• translate

Tag: Yellow Warning

Rain in Odisha
୧୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ପ୍ରବଳ ବର୍ଷିବ

ଲଘୁଚାପ ପ୍ରଭାବରେ ବର୍ଷା ସମ୍ଭାବନା I ଆଜି ୧୬ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ଓ୍ୱାର୍ଣ୍ଣିଂ ଜାରି

Low Pressure Over BoB, Yellow Warning For Several Districts
ବର୍ଷା ସାଙ୍ଗକୁ ଘଡ଼ଘଡ଼ି

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ କେମିତି ରହିବ ପାଣିପାଗ..ଜାଣନ୍ତୁ...

Low Pressure In Bay Of Bengal | Yellow Warning For Rainfall In 19 Odisha Districts
୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଲଘୁଚାର କ୍ଷେତ୍ର ପ୍ରଭାବରେ ଉପକୂଳ ଓଡ଼ିଶାରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ହୋଇପାରେ ମଧ୍ୟମ ଧରଣର ବର୍ଷା। ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Cyclonic Circulation
ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ: ୩ ଦିନ ବର୍ଷିବ

ବାତ୍ୟା ଗୁଲାବ୍ କ୍ରମଶ ଦୁର୍ବଳ ହୋଇ ଓଡ଼ିଶା ଅତିକ୍ରିମ କରି ଛତିଶଗଡ଼ ମୁହାଁ ହୋଇଛି। ଏହା ପ୍ରଭାବରେ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। କୋରାପୁଟର ପଟାଙ୍ଗି ଅଞ୍ଚଳରେ ସର୍ବାଧିକ ୧୪୮ ମିଟର ବର୍ଷା ରେକର୍ଡ ହୋଇଛି।  

Weather forecast today
୧୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଏସବୁ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ୪ ଜିଲ୍ଲା ନୂଆପଡା, ନବରଙ୍ଗପୁର, କଳାହାଣ୍ଡି ଓ ବଲାଙ୍ଗିର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏପଟେ ସମସ୍ତ ଜିଲ୍ଲାର ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ।

Rainfall Warning
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା : ୮ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ପୂର୍ବ କେନ୍ଦ୍ରୀୟ ଓ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହେବା ସମ୍ଭାବନା ରହିଛି । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବା ଅନୁମାନ କରାଯାଉଥିବା ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

heavy rainfall
୩ ଦିନ ଛେଚିବ, ୫୦ କିମି ବେଗରେ ବହିବ ପବନ !

ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ୧୧ରୁ ୧୩ ତାରିଖ ଯାଏଁ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଉତ୍ତର ଓଡ଼ିଶାର ଉପକୂଳବର୍ତ୍ତୀ, ଆଭ୍ୟନ୍ତରୀଣ ତଥା ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ୧୧ରୁ ୧୩ ତାରିଖ ଯାଏଁ ୟେଲୋ ୱାର୍ଣିଂ ଜାରି କରାଯାଇଛି।

rainfall
ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ: ୧୪ ଜିଲ୍ଲାରେ ପ୍ରବଳ ବର୍ଷିବ

ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। କାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

Clouds over Odisha
୨ ଦିନ ପ୍ରବଳ ବର୍ଷିବ, ୨୨ ଜିଲ୍ଲାକୁ ୱାର୍ଣ୍ଣିଂ

ସମୁଦ୍ର ଅଶାନ୍ତ ହେବାକୁ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି। ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେପଟେ ଜୁନ୍ ୧ରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସ୍ୱାଭାବିକ ଠାରୁ ୩୦ ପ୍ରତିଶତ କମ ବର୍ଷା ରେକର୍ଡ ହୋଇଛି।

Climate Change in odisha
ବର୍ଷା ସହ ବଜ୍ରପାତ ନେଇ ୧୯ ଜିଲ୍ଲାକୁ ୱାର୍ଣ୍ଣିଂ

ରାଜ୍ୟରେ ଆସନ୍ତା ୩ ଦିନ ଯାଏଁ ବର୍ଷା ଓ ବଜ୍ରପାତ ସମ୍ଭାବନା । ୧୯ଟି ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି । ଏହି ଜିଲ୍ଲା ଗୁଡ଼ିକ ହେଲା କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ ବୌଦ୍ଧ ।

Heavy Rainfall
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୧୨ ଜିଲ୍ଲାକୁ ୱାର୍ଣ୍ଣିଂ

ଗତକାଲି(ସୋମବାର) ହୋଇଥିବା  ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୧୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ଏବଂ ପରଦିନ ପାଇଁ ମଧ୍ୟ କିଛି ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।