• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Winged Guests

Winged Guests Throng Odisha's Chilika
ଚିଲିକାକୁ ବିଦେଶୀ ପକ୍ଷୀଙ୍କ ଆଗମନ

ନୀଳାମ୍ବୁ ଚିଲିକାର ଆକର୍ଷଣରେ ବିଦେଶୀ ବିହଙ୍ଗ । ଶୀତ ଋତୁ ଆରମ୍ଭରୁ ଚିଲିକାର ଚିଲିକାରେ ପହଞ୍ଚିଛନ୍ତି ବିଦେଶାଗତ ପକ୍ଷୀ । ଚିଲିକା ସ୍ଥିତ ମଙ୍ଗଳାଯୋଡି ଏବଂ ନଳବଣ ଭଳି ପକ୍ଷୀ ଅଭୟାରଣ୍ୟରେ ପ୍ରାୟ ୨୦ରୁ ଅଧିକ ପ୍ରଜାତିର ପକ୍ଷୀ ଆସିଥିବାର ଟାଙ୍ଗୀ ବନ୍ୟପ୍ରାଣୀ ବିଭାଗ ଏବଂ ପକ୍ଷୀ ସୁରକ୍ଷା ସମିତି ପକ୍ଷରୁ ଚିହ୍ନଟ କରାଯାଇଛି ।

Winged Guests Throng Odisha\'s Chilika
ଶୀତ ଆସିଲା ଆସିଲେ ବିଦେଶୀ ଅତିଥି

ଚିଲିକାରେ ପହଞ୍ଚିଲେଣି ବିଦେଶାଗତ ପକ୍ଷୀ। ହଜାର ହଜାର ମାଇଲ ଅତିକ୍ରମ କରି ଆସିଥିବା ଅତିଥି ବିହଙ୍ଗଙ୍କ କଳରାବରେ ମୁଖରିତ ହେଲାଣି ଚିଲିକା। ନଭେମ୍ବର ପୂର୍ବରୁ ୨୦ରୁ ଅଧିକ ପ୍ରଜାତିର ପକ୍ଷୀ ଏସବୁ ଅଂଚଳରେ ଦେଖିବାକୁ ମିଳିଲେଣି ।