• translate

Tag: West Bengal Election 2021

mithun
ବିବାଦୀୟ ଭାଷଣ ଦେଇ ଫଶିଲେ ମେଗାଷ୍ଟାର ମିଥୁ୍‌ନ୍ ଚକ୍ରବର୍ତ୍ତୀ

କୋଲକାତା : ବିବାଦୀୟ ଭାଷଣ ଦେଇ ଫଶିଲେ ମେଗାଷ୍ଟାର ମିଥୁ୍‌ନ୍ ଚକ୍ରବର୍ତ୍ତୀ । ଭାରତୀୟ ଜନତା ପାର୍ଟିର ନେତା ତଥା ଚଳଚ୍ଚିତ୍ର ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବିବାଦୀୟ ଭାଷଣ ଦେବା ମାମଲାରେ କୋଲକାତା ପୋଲିସ ଭର୍ଚୁଆଲ ପଚରାଉଚରା କରିଛି  ମିଥୁନଙ୍କୁ କୋଲକାତାର…

Mamata Banerjee
ପଶ୍ଚିମବଙ୍ଗରେ ରାଲି ଓ ପ୍ରଚାର ସମୟକୁ କମ୍‌ କରିବାକୁ ନିଷ୍ପତ୍ତି ନେଲେ ଦିଦି

ବଙ୍ଗରେ ଆଉ ଅଧିକ ସମୟ ପ୍ରଚାର କରିବେ ନାହିଁ ଦିଦି। ଦେଶରେ ଲଗାତାର ସଂକ୍ରମଣ ହାର ବଢୁଥିବାରୁ ଦିଦି ଏମିତି ନିଷ୍ପତ୍ତି ନେଇଛନ୍ତି। ତେବେ ପ୍ରଚାର ସଂପୂର୍ଣ୍ଣ ବନ୍ଦ କରିବେ ନାହିଁ ବରଂ ପ୍ରଚାର ସମୟକୁ କମାଇ ଦେବେ ବୋଲି ସୂଚନା ମିଳିଛି।

West-bengal-election
ପଶ୍ଚିମବଙ୍ଗରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ : ସକାଳ ୭ରୁ ମତଦାନ ଆରମ୍ଭ, ଭୋଟରଙ୍କ ଲମ୍ବା ଧାଡ଼ି

କୋଲକାତା : ଆଜି ପଶ୍ଚିମବଙ୍ଗରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ହେଉଛି । ସକାଳ ୭ଟାରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛିଅ ଯାହା ସଂଧ୍ୟା ୬ଟା ଯାଏ ଚାଲିବ ।  ପଞ୍ଚମ ପର୍ଯ୍ୟାୟରେ ଆଜି ୬ଟି ଜିଲ୍ଲାର ୪୫ଟି ଆସନରେ ଭୋଟ୍ ଗ୍ରହଣ ହେଉଛି । ଆଜି ୩୯ ଜଣ ମହିଳାଙ୍କ ସମେତ ୩୧୯ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର । ୨୦୧୯ ଲୋକସଭା ନିର୍ବାଚନରେ ଏହି ସବୁ ନିର୍ବାଚନମଣ୍ଡଳୀରେ ବିଜେପି ଭଲ […]

mamta
ଆଗାମୀ ୩ଟି ପର୍ଯ୍ୟାୟ ନିର୍ବାଚନ ଥରକରେ କରିବାକୁ କହିଲେ ଦିଦି, ନିର୍ବାଚନ କମିଶନ କହିଲେ..

କୋଲକାତା: ପଶ୍ଚିମବଂଗରେ ହେବାକୁ ଥିବା ବଳକା ବିଧାନସଭା ଆସନ ଗୁଡିକରେ ଭୋଟଗ୍ରହଣ ଗୋଟିଏ ପର୍ଯ୍ୟାୟରେ କରିବାକୁ ପଶ୍ଚିମବଂଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିର୍ବାଚନ କମିଶନଙ୍କୁ ଜଣାଇଛନ୍ତି।  ଆସନ୍ତାକାଲି ପଶ୍ଚିମବଙ୍ଗରେ ୫ମ ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବା ବେଳେ ପରବର୍ତ୍ତୀ ସମୟରେ ଆଉ ତିନିଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ । ମହାମାରୀ ସମୟରେ ୮ଟି ପର୍ଯ୍ୟାୟରେ ନିର୍ବାଚନ ପାଇଁ ନିର୍ବାଚନ କମିଶନଙ୍କ ନିଷ୍ପତ୍ତିକୁ ବିରୋଧ କରି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଟ୍ୱିଟ୍ କରିଛନ୍ତି । କରୋନା ସଂକ୍ରମଣ […]

