• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Teacher Strike

Primary Teacher Strike
ପୁଣି ଶୁଭିବ ଗୁରୁଗର୍ଜନ; ଆସନ୍ତା ୨୯ରୁ ଆନ୍ଦୋଳନକୁ ଓହ୍ଲାଇବେ ପ୍ରାଥମିକ ଶିକ୍ଷକ

ମୁଖ୍ୟ ଶାସନ ସଚିବ ଲିଖିତ ପ୍ରତିଶ୍ରୁତି ଦେବା ପରେ ବି ସେମାନଙ୍କ ଦାବି ପୂରଣ ହୋଇପାରିନାହିଁ । ସିଏମ୍‌ଓ ଦେଇଥିବା ପ୍ରତିଶ୍ରୁତି ମଧ୍ୟ ଫେଲ୍‌ ମାରିଛି । ଆଉ ସେମାନଙ୍କ ପାଇଁ ସମସ୍ତ ସରକାରୀ ପ୍ରତିଶ୍ରୁତି ପାଲଟିଛି ପାଣିର ଗାର ।

Odisha primary teachers' protest
୧୧ ଦିନହେଲା ପାଠପଢ଼ା ଠପ୍, ଆଜି ବାହାରିବ କି ନିଷ୍କର୍ସ ?

ପ୍ରାଥମିକ ଶିକ୍ଷକ ଆନ୍ଦୋଳନ ପ୍ରସଙ୍ଗ.. ଆଜି ଅପରାହ୍ଣରେ ଆନ୍ତଃମନ୍ତ୍ରୀସ୍ତରୀୟ କମିଟି ବୈଠକ..ସଂଘର କର୍ମକର୍ତ୍ତାଙ୍କୁ ବୈଠକରେ ଯୋଗ ଦେବାକୁ ଆହ୍ୱାନ..

Odisha: BJP extends support to Primary teachers’ strike
ଜିଦ୍‌ରେ ଅଟଳ ପ୍ରାଥମିକ ଶିକ୍ଷକ; ସମର୍ଥନ ଜଣାଇଲା ବିଜେପି

ଆନ୍ଦୋଳନରତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନାଲି ଆଖି ଦେଖାଇ ରାଜ୍ୟ ସରକାର ଅନୁରୋଧ କରିଛନ୍ତି । ଆନ୍ଦୋଳନକାରୀଙ୍କୁ ବୁଝାଇବା ପାଇଁ ସବୁ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ।

Odisha Secondary teacher association
ରାଜଧାନୀରେ ଗର୍ଜିଲେ ଶିକ୍ଷକ

ପେନସନ ଓ ଚାକିରିରେ ସର୍ତ୍ତାବଳୀ ନେଇ ଆଜିଠାରୁ ତିନି ଦିନ ଯାଏ ଅହୋରାତ୍ର ଧାରଣା ...

raja festival
ଜମିଲା ମଝିରଜ ମଉଜ; ଲୋୟର ପିଏମଜିରେ ଆନ୍ଦୋଳନରତ ଶିକ୍ଷକ ପାଳିଲେ ରଜ

ଭୁବନେଶ୍ୱର ଲୋୟର ପିଏମଜିରେ ଆନ୍ଦୋଳନରତ ଶିକ୍ଷକ ବି ରଜ ପାଳିଛନ୍ତି । ପରସ୍ପରକୁ ପିଠା, ମିଠା ଓ ପାନ ଖୁଆଇ ଜଣାଇଛନ୍ତି ରଜ ଶୁଭେଚ୍ଛା ।

Plus Two Exam
ଆନ୍ଦୋଳନ ଛାଡ଼ି ପରୀକ୍ଷାରେ ସାମିଲ ହେବେ ଅଧ୍ୟାପକ, ଏଥର +୨ରେ ସାଢ଼େ ୩ ଲକ୍ଷ ପରୀକ୍ଷାର୍ଥୀ

ଆନ୍ଦୋଳନ ଛାଡ଼ି ପରୀକ୍ଷା ପରିଚାଳନାରେ ସାମିଲ ହେବେ ଅଧ୍ୟାପକ । ୬୬୨ ବର୍ଗ ଅଧ୍ୟାପକ ରାଜି ହେବାରୁ ଆଶ୍ବସ୍ତ ହେଲେ ରାଜ୍ୟ ସରକାର ।

annual examination
+୨ ପରୀକ୍ଷା ପରିଚାଳନାରେ ସହଯୋଗ କରିବେ ଆନ୍ଦୋଳନରତ ଅଧ୍ୟାପକ

ଦାବି ପୂରଣ ନହେବା ଯାଏଁ ପ୍ରତୀକାତ୍ମକ ଆନ୍ଦୋଳନ ଚାଲୁ ରଖିବାକୁ ବି ସଂଘ ଘୋଷଣା କରିଛି । ଆନ୍ଦୋଳନରତ ଅଧ୍ୟାପକ ସଂଘର ଏକ ପ୍ରତିନିଧି ମଣ୍ଡଳୀ ଆଜି ଅର୍ଥମନ୍ତ୍ରୀ ନୀରଞ୍ଜନ ପୂଜାରୀଙ୍କୁ ଭେଟିଥିଲା ।

