ମୁମ୍ବାଇ-ଭୁବନେଶ୍ୱର କୋଣାର୍କ ଏକ୍ସପ୍ରେସରେ ବୋମା ଆତଙ୍କ

ଭୁବନେଶ୍ୱର: ମୁମ୍ବାଇ-ଭୁବନେଶ୍ୱର କୋଣାର୍କ ଏକ୍ସପ୍ରେସରେ ବୋମା ଆତଙ୍କ। ଟ୍ରେନ୍‌ର ସଂରକ୍ଷିତ ବଗି S-11ରୁ ଆରପିଏଫ୍‌ ୨ଟି ସନ୍ଦିଗ୍ଧ ବାକ୍ସ ଜବତ କରିଛି।

ୱାରାଙ୍ଗଲ ଓ ଖମାମ୍ ଷ୍ଟେସନ ମଝି ମଧିରା ଷ୍ଟେସନରେ ଏହି ବାକ୍ସ ଦେଖିବାକୁ ମିଳିଥିଲା। ତେବେ ଏହି ବାକ୍ସର କେହି ଦାବିଦାର ନଥିବାରୁ ଏଥିରେ କଣ ରହିଛି ତାକୁ ନେଇ ଆତଙ୍କ ସୃଷ୍ଟି ହୋଇଛି।

ଏନେଇ ଖବର ପାଇ  ବୋମା ସ୍କ୍ୱାଡ୍‌ ଟିମ୍‌ ଟ୍ରେନ୍‌ରୁ ବାକ୍ସକୁ ବାହାର କରି ଯାଞ୍ଚ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ

ଅଧାରେ ରହିଗଲା ଫେସ୍‌ବୁକ୍ ପ୍ରେମ, ବିବାହ ବେଦୀରୁ ଉଠାଇ ନେଲା ପୋଲିସ୍

ଆଜିକୁ ୨୧ ବର୍ଷ ତଳେ ପ୍ରକୃତିର ଏମିତି କରାଳ ରୂପ ଦେଖିଥିଲା ଓଡ଼ିଶା

‘ପୋଲିସ୍‌ ସାର୍‌ ବାଡ଼ିରେ ମୋତେ ପିଟି ପକାଇଲେ’

ଆଶ୍ଚର୍ଯ୍ୟ ! ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ

ରାଜ୍ୟରେ ୧୩  କରୋନା ରୋଗୀଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧,୬୧୭ ପଜିଟିଭ୍‌ ଚିହ୍ନଟ

ନକଲି ସୁନା ଇଟା ଦେଇ ବ୍ୟବସାୟୀଙ୍କଠୁ ଲୁଟିନେଲେ ୫ ଲକ୍ଷ

ଘୁଞ୍ଚିଲା ଓଡ଼ିଶା ସିଭିଲ୍‌ ସର୍ଭିସ-୨୦୧୯ର ମୁଖ୍ୟ ଲିଖିତ ପରୀକ୍ଷା

ମାମୁଙ୍କୁ ହତ୍ୟା କରି ପୋଖରୀରେ ଫିଙ୍ଗି ଦେଲେ ଭଣଜା

କୂଅ ଭିତରୁ ମିଳିଲା ନିଖୋଜ ମା’ ଓ ପୁଅଙ୍କ ମୃତଦେହ

କେବେ ଖୋଲିବ ମନ୍ଦିର? ଦ୍ୱିତୀୟ ଥର ପାଇଁ ଘଣ୍ଟ ପିଟିଲେ ସେବାୟତ

୧୫ ହଜାର ଟଙ୍କାରେ ବିକ୍ରି ହେଲା ମାସେ ୭ ଦିନର ଶିଶୁକନ୍ୟା

You might also like