mithun
ମିଥୁନଙ୍କ ରୋଡ୍ ଶୋ’ ପରେ ବିଜେପି ଗାଡ଼ିକୁ ଭଙ୍ଗାରୁଜା, ଦାଦା କହିଲେ ହାରିବା ଭୟରେ ଏଭଳି କରୁଛନ୍ତି ଦିଦି...

ପଶ୍ଚିମବଙ୍ଗରେ ଚତୁର୍ଥ ପର୍ଯ୍ୟାୟ ମତଦାନ ପାଇଁ ଗୁରୁବାର ହେଉଛି ପ୍ରଚାରର ଶେଷ ଦିନ । ଗୁରୁବାର ସନ୍ଧ୍ୟା ପରେ ‍ଆଉ ସୁଭିବନି ପ୍ରଚାର ଗାଡ଼ିର ଶବ୍ଦ, କି ପ୍ରାର୍ଥୀଙ୍କୁ ପ୍ରଚାର ପାଇଁ ନାହିଁ ଅନୁମତି। ଏହି ପର୍ଯ୍ୟାୟରେ ୪୪ ଟି ଆସନ ପାଇଁ ଆସନ୍ତା ୧୦ ତାରିଖ ଦିନ ମତଦାନ ଗ୍ରହଣ କରାଯିବ। ଏଭଳି ପରିସ୍ଥିତିରେ ଗୁରୁବାର ସନ୍ଧ୍ୟାରେ ବିଜେପି ଷ୍ଟାର ପ୍ରଚାରକ ମିଥୁନ ଚକ୍ରବର୍ତ୍ତୀ ରୋଡ୍ ଶୋ’ ଶେଷ କରି ଫେରୁଥିବା ବେଳେ ତାଙ୍କ ଟିମରେ […]

Mamata Banerjee
ମମତାଙ୍କ ପାଇଁ ବଢ଼ିଲା ଅଡ଼ୁଆ; ନିର୍ବାଚନ ଆୟୋଗ ଜାରି କଲେ ନୋଟିସ୍, ୪୮ ଘଣ୍ଟାରେ ଜବାବ ତଲବ..

କୋଲକତା: ପଶ୍ଚିମବଙ୍ଗରେ ମମତାଙ୍କ ପାଇଁ ବଢ଼ିଲା ଅଡ଼ୁଆ। ନୋଟିସ୍ ଜାରି କଲେ ନିର୍ବାଚନ ଆୟୋଗ। କହିଲେ, ୪୮ ଘଣ୍ଟାରେ ଜବାବ ଦିଅ। ମମତାଙ୍କ ଗଡ଼ କୁହଯାଉଥିବା ପଶ୍ଚିମବଙ୍ଗରେ ଏବେ ଖୋଦ୍ ମମତାଙ୍କ ସ୍ଥିତି ଟଳମଳ ହେଲାଣି। କିଏ ଯିବ କିଏ ହାରିବ, କାହାର ସରକାର ହେବ ସେନେଇ ଟିଏମସି ନେତା ମଧ୍ୟ ଦ୍ୱନ୍ଦ୍ୱରେ ଥିବା ଦେଖାଯାଉଛି। ଗୋଟିଏ ପଟେ ମମତା ଛାତି ପିଟି ସରକାର ଗଠନ କରିବେ ବୋଲି ନିର୍ବଚନୀ ସଭା ମଞ୍ଚରେ କହୁଥିବା ବେଳେ ତାଙ୍କ […]

modi-cooch-behar
ଦିଦିଙ୍କ ବିରୋଧରେ ଦେଉଥିଲେ ରଣହୁଙ୍କାର, ହେଲେ ହଠାତ୍ ମୋଦିଙ୍କ ସ୍ୱର ନରମି ଗଲା..

