Tag: Tokyo Olympic

Tokyo Olympics
ବନ୍ଦନା କଟାରିୟାଙ୍କ ହାଟ୍ରିକ୍ ଗୋଲ୍‌ ଇତିହାସ ରଚିଲା : ଭାରତ ଦକ୍ଷିଣ ଆଫ୍ରିକାକୁ ମାତ ଦେଲା

ଟୋକିଓ ଅଲିମ୍ପିକ୍ସରୁ ଭାରତ ପାଇଁ ଆସିଛି ଖୁସି ଖବର। ଭାରତୀୟ ମହିଳା ହକି ଦଳ ଦକ୍ଷିଣ ଆଫ୍ରିକାକୁ ୪-୩ ଗୋଲରେ ପରାସ୍ତ କରିଛି। ଭାରତ ପାଇଁ ବନ୍ଦନା କଟାରିୟା ତିନୋଟି ଗୋଲ୍‌ ଦେଇଥିବା ବେଳେ ନେହା ଗୋୟଲ ଗୋଟିଏ ଗୋଲ ସ୍କୋର କରିଥିଲେ। ତେବେ ଅଲିମ୍ପିକ୍ସ ମ୍ୟାଚ୍‌ରେ ହ୍ୟାଟ୍ରିକ୍ ସ୍କୋର କରିଥିବା ବନ୍ଦନା କଟାରିୟା ପ୍ରଥମ ଭାରତୀୟ ମହିଳା ଖେଳାଳି ହୋଇ ପାରିଛନ୍ତି। ଭାରତୀୟ ହକି ଦଳର ଏହି ବିଜୟ ପରବର୍ତ୍ତୀ ରାଉଣ୍ଡକୁ ଯିବାର ଆଶା ସଞ୍ଚାର କରିଛି।

Tokyo Olympics 2020 Opening Ceremony
ଟୋକିଓ ଅଲମ୍ପିକ ୨୦୨୧: ଉଦ୍‌ଘାଟନୀ ସମାରୋହରେ ଭାଗ ନେବେ ୨୬ ଭାରତୀୟ

ଆଜିଠାରୁ ବାଜିବ ଟୋକିଓ ଅଲିମ୍ପିକ୍ସ ବିଗୁଲ୍ । ଟୋକିଓ ଅଲିମ୍ପିକ୍ସର ଉଦଘାଟନୀ ସମାରୋହ ଆଜି ଅଲିମ୍ପିକ୍ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଏହି କ୍ରୀଡ଼ା ମହାକୁମ୍ଭର ଉଦଘାଟନୀ ସମାରୋହରେ ଭାରତର ୨୬ ଜଣ ସଦସ୍ୟ ଭାଗ ନେବେ । 

Tokyo Olympic
ଟୋକିଓ ଅଲିମ୍ପିକରେ ଆଉ ୧୫ କୋଭିଡ୍ ପଜିଟିଭ, ପ୍ରତିଦିନ ହେବ ୮୦ ହଜାର ଟେଷ୍ଟ

ଆଗାମୀ କିଛି ଦିନ ମଧ୍ୟରେ ୧୧ ହଜାର ୫୦୦ ଆଥଲେଟ୍ ଏବଂ ପ୍ରାୟ ୭୯ ହଜାର ପ୍ରଶାସକ, ସପୋର୍ଟ ଷ୍ଟାଫ୍ ଏବଂ ମିଡିଆ କର୍ମଚାରୀ ଜାପାନରେ ପହଞ୍ଚିବା ସହିତ ଟୋକିଓ ଅଲିମ୍ପିକ୍ସ ଆରମ୍ଭ ହେବ ।

narendra modi
ଭାରତୀୟ ଅଲମ୍ପିଆନ୍‌ଙ୍କ ସହ କଥା ହେଲେ ମୋଦି, ଦୂତିଙ୍କ ପରିବାରକୁ ବି ପ୍ରଶଂସା କଲେ

ଟୋକିଓ ଯିବାକୁ ଥିବା ଭାରତୀୟ ଖେଳାଳିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ । ଭିଡିଓ କନଫରେନ୍ସିଂ ମାଧ୍ୟମରେ ଖେଳାଳିଙ୍କୁ ଶୁଭାଶିଷ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିସିରେ ଖେଳାଳିଙ୍କ ସହ ଉପସ୍ଥିତ ପରିଜନଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଲେ ।

mana Patel
ସନ୍ତରଣକାରୀ ମାନା ପଟେଲଙ୍କୁ ଅଲମ୍ପିକ୍‌ ଟିକେଟ୍

ନୂଆଦିଲ୍ଲୀ: ଭାରତର ଆଉ ଜଣେ ସନ୍ତରଣକାରୀଙ୍କୁ ଅଲମ୍ପିକ୍ସ ଟିକେଟ୍ । ଦେଶର ପ୍ରଥମ ମହିଳା ସୁଇମର ଭାବେ ମାନା ପଟେଲ ଟୋକିଓ ଅଲମ୍ପିକ୍ସରେ ଭାଗ ନେବେ । ବ୍ୟାକ୍ ଷ୍ଟ୍ରୋକ୍ ଇଭେଣ୍ଟରେ ସିଧାସଳଖ ତାଙ୍କୁ ଅଲମ୍ପିକ୍ସକୁ ଏଣ୍ଟ୍ରି ମିଳିଛି । ବିଶ୍ୱବିଦ୍ୟାଳୟ…

dutee-chand
ରାଜୀବ ଗାନ୍ଧି ଖେଳରତ୍ନ ପୁରସ୍କାର ଦୌଡରେ ଅଲମ୍ପିଆନ୍ ଦୂତି ଚାନ୍ଦ

ନୂଆଦିଲ୍ଲୀ: ରାଜୀବ ଗାନ୍ଧି ଖେଳରତ୍ନ ପୁରସ୍କାର ଦୌଡରେ ଅଲମ୍ପିଆନ୍ ଦୂତି ଚାନ୍ଦ । ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ତାଙ୍କ ନାମକୁ କେନ୍ଦ୍ରକୁ ସୁପାରିଶ କରାଯାଇଛି । ସେହିଭଳି ଟୋକିଓ ଅଲମ୍ପିକ୍ ପାଇଁ ଭାରତୀୟ ହକି ଦଳରେ ସ୍ଥାନ ପାଇଥିବା ବୀରେନ୍ଦ୍ର…

Deep-Grace
ଟୋକିଓ ଅଲିମ୍ପିକ୍ସ ଭାରତୀୟ ମହିଳା ହକି ଦଳରେ ଓଡ଼ିଆ ଝିଅ ଦୀପ ଗ୍ରେସ୍‌

ନୂଆଦିଲ୍ଲୀ: ଓଡିଆ ମହିଳା ହକି ଷ୍ଟାର ଦୀପ ଗ୍ରେସ ଏକ୍କାଙ୍କୁ ଅଲିମ୍ପିକ ଟିକେଟ । ଟୋକିଓ ଅଲିମ୍ପିକ୍ସ ପାଇଁ ଘୋଷିତ ୧୬ ଜଣିଆ ଭାରତୀୟ ମହିଳା ହକି ଦଳରେ ଏକମାତ୍ର ଓଡ଼ିଆ ଭାବେ ସ୍ଥାନ ପକ୍କା କରିଛନ୍ତି ଦୀପ ଗ୍ରେସ୍ ।…