ବାରାଣସୀ ପୋଲ ଦୁର୍ଘଟଣାରେ ସରିଲା ଉଦ୍ଧାର କାର୍ଯ୍ୟ May 16, 2018 ବାରାଣସୀ : ଉତ୍ତର ପ୍ରଦେଶ ବାରାଣସୀର କ୍ୟାଣ୍ଟେନମେଣ୍ଟ ରେଲେଓ୍ୱ ଷ୍ଟେସନ ନିକଟରେ ନିର୍ମାଣାଧୀନ ବ୍ରିଜ ଭୁଶୁଡିବା ଘଟଣାରେ ଶେଷ ହୋଇଛି ଉଦ୍ଧାର କାର୍ଯ୍ୟ।…