• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Union Minister Piyush Goyal

Union Minister Piyush Goyal
ପୀୟୂଷ ଗୋୟଲଙ୍କୁ ଗୁରୁଦାୟିତ୍ୱ, ରାଜ୍ୟସଭା ସଂସଦୀୟ ଦଳ ନେତା ଘୋଷିତ

ବରିଷ୍ଠ ବିଜେପି ନେତା ତଥା କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ବିଜେପିର ରାଜ୍ୟସଭା ସଂସଦୀୟ ଦଳ ନେତା ଘୋଷଣା କରାଯାଇଛି । ଥାୱରଚନ୍ଦ ଗେହଲଟଙ୍କ ସ୍ଥାନରେ ତାଙ୍କୁ ଦାୟିତ୍ୱ ଦିଆଯାଇଛି ।

piyush goyal
ପରଲୋକରେ କେନ୍ଦ୍ର ରେଳ ମନ୍ତ୍ରୀ ପୀୟୁଷ ଗୋୟଲଙ୍କ ମା’

ନୂଆଦିଲ୍ଲୀ: କେନ୍ଦ୍ର ରେଳ ମନ୍ତ୍ରୀ ପୀୟୁଷ ଗୋୟଲଙ୍କ ମା’ ଚନ୍ଦ୍ରକାନ୍ତା ଗୋୟଲଙ୍କ ଆଜି ସକାଳେ ପରଲୋକ ହୋଇଛି। କେନ୍ଦ୍ରମନ୍ତ୍ରୀ ନିଜେ ଟ୍ୱିଟ୍‌ କରି ଏହି ସୂଚନା ଦେଇଛନ୍ତି। ଟ୍ୱିଟ୍‌ରେ କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲ୍‌ ତାଙ୍କ ମା’ଙ୍କ ଏକ ଫଟୋ ଶେଆର୍‌ କରି ଲେଖିଛନ୍ତି, ‘ସ୍ନେହ ଓ ଭଲ ପାଇବା ମାଧ୍ୟମରେ ସବୁବେଳେ ବାଟ ଦେଖାଉଥିବା ମୋର ପୂଜ୍ୟ ମା’ଙ୍କ ଆଜି ସକାଳେ ସ୍ୱର୍ଗବାସୀ ହୋଇଛି। ସାରା ଜୀବନ ସେ ସେବାରେ ବିତାଇଛନ୍ତି। ଆମ୍ଭମାନଙ୍କୁ ମଧ୍ୟ ସେବା ମନୋଭାବ […]