କୁଚବେହାର: ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଦାରତା ଓ ମାନବିକତାର ପରିଚୟ ସାମ୍ନାକୁ ଆସିଲା। ପଶ୍ଚମବଙ୍ଗରେ ର୍ନିବାଚନୀ ପ୍ରଚାର ବେଳେ ମମତାଙ୍କ ବିରୋଧରେ ରଣହୁଙ୍କାର ଦେଉଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ୱର ଅଚାନକ ନରମ ପଡ଼ିଗଲା।

mamata-modi
୨୦୨୪ରେ ମୋଦିଙ୍କ ବିରୋଧରେ ବାରାଣାସୀରେ ଛିଡ଼ା ହେବେ ମମତା ବାନାର୍ଜୀ !

ଉଠୁଛି ପଡୁଛି ପଶ୍ଚିମବଙ୍ଗ ରାଜନୀତି। ମୋଦି-ଦିଦିଙ୍କ ମଧ୍ୟରେ ଚାଲିଛି ଘମାଘୋଟ ଲଢେଇ। ଗୋଟିଏ ପଟେ ନିଜ ପାରମ୍ପରିକ ଆସନରୁ ଏଥର ନିର୍ବାଚନ ନଲଢି ନନ୍ଦିଗ୍ରାମରୁ ନିର୍ବାଚନ ଲଢୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମସି ମୁଖ୍ୟ ମମତା ବାନାର୍ଜୀ।

subhendu
ନନ୍ଦିଗ୍ରାମରେ ଶୁଭେନ୍ଦୁ ଅଧିକାରୀଙ୍କ କାରକେଡ୍ ଉପରେ ଆକ୍ରମଣ

କୋଲକାତା: ପଶ୍ଚିମବଙ୍ଗରେ ପୁଣି ନିର୍ବାଚନୀ ହିଂସା । ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଜାରି ରହିଥିବା ବେଳେ ନନ୍ଦିଗ୍ରାମରେ ମମତା ବାନାର୍ଜୀଙ୍କ ବିରୋଧରେ ଲଢୁଥିବା ଶୁଭେନ୍ଦୁ ଅଧିକାରୀଙ୍କ କାରକେଡ୍ ଉପରେ ଆକ୍ରମଣ ହୋଇଛି ।  ଶୁଭେନ୍ଦୁ ଅଧିକାରୀଙ୍କ କାରକେଡ଼୍ ଉପରକୁ ପଥର ମାଡ଼ କରିବା ସହ ତାଙ୍କର ଗାଡ଼ି ଭଙ୍ଗାରୁଜା କରିଛନ୍ତି ଦୁର୍ବୃତ୍ତ । ତେବେ ଆକ୍ରମଣରେ ଶୁଭେନ୍ଦୁ ଆହ୍ ହୋଇଥିବା ବେଳେକାରକେଡରେ ଥିବା ତାଙ୍କର  କିଛି ଗାଡିର କାଚ ଭାଙ୍ଗିଯାଇଛି । ଏହାସହ  ନନ୍ଦିଗ୍ରାମର କମଲପୁର ଠାରେ […]

election-11
ଫଟୋରେ ଖବର: ପଶ୍ଚିମବଙ୍ଗରେ ୨ୟ ପର୍ଯ୍ୟାୟ ମତଦାନର କିଛି ଝଲକ....

ପଶ୍ଚିମବଙ୍ଗରେ ଆଜି ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ସମସ୍ତଙ୍କ ନଜର ଆଜିର ମତଦାନ ଉପରେ। ଆଜି ଟିଏମସି ମୁଖ୍ୟ ମମତା ବାନାର୍ଜୀ ଏବଂ ତାଙ୍କର ଘନିଷ୍ଠ ଶୁଭେନ୍ଦୁ ଅଧିକାରୀଙ୍କ ଭାଗ୍ୟ ବନ୍ଦୀ ହେବ ଭୋଟ ବାକ୍ସରେ। ଦେଖନ୍ତୁ, ନିର୍ବାଚନୀ ଖବରର କିଛି ଝଲକ ଫଟୋରେ…

wb election.-2
ପଶ୍ଚିମବଙ୍ଗରେ ୨ୟ ପର୍ଯ୍ୟାୟ ନିର୍ବାଚନ: ମମତା ଓ ଶୁଭେନ୍ଦୁଙ୍କ ଉପରେ ସମସ୍ତଙ୍କ ଆଖି

କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଆଜି ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ମତଦାନ। ଏହି ପର୍ଯ୍ୟାୟରେ ୩ଟି ଜିଲ୍ଲାର ୩୦ଟି ସିଟ୍‌ରେ ମତଦାନ ହେଉଛି । ଭୋଟ୍ ଗ୍ରହଣ ସକାଳ ୭ଟାରୁ ଆରମ୍ଭ ହୋଇଛିଅ। ସଂଧ୍ୟା ୬ଟା ଯାଏଁ ଚାଲିବ। ଦକ୍ଷିଣ ୨୪ ପ୍ରଗଣା, ବାଙ୍କରା ଓ ମେଦିନିପୁର ଜିଲ୍ଲାରେ ଭୋଟ୍ ନିଆଯାଉଛି । ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ମଇଦାନରେ ମୋଟ୍ ୧୭୧ ଜଣ ପ୍ରାର୍ଥୀ ଅଛନ୍ତି । ଏମାନଙ୍କ ମଧ୍ୟରେ ୧୫୨ ଜଣ ପୁରୁଷ ପ୍ରାର୍ଥୀ […]

amit shah
ବଙ୍ଗରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଲାଗି ଆଜି ସରିବ ପ୍ରଚାର

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ, ଆଜି ପ୍ରଚାର ଶେଷ     ପଶ୍ଚିମବଙ୍ଗରେ ଏପ୍ରିଲ ୧ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ    ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ପ୍ରଚାର ସରୁଛି     ପ୍ରଚାର ଶେଷ ଦିନରେ ନନ୍ଦିଗ୍ରାମରେ ହାଇ ଭୋଲଟେଜ୍ କ୍ୟାମ୍ପେନ     ସେପଟେ ବିଜେପି ପାଇଁ ପ୍ରଚାର କରିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ     ଗତକାଲି ଶୋଭାଯାତ୍ରା କରିଥିଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ   କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଏପ୍ରିଲ ୧ରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେଉଥିବାବେଳେ ଆଜି ଏହାର ପ୍ରଚାର […]

VOTING
ସାଢ଼େ ୯ଟା ସୁଦ୍ଧା ଆସାମାରେ ୧୦.୩ ଓ ବଙ୍ଗରେ ୧୪.୨ ପ୍ରତିଶତ ମତଦାନ

ପଶ୍ଚିମବଙ୍ଗ ଓ ଆସାମ ବିଧାନସଭା ନିର୍ବାଚନରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ ଜାରି ରହିଛି । ପଶ୍ଚିମବଙ୍ଗରେ ସକାଳ ୯ଟା ୩୦ ସୁଦ୍ଧା ୧୪.୩ ପ୍ରତିଶତ ମତଦାନ ହୋଇଛି ବୋଲି ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ମତଦାନ ବେଳେ କେତେକ ସ୍ଥାନରେ ସାମାନ୍ୟ ହିଂସା ଦେଖିବାକୁ ମିଳିଛି । ଭୋଟିଂ ବେଳେ ପୂର୍ବ ମେଦିନିପୁର ଜିଲ୍ଲାର ଭଗବାନପୁର ନିର୍ବାଚନମଣ୍ଡଳୀ ସତସତମଲ ବୁଥରେ ହିଂସାକାଣ୍ଡ ହୋଇଛି । ମତଦାନ ବେଳେ ଗୁଳିକାଣ୍ଡ […]

election
ମତଦାନ ବେଳେ ହିଂସାକାଣ୍ଡ, ଫୁଟିଲା ଗୁଳି

କୋଲକାତା: ଗୋଟିଏ ପଟେ ମତଦାନ ଚାଲିଥିବା ବେଳେ ଅନ୍ୟପଟେ ଦେଖିବାକୁ ମିଳିଛି ହିଂସା।ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଆଜି ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ଆରମ୍ଭ ହୋଇଛି। ମତଦାନ ବେଳେ କେତେକ ସ୍ଥାନରେ ସାମାନ୍ୟ ହିଂସା ଦେଖିବାକୁ ମିଳିଛି। ଭୋଟିଂ ବେଳେ ପୂର୍ବ ମେଦିନାପୁର ଜିଲ୍ଲାର ସତସତମଲ ଓ ଭଗବାନପୁର ନିର୍ବାଚନମଣ୍ଡଳୀ ବୁଥ୍‌ରେ ହିଂସାକାଣ୍ଡ ହୋଇଛି। ମତଦାନ ବେଳେ ଗୁଳିକାଣ୍ଡ ହେବାରୁ ୨ ଜଣ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି। ତୃଣମୂଳ କଂଗ୍ରେସ ସମର୍ଥକମାନେ ବୁଥ୍‌ରେ ଆତଙ୍କରାଜ ଚଳାଇଥିବା […]

