କଟକରେ ଏନକାଉଣ୍ଟର

କଟକ:  କଟକ ସଦର ଥାନା ଅଞ୍ଚଳରେ ଏନକାଉଣ୍ଟର। ପୋଲିସର ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସଦା ନାୟକ ଆହତ ହୋଇଥିବା ସୂଚନା ମିଳିଛି। ତା ବାମ ଗୋଡ଼ରେ ଗୁଳି ବାଜିଥିବା ସୂଚନା ମିଳିଛି।

ତାକୁ SCBରେ ଭର୍ତ୍ତି କରାଯାଇଥିବାବେଳେ ବନ୍ଧୁକ ଓ ଗୁଳି ଜବତ। ବିଜୟ ପାଲ ଘରକୁ ଗୁଳିମାଡ଼ ଘଟଣାରେ ସଦା ନାୟକ ଅନ୍ୟତମ ଅଭିଯୁକ୍ତ ବୋଲି ସୂଚନା ମିଳିଛି। ସଦା ଧଳସାମନ୍ତ ବ୍ରଦର୍ସଙ୍କ ସହଯୋଗୀ ବୋଲି ମଧ୍ୟ କୁହାଯାଉଛି।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like