ପୁରୀ ରଥ ଯାତ୍ରା : ପ୍ରଥମ ଥର ବୌଦ୍ଧ ଜିଲ୍ଲା ମାଧପୁର ରେଞ୍ଜରୁ ଆସିଲା ରଥକାଠ Mar 17, 2018 ପୁରୀ : ଶ୍ରୀଜିଉଙ୍କ ରଥ ନିର୍ମାଣ ପାଇଁ ପ୍ରଥମ ଥର ବୌଦ୍ଧ ଜିଲ୍ଲା ମାଧପୁର ରେଞ୍ଜରୁ ରଥକାଠ ଆସି ପୁରୀରେ ପହଞ୍ଚିଛି। ଗୋଟିଏ ଟ୍ରକରେ ୨୬ ଖଣ୍ଡ ଅସନ ଓ ୪…