• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Thunderstorm Alert

weather report
ଅଧା ଓଡ଼ିଶାକୁ କାଳବୈଶାଖୀ ଆଲର୍ଟ

ରାଜଧାନୀରେ କୁଆପଥର ମାଡ଼ ସହ ବର୍ଷା ସମ୍ଭାବନା

kalabaisakhi
ଦିନ ୧୧ଟା ଭିତରେ ହୋଇପାରେ କାଳବୈଶାଖୀ, ୪ଟି ଜିଲ୍ଲାକୁ ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର: କାଳବୈଶାଖୀ ନେଇ  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ଦିନ ୧୧ଟା ଭିତରେ କାଳବୈଶାଖୀ ହେବାର ଆଶଙ୍କା କରାଯାଉଛି। ଏଥିପାଇଁ ୪ଟି ଜିଲ୍ଲାକୁ ସତର୍କ କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି ନୟାଗଡ଼, ଅନୁଗୁଳ, କଟକ ଓ ଖୋର୍ଦ୍ଧା। ଏହି ସମୟରେ ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କାଳବୈଶାଖୀ ପ୍ରଭାବରେ ତାପମାତ୍ରା ହ୍ରାସ […]

kalabaisakhi
ଝଡ଼ତୋଫାନ ଆଶଙ୍କା: ଆଲର୍ଟରେ ୧୩ ରାଜ୍ୟ

ନୂଆଦିଲ୍ଲୀ: ଉତ୍ତର ଓ ପୂର୍ବ ଭାରତରେ ୧୩ଟି ରାଜ୍ୟରେ ଝଡ଼ତୋଫାନ ଓ ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।  ଏହି ୧୩ଟି ରାଜ୍ୟ ପାଇଁ କେନ୍ଦ୍ର ଗୃହମନ୍ତ୍ରାଳୟ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଝଡ଼ ତୋଫାନ ଆଶଙ୍କାକୁ ଦେଖି ହରିୟାଣାରେ ଆଜି ଓ ଆସନ୍ତାକାଲି ସ୍କୁଲ ବନ୍ଦ କରାଯାଇଛି । ଆଜି ସକାଳେ ହରିୟାଣା, ହିମାଚଳ ପ୍ରଦେଶ, ଦିଲ୍ଲୀ ଆଦି ଅଞ୍ଚଳରେ ସକାଳୁ ବର୍ଷା ହୋଇଛି । ଉତ୍ତର ପ୍ରଦେଶ, […]

thunderstorm
୫ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର : କାଳବୈଶାଖୀ ପ୍ରଭାବରେ ଆଜି ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । କାଳବୈଶାଖୀ ପ୍ରଭାବରେ ଆଜି ରାଜ୍ୟର ୫ ଜିଲ୍ଲା- କନ୍ଧମାଳ, ବୌଦ୍ଧ, ସୋନପୁର, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାରେ ବର୍ଷା ହେବ। ଘନଘନ ବଜ୍ରପାତ ମଧ୍ୟ ହେବ। ଏହି ସମୟରେ ୫୦ରୁ ୬୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି।  ତେଣୁ ଘରୁ ନବାହାରିବା ପାଇଁ […]

moonsoon
ଆସନ୍ତା ୧୨-୧୩ ତାରିଖ ପର୍ଯ୍ୟନ୍ତ ଜାରି ରହିବ କାଳବୈଶାଖୀ ବର୍ଷା

ଭୁବନେଶ୍ୱର  : ଆସନ୍ତା ୧୨ – ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା। ପାଗରେ ସେଭଳି କିଛି ବିଶେଷ ପରିବର୍ତ୍ତନ ହେବ ନାହିଁ  ଉପକୂଳରେ ତାପମାତ୍ର କମ୍ ରହିବ ଏବଂ ଅପରାହ୍ଣରେ କାଳବୈଶାଖୀ ବର୍ଷା ହେବ ବୋଲି କହିଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ। ତେବେ ୭ରୁ ୮ ତାରିଖ ପରେ ବର୍ଷାର ମାତ୍ରା ବଢ଼ିବ ବୋଲି ପୂର୍ବାନୁମାନ କରାଯାଉଛି। ୮ ରୁ ୧୧ ତାରିଖ ଭିତରେ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ କାଳବୈଶାଖିର […]

storm
୧୫ଟି ଜିଲ୍ଲାରେ କାଳବୈଶାଖୀର ସତର୍କ ସୂଚନା

ଭୁବନେଶ୍ୱର  : ଆସୁଛି ବର୍ଷା ଓ ଝଡ଼ ତୋଫାନ୍‌। ଏହାର ପ୍ରଭାବ ରାଜ୍ୟର ୧୫ ଜିଲ୍ଲାରେ ଦେଖିବାକୁ ମିଳିବ। ଏହି ସମୟରେ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ଆଜି ରାତି ୮ଟା ୧୫ ପର୍ଯ୍ୟନ୍ତ ସତର୍କତା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। କିଛି ଦିନ ଧରି ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି। ଯାହାଫଳରେ ଜୀବନଯାତ୍ରା ପ୍ରଭାବିତ ହୋଇଥିଲା। ଲୋକେ ଘରୁ ବାହାରି ପାରୁନଥିଲେ। ଦିନ ୧୨ଟା ବେଳକୁ ରାସ୍ତାଘାଟ ଶୂନ୍‌ସାନ୍‌ ହୋଇଯାଉଥିଲା। କିନ୍ତୁ […]