violence-in-wb
ଭୋଟ୍‌ ପୂର୍ବରୁ ଲଗାତାର ହିଂସା ହେଉଛି ପଶ୍ଚିମବଙ୍ଗରେ

ନିର୍ବାଚନ ପାଖେଇବା ସହ, ବଙ୍ଗରେ କେବଳ ପ୍ରଚାର ଲଢ଼େଇ ଦେଖିବାକୁ ମିଳୁନି, ବିଭିନ୍ନ ସ୍ଥାନରୁ ସାମ୍ନାକୁ ଆସୁଛି ରାଜନୈତିକ ହିଂସାର ଚିନ୍ତାଜନକ ଖବର। ଗତରାତିରେ ଉତ୍ତର ୨୪ ପ୍ରଗଣାରେ ବିଜେପି ସାଂସଦଙ୍କ ଘର ପାଖରେ ସିରିଜ ବୋମାମାଡ଼ ହୋଇଥିବା ବେଳେ, ଆଜି ନନ୍ଦିଗ୍ରାମରେ ବିଜେପି କର୍ମୀଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି।

OTV-PORTAL-MODI
କାଲି ପୁଣି ପଶ୍ଚିମବଙ୍ଗ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

ପଶ୍ଟିମବଙ୍ଗବାସୀଙ୍କୁ ଭୋଟ୍ ମାଗିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆସନ୍ତାକାଲି ପୁରୁଲିଆରେ ବିଶାଳ ନିର୍ବାଚନୀ ରାଲିକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ବୋଲି ସୂଚନା ମିଳିଛି। ମୋଦିଙ୍କ ଗସ୍ତକୁ ନେଇ ପଶ୍ଟିମବଙ୍ଗ ବିଜେପି ଶିବିରରେ ବଡ ଧରଣର ପ୍ରସ୍ତୁତି ଚାଲିଛି

mamata-saha
୨ଶହରୁ ଅଧିକ ଆସନ ଜିତି ସରକାର ଗଢିବ ବିଜେପି: ଶାହା

କୋଲକାତା: ପଶ୍ଚିମବଙ୍ଗରେ ୨ଶହରୁ ଅଧିକ ଆସନ ଜିତି ସରକାର ଗଢିବ ବିଜେପି। ଖଡଗପୁରରେ ବିଶାଳ ରୋଡ୍ ସୋ ଅବସରରେ ଏଭଳି ଦାବି କରିଛନ୍ତି ଗୃହମନ୍ତ୍ରୀ ଅମିତ ଶାହା। ଗୃହମନ୍ତ୍ରୀ କହିଛନ୍ତି, ବିଜେପି ସରକାର ବେଙ୍ଗଲରେ ପରିବର୍ତ୍ତନ ଆଣିବାରେ ସଫଳ ହେବ। ପୁଣିଥରେ ସୋନାର ବାଙ୍ଗଲା ଗଠନ ହେବ।  ପଶ୍ଟିମବଙ୍ଗବାସୀ ମଧ୍ୟ ପରିବର୍ତ୍ତନ ଚାହୁଁଥିବା କହିଛନ୍ତି ଶାହା। ଆଜି ଖଡ଼ଗପୁରରେ ମେଗା ରୋଡ୍ ସୋ କରିଛନ୍ତି ଗୃହମନ୍ତ୍ରୀ ଅମିତ ଶାହା। ଶାହାଙ୍କ ରୋଡ୍ ସୋରେ ଜନସମୁଦ୍ର ପାଲଟିଥିଲା।  ବିଶାଳ […]

mamata
’ନନ୍ଦିଗ୍ରାମରେ ମମତାଙ୍କ ଉପରେ ହୋଇଥିବା ଆକ୍ରମଣର କୌଣସି ପ୍ରମାଣ ନାହିଁ ’

