ଆଦିବାସୀ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ Apr 19, 2018 ବାରିପଦା: ପୁଣି ଲଜ୍ଜା। ବାରିପଦା ଠାକୁରମୁଣ୍ଡା ଥାନା ଅଞ୍ଚଳରେ ଜଣେ ଆଦିବାସୀ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ପରିବାର ଲୋକଙ୍କ ସହ ଉଡ଼ା ପର୍ବ…