• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Teachers Strike

Odisha primary teachers strike
ନାକେଦମ୍ ହେଲେଣି ସରକାର; କାମ କରୁନି ବ୍ୟାକ୍ ଅପ୍ ପ୍ଲାନ୍‌, ଜିଦ୍‌ରେ ଅଟଳ ପ୍ରାଥମିକ ଶିକ୍ଷକ

ଦଶମ ଦିନରେ ଶିକ୍ଷକ ଆନ୍ଦୋଳନ । ସରକାର ହେଲେଣି ନାକେଦମ୍ । କିନ୍ତୁ ଜିଦରେ ଅଟଳ ପ୍ରାଥମିକ ଶିକ୍ଷକ । ସ୍କୁଲରେ ଫିକା ପଡିବ କି ଗଣେଶ ପୂଜା? ସେପଟେ ଅଙ୍ଗନୱାଡି କର୍ମୀ ଓ ଅଭିଭାବକ ସଂଘର ଶିକ୍ଷକ ଆନ୍ଦୋଳନକୁ ସମର୍ଥନ ।

Odisha primary teachers strike
ନାକେଦମ୍ ହେଲେଣି ସରକାର; କାମ କରୁନି ବ୍ୟାକ୍ ଅପ୍ ପ୍ଲାନ୍‌, ଜିଦ୍‌ରେ ଅଟଳ ପ୍ରାଥମିକ ଶିକ୍ଷକ

ଦଶମ ଦିନରେ ଶିକ୍ଷକ ଆନ୍ଦୋଳନ । ସରକାର ହେଲେଣି ନାକେଦମ୍ । କିନ୍ତୁ ଜିଦରେ ଅଟଳ ପ୍ରାଥମିକ ଶିକ୍ଷକ । ସ୍କୁଲରେ ଫିକା ପଡିବ କି ଗଣେଶ ପୂଜା? ସେପଟେ ଅଙ୍ଗନୱାଡି କର୍ମୀ ଓ ଅଭିଭାବକ ସଂଘର ଶିକ୍ଷକ ଆନ୍ଦୋଳନକୁ ସମର୍ଥନ ।

Teacher Protest
ସରକାରୀ ଆଦେଶକୁ ମାନୁନି କି ଗଣଶିକ୍ଷା ବିଭାଗ ? ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ସତ୍ତ୍ୱେ ପୂରଣ ହେଉନି ଦାବି

ରାଜଧାନୀର ରାଜରାସ୍ତାରେ ପୁଣି ଗୁରୁଙ୍କ ଗର୍ଜନ । ଆଗାମୀ ନିର୍ବାଚନରେ ପାନେ ଦେବାକୁ ଶିକ୍ଷକଙ୍କ ପଣ ।

Govt intimidating protesting teachers, wants list of protesting teachers ahead of salary release
ଆନ୍ଦୋଳନକୁ ରୋକିବା ଲାଗି ଶିକ୍ଷକଙ୍କୁ ସରକାରଙ୍କ ନାଲି ଆଖି !

ଭୁବନେଶ୍ୱରରେ ଆନ୍ଦୋଳନ ପାଇଁ ଛୁଟି ଆବେଦନ କରିଥିବା ଶିକ୍ଷକଙ୍କ ତାଲିକା ଦେବାକୁ ଫୁଲବାଣୀ ବ୍ଳକ୍ ଶିକ୍ଷା ଅଧିକାରୀ ସିଆରସିସିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

teACHER
ଶିକ୍ଷକଙ୍କ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ୱର : ଶିକ୍ଷକଙ୍କ ଆନ୍ଦୋଳନ ସ୍ଥଗିତ। ଆଜି ସରକାର ଓ ସ୍କୁଲ ଓ କଲେଜ ଶିକ୍ଷକ ମିଳିତ ମଞ୍ଚ ବୈଠକ ପରେ ଏହି ନିଷ୍ପତ୍ତି ନେଇଛି ମିଳିତ ମଞ୍ଚ। ଆନ୍ଦୋଳନରୁ ହଟିବା ସହ ଯୁକ୍ତ ଦୁଇ ଖାତାଦେଖା ପ୍ରକ୍ରିୟାରେ ସାମିଲ ହେବାକୁ ସଂଘର ଆବାହାକ ପବିତ୍ର ମାହାଲା ଘୋଷଣା କରିଛନ୍ତି। ବିବାଦର ସମାଧାନ ପାଇଁ ଆଜି ବସିଥିବା ବୈଠକରେ ସରକାର ଓ ଶିକ୍ଷକ/ଅଧ୍ୟାପକ ସଂଘ ମଧ୍ୟରେ ବିସ୍ତୁତ ଆଲୋଚନା ହୋଇଥିଲା। ସଂଘ ପକ୍ଷରୁ ୩ଟି ଦାବି ରଖାଯାଇଥିବା […]

teacher strike
ରାଜଧାନୀରେ ସରକାରଙ୍କ ବିରୋଧରେ ଗର୍ଜିବେ ଶିକ୍ଷକ

ଭୁବନେଶ୍ୱର: ମାଟ୍ରିକ ଏବଂ ଯୁକ୍ତ ଦୁଇ ପରୀକ୍ଷା ମୂଲ୍ୟାୟନକୁ ନେଇ ଶିକ୍ଷକ ଏବଂ ସରକାରଙ୍କ ମଧ୍ୟରେ ଦିନକୁ ଦିନ ପରିସ୍ଥିତି ଜଟିଳ ହେବାରେ ଲାଗିଛି।  ଏଯାଏଁ ଦାବି ପୂରଣ ନହେବାରୁ ଆଜିଠୁ ମହାସଂଗ୍ରାମର ଡାକରା ଦେଇଛି ରାଜ୍ୟ ସ୍କୁଲ କଲେଜ ଶିକ୍ଷକ ମିଳିତ ମଞ୍ଚ। ଭୁବନେଶ୍ୱର ମହାତ୍ମାଗାନ୍ଧୀ ମାର୍ଗରେ ଶିକ୍ଷକମାନେ ସରକାର ବିରୋଧରେ ଗର୍ଜ୍ଜନ କରିବା ସହ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣାରେ ବସିବେ। ସେପଟେ ଖାତା ମୂଲ୍ୟାୟନ ନେଇ ସରକାର ଦମ୍ଭ ଦେଖାଇଛନ୍ତି। ବିକଳ୍ପ ବ୍ୟବସ୍ଥା […]