ବିଜେପୁର ଉପ-ନିର୍ବାଚନ: ଭିଭିପାଟ୍ ମେସିନ୍‌ରେ ତ୍ରୁଟି ଯୋଗୁଁ ମତଦାନ ବାଧାପ୍ରାପ୍ତ

ବରଗଡ: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ସକାଳ ୮ଟାରୁ ଆରମ୍ଭ ହୋଇଥିବା ବିଜେପୁର ଉପ-ନିର୍ବାଚନ ମତଦାନରେ ବାଧାପ୍ରାପ୍ତ ନେଇ ସୂଚନା ମିଳିଛି। ଭିଭିପାଟ୍ ମେସିନ୍ ତ୍ରୁଟି ଯୋଗୁଁ ମତଦାନ ବାଧାପ୍ରାପ୍ତ ହୋଇଛି।

ବିଜେପୁର ବ୍ଲକର ୮୮, ୧୦୨, ୧୪୧ ନଂ ବୁଥ୍‌ରେ ମେସିନ୍‌ ତ୍ରୁଟି ଯୋଗୁଁ ଏହି ସମସ୍ୟା ଦେଖାଯାଇଛି। ଭୋଟ୍ ଗ୍ରହଣର ଅଧ ଘଣ୍ଟାଏ ପରେ ଭିଭିପାଟ୍‌ରେ ତ୍ରୁଟି ଦେଖାଯାଇଥିଲା।

ବରପାଲି ବ୍ଲକ ୨୦ ନଂ ବୁଥ୍‌ରେ ମେସିନ୍‌ରେ ବି ତ୍ରୁଟି ଅଭିଯୋଗ ହୋଇଛି। ନିର୍ବାଚନ ପରିଚାଳନା ଅଧିକାରୀଙ୍କ ମେସିନ୍ ସଜାଡ଼ିବାକୁ ଉଦ୍ୟମ କରୁଛନ୍ତି।

ପ୍ରଥମ ଥର ପାଇଁ ଭିଭିପାଟ୍ ଦ୍ୱାରା ଭୋଟଗ୍ରହଣ ହେଉଛି।

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like