• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: %E0%AC%95%E0%AC%B0%E0%AD%8B%E0%AC%A8%E0%AC%BE %E0%AC%96%E0%AC%AC%E0%AC%B0

Bhubaneswar corona update
ଭୁବନେଶ୍ୱରରୁ ୧୩ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରେ ୧୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ଟି ଲୋକାଲ୍‌ କେସ୍‌ ଥିବାବେଳେ ୮ଜଣ ହୋମ୍‌ କ୍ୱାରେଣ୍ଟିନ୍‌ରୁ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି। Update on newly detected & cured #COVID19 cases in the last 24 hrs under the BMC area on 2nd July 2020(till 9am). Further contact tracing […]

coronavirus
ଓଡ଼ିଶାରେ ଆଉ ୫୭୦ କରୋନା ଆକ୍ରାନ୍ତ‌ ଚିହ୍ନଟ, ୧୨ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ୫୭୦ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୫୭୦ଆକ୍ରାନ୍ତଙ୍କ ମଧ୍ୟରୁ ୩୮୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୮୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ […]

EaNSYFqWAAApKws
ଓଡ଼ିଶାରେ ଆଉ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣରେ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ କରୋନା ସଂକ୍ରମଣରେ ମୃତ୍ୟୁ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାର ଜଣେ ୭୫ ବର୍ଷୀୟ ପୁରୁଷଙ୍କର କରୋନାରେ ମୃତ୍ୟୁ ହୋଇଥିବାବେଳେ କଟକ ଜିଲ୍ଲାର ଜଣେ ୬୫ ବର୍ଷୀୟ ପୁରୁଷ ଓ ଭୁବନେଶ୍ୱରର ଜଣେ ୭୩ ବର୍ଷୀୟ ପୁରଷ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି। […]

corona
ଓଡ଼ିଶାରେ ଆଉ ୧୭୦  ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରେ ସବୁଠାରୁ ଅଧିକ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୭୦  ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୩ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ନବରଙ୍ଗପୁର ଓ ଖୋର୍ଦ୍ଧାରୁ ୧୯ଜଣ […]