଇଥିଲେ ମଧ୍ୟ ଇଂଲଣ୍ଡଠୁ ହାରିଥିଲା। ନ୍ୟୁଜିଲାଣ୍ଡ ଚଳିତଥର ପ୍ରଥମ କରି ଫାଇନାଲରେ ପହଞ୍ଚିଥିଲା।

Pak vs Aus
ପାକିସ୍ତାନର ବିଶ୍ୱକପ୍ ଆଶା ଧୂଳିସାତ୍; ଫାଇନାଲରେ ଅଷ୍ଟ୍ରେଲିଆ-ନ୍ୟୁଜିଲାଣ୍ଡ ମୁକାବିଲା

ଅଷ୍ଟ୍ରେଲିଆର ମାଥ୍ୟୁ ୱିଡେ୍ ୧୯ ଓଭର୍‌ରେ ଲଗାତର ୩ଟି ଛକ୍କା ମାରି ଦଳକୁ ଜିତାଇଛନ୍ତି। ଆଜିର ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୨୪ ବଲ୍‌ରେ ୫୦ ରନ୍‌ର ଆବଶ୍ୟକତା ଥିଲା। ମ୍ୟାଚ୍ ପାକିସ୍ତାନ ପଟକୁ ଯାଉଥିବାର ଦେଖିବାକୁ ମିଳିଥିଲା।

Sports
ଟି –ଟ୍ୱେଣ୍ଟି ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌: ସାମ୍ନାସାମ୍ନି ହେବେ ଅଷ୍ଟ୍ରେଲିଆ-ପାକିସ୍ତାନ

ଟି –ଟ୍ୱେଣ୍ଟି ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲରେ ଆଜି ମୁହାଁମୁହିଁ ହେବେ ପାକିସ୍ତା-ଅଷ୍ଟ୍ରେଲିଆ

India Namibia
ନାମିବ୍ୟା ବିରୋଧରେ ଭାରତର ଦମ୍‌ଦାର ବିଜୟ ସହ ବିଶ୍ୱକପ୍‌ ଅଭିଯାନ ଶେଷ

ପ୍ରଥମେ ବ୍ୟାଟିଂ କରି ନାମିବ୍ୟା ୮ ୱିକେଟ୍‌ ହରାଇ ୧୩୨ ରନ୍‌ କରିଥିଲା । ଏହାର ଜବାବରେ ୧୩୩ ରନ୍‌ର ବିଜୟ ଲକ୍ଷ୍ୟ ନେଇ ଭାରତ ମଇଦାନକୁ ଓହ୍ଲାଇଥିଲା । ମାତ୍ର ଗୋଟିଏ ୱିକେଟ୍‌ ହରାଇ ୧୫.୨ ଓଭରରେ ୧୩୬ ରନ୍‌ କରି ବିଜୟ ହୋଇଛି ଭାରତ ।

ନ୍ୟୁଜିଲାଣ୍ଡଠୁ ହାରିଲା ଭାରତ
ପାକିସ୍ତାନ ପରେ ନ୍ୟୁଜିଲାଣ୍ଡ ଠାରୁ ୮ ୱିକେଟ୍‌ରେ ହାରିଲା ଭାରତ

ଆଜିର ମ୍ୟାଚ୍ ଉଭୟ ଟିମ୍ ପାଇଁ କର ବା ମର ଭଳି ସ୍ଥିତି ଥିଲା। କାହିଁକିନା ଉଭୟ ଦଳ ପାକିସ୍ତାନ ଠାରୁ ହାରିଥିଲେ। ଏହି ବିଜୟ ପରେ ନ୍ୟୁଜିଲାଣ୍ଡ ଟିମ୍ ପାଇଁ ସେମିଫାଇନାଲ୍ ରାସ୍ତା ସହଜ ହୋଇଛି। 

Afghanistan Vs Pakistan Match
ପାକିସ୍ତାନୀ ସାମ୍ବାଦିକଙ୍କ ପ୍ରଶ୍ନରେ ପ୍ରେସ୍‌ କନ୍‌ଫରେନ୍ସ ଛାଡ଼ି ପଳାଇଲେ ଆଫଗାନିସ୍ତାନ କ୍ୟାପ୍‌ଟେନ୍‌

ଆଫଗାନିସ୍ତାନରେ ତାଲିବାନ ଶାସନକୁ ସାରା ବିଶ୍ୱରେ ସମସ୍ତେ ଏହାକୁ ବିରୋଧ କରୁଥିବା ବେଳେ ପାକିସ୍ତାନ ତାଲିବାନକୁ ସମର୍ଥନ କରିଥିଲା। ହେଲେ ଏବେ କ୍ରିକେଟ ପଡ଼ିଆରେ ପାକିସ୍ତାନ ଓ ଆଫଗାନିସ୍ତାନ ମଧ୍ୟରେ ତୁ ତୁ ମେଁ ମେଁ ଦେଖିବାକୁ ମିଳିଛି। ଜଣେ ପାକ୍‌ ସାମ୍ବାଦିକ ପ୍ରେସ୍‌ କନ୍‌ଫରେନ୍ସ ଆଫଗାନିସ୍ତାନ ଅଧିନାୟକଙ୍କୁ ଏଭଳି କିଛି ପ୍ରଶ୍ନ ପଚାରିଥିଲେ ଯାହାକୁ ନାପସନ୍ଦ କରିଥିଲେ ଆଫଗାନୀ ଅଧିନାୟକ।

Virat Kohli
ଅଲରାଉଣ୍ଡର ଅଭାବ ! ସାମ୍ନାରେ ନ୍ୟୁଜିଲ୍ୟାଣ୍ଡ, କ’ଣ କରିବ ଭାରତ ?

