• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Villagers Protest

People district deprived of govt schemes
ଏମାନେ କାହିଁକି ଅଯୋଗ୍ୟ ?

ଆମେ ବି ତୁମ ଭୋଟର.. ଇଲେକ୍ସନ ବେଳେ ଆସୁଛ.. ପ୍ରତିଶ୍ରୁତି ଦେଇ ଭୋଟ୍ ମାଗୁଛ.. ଇଲେକ୍ସନ ସରିଗଲେ ଆମେ କିଏ ତୁମେ କିଏ ? କୁହ ସରକାର.. ଆମେ କାହିଁକି ଅଯୋଗ୍ୟ ?

Villagers protest
ଟାଟା ଅଧିକୃତ ଜମିରେ ଫର୍ଟିଲାଇଜର ପ୍ଲାଣ୍ଟକୁ ବିରୋଧ

ଟାଟା ଅଧିକୃତ ଜମିରେ ସାର କାରଖାନାକୁ ତୀବ୍ର ବିରୋଧ । କମ୍ପାନୀ ନିର୍ମାଣ ସ୍ଥଳକୁ ଧସେଇ ପସିବା ସହ ଧାରଣା ଦେଇଛନ୍ତି ଶତାଧିକ ଗ୍ରାମବାସୀ ।

Villagers Invite MLA To Inaugurate Fake Telecom Tower
ବିଧାୟକଙ୍କୁ ଭଦ୍ର ଅପମାନ: ଫେକ୍‌ ମୋବାଇଲ୍‌ ଟାୱାର କରି ଉଦ୍‌ଘାଟନ ପାଇଁ ନିମନ୍ତ୍ରଣ କଲେ

ନିର୍ବାଚନ ପ୍ରତିଶ୍ରୁତି ପୂରଣ କରିନଥିବାରୁ ବିଧାୟକଙ୍କୁ ହଟହଟା କଲେ ସାଧାରଣ ଲୋକେ। ବାଉଁଶରେ ପ୍ରତୀକାତ୍ମକ ମୋବାଇଲ୍‌ ଟାଓ୍ୱାର କରି ଉଦ୍‌ଘାଟନ ପାଇଁ ନିମନ୍ତ୍ରଣ କରି ଅଭିନବ ଉପାୟରେ ପ୍ରତିବାଦ ଜଣାଇଛନ୍ତି ଗାଁ ଲୋକେ।

Villagers of 3 village hold protest
’ଆମ ଗାଁରେ ଆମ ସରକାର ’: ସରକାରୀ ବାବୁଙ୍କ ମନ ମୁତାବକ କାମ ବିରୋଧରେ ଗ୍ରାମବାସୀଙ୍କ ମେଳି

"ଆମ ଗାଁରେ ଆମେ ସରକାର" । ଏପରି ନାରା ଦେଇ ତାତିଲେଣି ଗ୍ରାମବାସୀ । ପଛୁଆ ଲୋକଙ୍କ ପାଇଁ ମାଳ ମାଳ ସରକାରୀ ଯୋଜନା ଥିବାବେଳେ ସରକାରୀ ବାବୁଙ୍କ ମନ ମୁତାବକ କାମ ଯୋଗୁଁ ଅସନ୍ତୋଷ ଜାହରି କରିଛନ୍ତି । ଏହାସହ ଏହାକୁ ସରକାରୀ ବାବୁଙ୍କ ବିରୋଧରେ ଗାଁ ଲୋକ ମେଳି ଆରମ୍ଭ କରିଦେଲେଣି ।