Teacher Protest
ଶିକ୍ଷକ ଓ ଅଧ୍ୟାପକଙ୍କ ପରୀକ୍ଷା ବର୍ଜନ ନିଷ୍ପତ୍ତି, ହାତ ଟେକିଦେଲେ ଗଣଶିକ୍ଷା ମନ୍ତ୍ରୀ...

ଶିକ୍ଷକଙ୍କୁ ଆନ୍ଦୋଳନରୁ ଓହରିବାକୁ ମନ୍ତ୍ରୀଙ୍କ ନିବେଦନ । ପିଲାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ସହଯୋଗ ପାଇଁ ନିବେଦନ ।

teachers protest against odisha govt
୮ ଦଫା ଦାବି ନେଇ ରାଜଧାନୀର ରାଜରାସ୍ତାରେ ଶିକ୍ଷକ ସଂଘର ଗର୍ଜନ

ଏକ୍ସ-କ୍ୟାଡର ବ୍ୟବସ୍ଥା ଉଚ୍ଛେଦ ସହ ୨୦୧୭ ମାର୍ଚ୍ଚ ୧ରୁ କ୍ୟାଡରଭୁକ୍ତ କରିବାକୁ ମହାସଂଘ ଦାବି କରିଛି। 

Teacher Strike
ସ୍ଥଗିତ ହେଲା ଶିକ୍ଷକ ଆନ୍ଦୋଳନ; ଫିଟିବ କି ସମାଧାନର ବାଟ ?

ତେବେ ଚତୁର୍ଥ ଦିନରେ ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ । ଆଜି ବି ରାଜରାସ୍ତାରେ ବସି ରହିଥିଲେ ହଜାର ହଜାର ଶିକ୍ଷକ । ଆନ୍ଦୋଳନ ସ୍ଥଗିତ ରଖିବାକୁ ପ୍ରାଥମିକ ଶିକ୍ଷକ ସଂଘ ନିଷ୍ପତ୍ତି ନେଇଛି ।

Teacher Strike
ସ୍ଥଗିତ ହେଲା ଶିକ୍ଷକ ଆନ୍ଦୋଳନ; ଫିଟିବ କି ସମାଧାନର ବାଟ ?

ତେବେ ଚତୁର୍ଥ ଦିନରେ ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ । ଆଜି ବି ରାଜରାସ୍ତାରେ ବସି ରହିଥିଲେ ହଜାର ହଜାର ଶିକ୍ଷକ । ଆନ୍ଦୋଳନ ସ୍ଥଗିତ ରଖିବାକୁ ପ୍ରାଥମିକ ଶିକ୍ଷକ ସଂଘ ନିଷ୍ପତ୍ତି ନେଇଛି ।

ରାଜଧାନୀରେ ଶିକ୍ଷକଙ୍କ ହଲ୍ଲାବୋଲ୍ ! ଦୁଇ ଦିନରେ ନିଷ୍ପତ୍ତି ନବଦଳାଇଲେ ପରୀକ୍ଷା ବର୍ଜନ

ଦୁଇ ଦିନ ଭିତରେ ସରକାର ନିଷ୍ପତ୍ତି ନନେଲେ ଆସନ୍ତା ୨୩ ତାରିଖରେ ହେବାକୁ ଥିବା ମାଟ୍ରିକ ସମ୍ମେଟିଭ ଓ୍ୱାନ ପରୀକ୍ଷାକୁ ବର୍ଜନ କରାଯିବ ବୋଲି ଚେତାବନୀ ଦେଇଛି ସଂଘ ।

Teachers Association
ବିଧାନସଭା ଆଗରେ କାନ ଧରି ଆଣ୍ଠେଇଲେ ଆଶାୟୀ ଶିକ୍ଷକ

ରାଜଧାନୀ ଗାନ୍ଧୀମାର୍ଗରେ ଆଶାୟୀ ଶିକ୍ଷକଙ୍କ ଅଭିନବ ପ୍ରତିବାଦ । ରାସ୍ତାଉପରେ କାନଧରି ଆଣ୍ଠେଇ ବସିଲେ ଆଶାୟୀ ଶିକ୍ଷକ । ଏହାସହ ସରକାରଙ୍କ ବିରୋଧରେ ନାରାବାଜି ମଧ୍ୟ କଲେ ।