• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Today Corona Updates In Odisha

odisha
ଓଡ଼ିଶାରେ ନୂଆ ୧,୦୬୮ କରୋନା ଆକ୍ରାନ୍ତ‌ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ୧,୦୬୮ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧,୦୬୮ ଆକ୍ରାନ୍ତଙ୍କ ମଧ୍ୟରୁ ୬୬୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୪୦୬  ରହିଛି। ଗଞ୍ଜାମରୁ ସର୍ବାଧିକ ୨୪୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୯,୧୭୫ରେ ପହଞ୍ଚିଛି।

corona 44
୨୪ ଘଣ୍ଟାରେ ଓଡ଼ିଶାରେ ୧,୪୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଗଞ୍ଜାମରେ ସର୍ବାଧିକ

ଭୁବନେଶ୍ୱର: ଓଡ଼ିଶାରେ ଦିନକରେ ୧,୪୩୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧,୪୩୪ ଆକ୍ରାନ୍ତଙ୍କ ମଧ୍ୟରୁ ୮୮୯ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୪୫ ରହିଛି। ଗଞ୍ଜାମରୁ ସର୍ବାଧିକ ୩୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୪,୯୧୩ରେ ପହଞ୍ଚିଛି।

coronavirus 55
ଓଡ଼ିଶାରେ ୧,୩୮୪ ନୂଆ କରୋନା ପଜିଟିଭ୍‌‌ ଚିହ୍ନଟ, କେବଳ ଗଞ୍ଜାମରୁ ୩୩୧

ଭୁବନେଶ୍ୱର: ଓଡ଼ିଶାରେ ଦିନକରେ ୧,୩୮୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧,୩୮୪ ଆକ୍ରାନ୍ତଙ୍କ ମଧ୍ୟରୁ ୮୭୩ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୧୧ ରହିଛି। ଗଞ୍ଜାମରୁ ସର୍ବାଧିକ ୩୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୬ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୬,୨୯୭ରେ ପହଞ୍ଚିଛି।

corona
୨୪ ଘଣ୍ଟାରେ ଓଡ଼ିଶାରେ ଚିହ୍ନଟ ହେଲେ ୧,୩୩୭ ନୂଆ କରୋନା ପଜିଟିଭ୍‌

ଭୁବନେଶ୍ୱର: ଓଡ଼ିଶାରେ ଦିନକରେ ୧,୩୩୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୩୩୭ ଆକ୍ରାନ୍ତଙ୍କ ମଧ୍ୟରୁ ୮୧୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୨୨ ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଦିଆଯାଇଛି। ଗଞ୍ଜାମରୁ ସର୍ବାଧିକ ୨୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୯,୦୧୮ରେ ପହଞ୍ଚିଛି।