ଚଳିତ ବଶ୍ୱକପ ଟି-୨୦ ଜିତିବାର ପ୍ରବଳ ଦାବିଦାର ହେଉଛି ଭାରତ । ଦଳରେ ଅନେକ ମ୍ୟାଚ୍‌ ୱିନର ଅଛନ୍ତି। କିନ୍ତୁ ପ୍ରଥମ ମ୍ୟାଚ୍‌ରେ ଭାରତ ଚୀର ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ଠାରୁ ହାରିବା ପରେ ପୂରା କ୍ରିକେଟ ଜଗତ ସ୍ତବ୍ଧ ହୋଇଯାଇଛି ।

T 20 World Cup
ଟି-୨୦ ବିଶ୍ୱକପ୍‌: କର ବା ମର ଲଢେଇରେ ସାମ୍ନାସାମ୍ନି ହେବେ ବାଂଲାଦେଶ-ୱେଷ୍ଟଇଣ୍ଡିଜ

କର ବା ମର ଲଢେଇରେ ସାମ୍ନାସାମ୍ନି ହେବେ ବାଂଲାଦେଶ-ୱେଷ୍ଟଇଣ୍ଡିଜ। ଉଭୟ ବାଂଲାଦେଶ ଓ ୱେଷ୍ଟଇଣ୍ଡିଜ ଦୁଇଟି ଲେଖାଏଁ ପରାଜୟ ବରଣ କରିସାରିଥିବାରୁ ଆଜିର ମ୍ୟାଚ ବେଶ୍ ଗୁରୁତ୍ୱ ବହନ କରୁଛି।

Virat Kohli
ବିରାଟଙ୍କ ଜବାବ- ‘ଯଦି କିଛି ବିବାଦ ଚାହୁଁଛ ସିଧାସଳଖ କୁହ...’

ସାମ୍ବାଦିକ ସମ୍ମିଳନୀରେ ବିରାଟଙ୍କୁ ଏମିତି କିଛି ପ୍ରଶ୍ନ ପଚରା ଯାଇଥିଲା, ଯାହାକୁ ନେଇ ସେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଟିମ୍‌ ଇଣ୍ଡିଆର Playing-11କୁ ନେଇ ଜଣେ ସାମ୍ବାଦିକ ପ୍ରଶ୍ନ ଉଠାଇ ଥିଲେ। ଏହାପରେ ବିରାଟ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। 

Pakistan Won
ପାକିସ୍ତାନଠୁ ହାରିଲା ଭାରତ

କୋହଲି ଦମଦାର ଅର୍ଦ୍ଧଶତକ କରି ଉଭୟେ ଦଳର ସ୍କୋରକୁ ସମ୍ମାନଜନକ ସ୍ଥିତିକୁ ଆଣିଥିଲେ। କୋହଲିଙ୍କ ସହ ରବୀନ୍ଦ୍ର ଜାଡେଜା ୧୫ ଓଭରରେ ଦଳର ସ୍କୋର ଶହେ ରନରେ ପହଞ୍ଚାଇଥିଲେ। ଭାରତ ପକ୍ଷରୁ ୧୫୨ ରନ୍ ଟାର୍ଗେଟକୁ ପିଛା କରି ପାକ୍ ଟିମ୍ ବିଜୟ ହାସଲ କରିଛି। 

T20 World Cup
ସୁପର୍ ସଣ୍ଡେରେ ସୁପର୍ ଫାଇଟ୍‌: ବାବର୍ ବ୍ରିଗେଡ୍‌କୁ ଟକ୍କର ଦେବ ବିରାଟ ବାହିନୀ

ସୁପର୍ ସଣ୍ଡେରେ ସୁପର୍ ଫାଇଟ୍। ଟି-୨୦ ବିଶ୍ୱକପ୍‌(T20 World Cup)ରେ ଆଜି ଭାରତ-ପାକିସ୍ତାନ ମଧ୍ୟରେ ହେବ ଟକ୍କର। କ୍ରିକେଟ୍ ମୈଦାନରେ ଜମିବ ହାଇଭୋଲ୍‌ଟେଜ ମ୍ୟାଚ୍। ଦୁବାଇ ଇଣ୍ଟରନ୍ୟାସନାଲ୍‌ ଷ୍ଟାଡିୟମ୍‌ରେ ବାବର୍ ବ୍ରିଗେଡ୍‌କୁ ଟକ୍କର ଦେବ ବିରାଟ ବାହିନୀ। ଦୁଇ ବର୍ଷ ପରେ ମୁହାଁମୁହିଁ ହେବେ ଉଭୟ ଦଳ। 

ICC T20 World Cup 2021 Kickstarts Today
ଆଜିଠୁ ଆରମ୍ଭ ଫଟାଫଟ କ୍ରିକେଟ୍ ମହାକୁମ୍ଭ

ଆଜିଠୁ ଆରମ୍ଭ ହେଉଛି ଫଟାଫଟ କ୍ରିକେଟ ମହାକୁମ୍ଭ। କୋଭିଡ ଯୋଗୁଁ ଭାରତରୁ ସ୍ଥାନାନ୍ତରିତ ହୋଇ UAEରେ ଖେଳା ଯାଉଛି ଟି ୨୦ ବିଶ୍ୱକପ ।