କୋଲକାତା: ଦିଦିଙ୍କ ଉପରେ ହୋଇନି ଆକ୍ରମଣ।  ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜଙ୍କ ଗୋଡ଼ରେ ଆଘାତ ଲାଗିବା ଘଟଣାର ଚିତ୍ର ସ୍ପଷ୍ଟ ହୋଇଯାଇଛି। ଅନେକ ଆରୋପ ପ୍ରତ୍ୟାରୋପ ପରେ ନିର୍ବାଚନ କମିସନ୍ ଏହି ଘଟଣାକୁ ଖାରଜ କରିଛନ୍ତି ।  ଭିନ୍ନ ଭିନ୍ନ ରିପୋର୍ଟ ଅଧାରରେ ମମତାଙ୍କ ଉପରେ କୌଣସି ଆକ୍ରମଣ ହୋଇନଥିବା ନିର୍ବାଚନ କମିସନ କହିଛନ୍ତି । କାରଣ ଏହି ଘଟଣାରେ କୌଣସି ପ୍ରମାଣ ନାହିଁ। ଅର୍ଥାତ ମମତାଙ୍କ ଗୋଡ଼ରେ ଆଘାତ ଲାଗିବା ଆକ୍ରମଣ ନୁହେଁ ଏକ ଦୁର୍ଘଟଣା […]

amit saha
୫ ରାଜ୍ୟ ଲାଗି ଆଜି ପ୍ରାର୍ଥୀ ଘୋଷଣା କରିପାରେ ବିଜେପି, ସେପଟେ ବଙ୍ଗରେ ରୋଡ୍‌ ସୋ' କରିବେ ଶାହ

୫ ରାଜ୍ୟର ବିଧାନସଭା ନିର୍ବାଚନକୁ ନେଇ ଆଜି ବିଜେପି ପ୍ରାର୍ଥୀ ଘୋଷଣା କରିପାରେ। ଗତକାଲି ବିଜେପିର ଗୁରୁତ୍ୱପୂର୍ଣ୍ଣ କେନ୍ଦ୍ରୀୟ ନିର୍ବାଚନ କମିଟିର ବୈଠକରେ ଅନେକ ବିଚାର ବିମର୍ଷ କରାଯାଇଛି। ଏହାସହ ବିଳମ୍ବିତ ରାତିରେ ବୈଠକ ଶେଷ ହୋଇଛି।

Mamata Banerjee
ହୁଇଲ ଚେୟାରରେ ଡାକ୍ତରଖାନାରୁ ଘରକୁ ଫେରିଲେ ମମତା ବାନାର୍ଜୀ

କୋଲକାତା: ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଶୁକ୍ରବାର ଅପରାହ୍ନରେ ଦିଦି ଚିକିତ୍ସିତ ହେଉଥିବା କୋଲକାତାର SSKM ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି । ଡାକ୍ତରଖାନାରୁ ଫେରିବା ପରେ ସେ ତାଙ୍କର କାଳିଘାଟସ୍ଥିତ ଘରକୁ ଫେରିଛନ୍ତି। ମମତାଙ୍କ ବାମ ପାଦ ଏବଂ ଗୋଇଠି ହାଡରେ ଆଘାତ ଲାଗିଥିଲା।  ସେହିପରି ଡାହାଣ ପଟ କାନ୍ଧ ଏବଂ ବେକରେ ବି ଆଘାତ ଲାଗିଥିଲା । ପୂର୍ବରୁ ତାଙ୍କ X-RAY ହୋଇଥିଲା । ସ୍ୱାସ୍ଥ୍ୟାବସ୍ଥରେ ସୁଧାର ଆସିବା ପରେ ତାଙ୍କୁ […]

ots-nandigram
ନନ୍ଦିଗ୍ରାମରେ ବିଜେପିର ଶକ୍ତି ପ୍ରଦର୍ଶନ: ଦଳବଳ ସହ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀ

