• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Temple Well

Body Of Woman Found In Temple Well
ମନ୍ଦିର କୂଅରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଅନୁଗୁଳ: ଅନୁଗୁଳ ଜିଲ୍ଲା ଛେଣ୍ଡିପଦାରେ ଏକ ମନ୍ଦିର କୂଅରୁ ମହିଳାଙ୍କ ମୃତଦେହ ଉଦ୍ଧାର। ଛେଣ୍ଡିପଦା ସନ୍ତରାବନ୍ଧ ବନଦୁର୍ଗା ମନ୍ଦିର କୂଅ ଭିତରୁ ଆଜି ସକାଳୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ଜଣକ କେନ୍ଦୁପଶି ଗାଁର ଏବଂ ସେ ୨ ଦିନ ହେବ ମନ୍ଦିରରେ ଅଧିଆ ପଡ଼ିଥିଲେ ବୋଲି ସୂଚନା ମିଳିଛି। କୂଅରୁ ପାଣି ଆଣିବାକୁ ଯାଇଥିବା ବେଳେ ଖସିପଡ଼ି ତାଙ୍କର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି।  ତେବେ ଏନେଇ ପୋଲିସ ତଦନ୍ତ ଜାରି ରହିଛି।