• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Weather Alert In Odisha

Yellow Warning Alert
ବଜ୍ରାଘାତ, ଝଡ଼ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଚଳିତ ସିଜିନରେ ତାତିର ସବୁ ରେକର୍ଡ ପାର୍ କରିଛି ପଶ୍ଚିମ ଓଡ଼ିଶାର ପ୍ରମୁଖ ସହର।

Weather Alert In Odisha
କାଳବୈଶାଖୀ ସମ୍ଭାବନା: ଆଜି ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହରେ ଜଳୁଛି ପଶ୍ଚିମ ଓଡ଼ିଶା। ତତଲା ତାଓ୍ୱା ପାଲଟିଛି ଝାରସୁଗୁଡ଼ା। ଆଜି ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ। ଆଜି ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି।

heavy rainfall
ଆଜିଠୁ ଓଡ଼ିଶାରେ ବଢ଼ିପାରେ ବର୍ଷାର ପରିମାଣ, ୭ ଜିଲ୍ଲାରେ ପ୍ରବଳ ବର୍ଷିବ !

ଭୁବନେଶ୍ୱର: ଓଡ଼ିଶାରେ ଏବେ ମୌସୁମୀ ସ୍ୱାଭାବିକ ଥିବାବେଳେ ବର୍ଷାର ପରିମାଣ କମ୍ ରହିଛି। ଆଜିଠୁ ବର୍ଷାର ପରିମାଣ ବଢ଼ିପାରେ। ଏ ନେଇ ୭ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, କୋରାପୁଟ, ନୂଆପଡ଼ା ଓ ବରଗଡ଼। ଏସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତାକାଲି ଓ ୧୪ ତାରିଖ ସାରା ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା […]

thunder
୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: କାଲି ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଝଡ଼ବର୍ଷା ସହ ବଜ୍ରପାତ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି। ସେହି ଜିଲ୍ଲାଗୁଡିକ ହେଲା- କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼,…

rain
୮ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳରୁ ଅଗ୍ରସର ହୋଇ ଉପକୂଳ କର୍ଣ୍ଣାଟକ, ଗୋଆ ଓ ମହାରାଷ୍ଟ୍ରର କେତେକ ଅଞ୍ଚଳ ଅତିକ୍ରମ କରିଛି। ଏହାସହ ତେଲଙ୍ଗାନା, ଆନ୍ଧ୍ରପ୍ରଦେଶର କେତେକ ଅଞ୍ଚଳ ମୌସୁମୀ ବାୟୁ ଛୁଇଁଥିବା ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ଏହାର…

cyclonic storm
୧୬ ତାରିଖ ସୁଦ୍ଧା ସାଇକ୍ଲୋନିକ ଷ୍ଟର୍ମ ରୂପ ନେଇପାରେ ଆରବ ସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର: ଗତକାଲି ସକାଳେ ଦକ୍ଷିଣପୂର୍ବ ଆରବ ସାଗର ଓ ଲାକ୍ଷାଦ୍ୱୀପ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। କ୍ରମଶଃ ଏହା ଘନୀଭୂତ ହୋଇ ୧୬ ତାରିଖ ସୁଦ୍ଧା ଏହା ସାଇକ୍ଲୋନିକ ଷ୍ଟର୍ମର ରୂପ ନେଇପାରେ। ଆଜି ଏହା ଲାକ୍ଷାଦ୍ୱୀପ ଉପରେ ୱେଲ୍‌ମାକର୍ଡ…