ପୋଲ ତଳକୁ ଖସିଲା ବସ୍: ୧୫ ଓଡ଼ିଆ ତୀର୍ଥଯାତ୍ରୀ ଆହତ Mar 24, 2018 ଭୁବନେଶ୍ୱର: ଝାଡ଼ଖଣ୍ଡର ଟାଟା ନଗର ପାଖରେ ଓଡ଼ିଶାର ତୀର୍ଥଯାତ୍ରୀଙ୍କ ବସ୍ ଦୁର୍ଘଟଣାଗ୍ରସ୍ତ। ତୀର୍ଥଯାତ୍ରା ସାରି ଆଜମେରରୁ ଫେରୁଥିବା ବେଳେ ଶ୍ରୀରାମ ବେଞ୍ଜ…