ସୋସିଆଲ ମିଡିଆରେ ଏହାର ଏକ ଭିଡିଓ ଭାଇରାଲ ମଧ୍ୟ ହୋଇଛି। କିଛି ଗଣ ଶିକ୍ଷକ ଏନେଇ ମୁହଁ ଖୋଲିଥିବା ବେଳେ ବିଇଓ କିନ୍ତୁ ଲାଞ୍ଚ ନେବା ଘଟଣାକୁ ଖଣ୍ଡନ କରିଛନ୍ତି। ଅନ୍ୟପକ୍ଷରେ ଜିଲ୍ଲାପାଳ ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।