ପଶ୍ଚିମବଙ୍ଗ ମହାସଂଗ୍ରାମ ଫୋକସରେ ରହିଛି ନନ୍ଦିଗ୍ରାମ। ଆଜି ଏଠାରେ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେପି ପ୍ରାର୍ଥୀ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପ୍ରତିଦ୍ୱନ୍ଦ୍ୱି ଶୁଭେନ୍ଦୁ ଅଧିକାରୀ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ସ୍ମୃତି ଇରାନୀଙ୍କ ଉପସ୍ଥିତି ପ୍ରମାଣିତ କରୁଛି ନନ୍ଦିଗ୍ରାମକୁ କେତେ ଗୁରୁତ୍ୱ ଦେଉଛି ବିଜେପି।

mamata
ଦିଦିଙ୍କ ଉପରେ ଆକ୍ରମଣକୁ ନେଇ ତେଜୁଛି ରାଜନୀତି

ଯେଉଁ ନନ୍ଦିଗ୍ରାମରେ ସଂଗ୍ରାମ କରି କ୍ଷମତାକୁ ଆସିଥିଲେ ମମତା ବାନାର୍ଜୀ, ବିଧାନସଭା ନିର୍ବାଚନ ପୂର୍ବରୁ ସେଇ ନନ୍ଦିଗ୍ରାମରେ ତାଙ୍କ ଉପରେ ଆକ୍ରମଣ ଅଭିଯୋଗ ହୋଇଛି। ଏହା ପରେ ପଶ୍ଚିମବଙ୍ଗ ରାଜନୀତି ବେଶ୍ ସରଗରମ ବି ହୋଇଛି।

mamta
ମମତାଙ୍କୁ ଆକ୍ରମଣ ନେଇ ବିଜେପି-ଟିଏମ୍‌ସି ବାକ୍‌ଯୁଦ୍ଧ: ସିବିଆଇ ତଦନ୍ତ ଦାବି କଲା ବିଜେପି

କୋଲକାତା: ଆକ୍ରମଣ ଯୋଗୁଁ ଅସୁସ୍ଥ ଥିବାରୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିଜର ନିର୍ବାଚନ ପ୍ରଚାର ବାତିଲ କରିଛନ୍ତି।  ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ସମସ୍ତ ରାଲି ଓ ନିର୍ବାଚନୀ କାର୍ଯ୍ୟକ୍ରମକୁ ମମତା ବାତିଲ କରିଛନ୍ତି । ଗତକାଲି ପୂର୍ବ ମେଦିନିପୁର ଜିଲ୍ଲାର ନନ୍ଦିଗ୍ରାମ ନିର୍ବାଚନମଣ୍ଡଳୀ ଅଧିନ ବିରୁଲିଆ ବଜାରରେ ମମତାଙ୍କୁ ଆକ୍ରମଣ କରାଯାଇଥିବା  ଅଭିଯୋଗ ହୋଇଥିଲା ଏଥିରେ ତାଙ୍କ ପାଦରେ ଆଘାତ ଲାଗିଥିବାରୁ ସେ SSKM ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ଡାକ୍ତର […]

mamata-attack
ନନ୍ଦିଗ୍ରାମରେ ଦିଦିଙ୍କ ଉପରକୁ ଆକ୍ରମଣ

କଲିକତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମସି ମୁଖ୍ୟ ମମତା ବାନାର୍ଜୀଙ୍କୁ ଆକ୍ରମଣ ହୋଇଥିବା ନେଇ ସୂଚନା ମିଳିଛି। ନନ୍ଦିଗ୍ରାମରେ ମମତାଙ୍କ ଉପରକୁ ଆକ୍ରମଣ ହୋଇଛି। ଆଉ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ମମତା ନିଜେ ଏହି ଆସନରୁ ନାମାଙ୍କର ଦାଖଲ କରିଛନ୍ତି। ତେବେ କେଉଁ ପରିସ୍ଥିତିରେ ଓ କିଏ ଆକ୍ରମଣ କରିଛି ସେନେଇ କୌଣସି ସୂଚନା ମିଳିନାହିଁ। #ମମତା_ଦିଦିଙ୍କୁ_ଆକ୍ରମଣ_ଅଭିଯୋଗ ମମତା ବାନାର୍ଜିଙ୍କୁ ଆକ୍ରମଣ ଅଭିଯୋଗ। ନନ୍ଦିଗ୍ରାମରେ ୪ରୁ ୫ ଜଣ ତାଙ୍କୁ ଆକ୍ରମଣ କରିଥିବା କହିଲେ ଦିଦି। […]