ଜଣେ PLFI ସଦସ୍ୟ ମୃତ, ୨ ଜଣ ଗିରଫ

ସୁନ୍ଦରଗଡ଼: ଓଡ଼ିଶା ଝାଡ଼ଖଣ୍ଡ ସୀମାନ୍ତରେ ପୋଲିସ ସହ ଗୁଳିବିନିମୟ ଘଟି ପିପୁଲ୍ସ୍‌ ଲିବରେସନ୍‌ ଫ୍ରଣ୍ଟ୍‌ ଅଫ ଇଣ୍ଡିଆ(PLFI)ର ଜଣେ ସଦସ୍ୟଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଦୁଇ ସଦସ୍ୟଙ୍କୁ ପୋଲିସ ଗିରଫ କରିଛି ।

ସୀମାନ୍ତ ଠେଟେଇ ଟାଙ୍ଗରରେ ପୋଲିସ ସହ PLFI ସଦସ୍ୟଙ୍କ ଗୁଳିବିନିମୟ ଘଟିଥିଲା।  ମୃତାହତ PLFI ସଦସ୍ୟ ସୁନ୍ଦରଗଡ଼ ଜିଲ୍ଲା ରାଏବଗାର ଲୁଥର ଡାଙ୍ଗ୍ ବୋଲି ଜଣାପଡିଛି।  ଆହତ ୨ ଜଣ ଲେଫ୍ରିପଡ଼ାର ପ୍ରଫୁଲ୍ଲ କିସ୍ପେଟା ଓ ପ୍ରମୋଦ ଲାକ୍ରା ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ

ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ଏଥର ଏହି ଜିଲ୍ଲାରେ ସର୍ବାଧିକ

Puri Rath Yatra 2020: ଗଜପତି ମହାରାଜାଙ୍କ ଚିଠି ପରେ କାହିଁକି ମୁହଁ ଖୋଲୁ ନାହାନ୍ତି ମୁଖ୍ୟମନ୍ତ୍ରୀ ?

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍ ବାବୁ

Puri Rath Yatra 2020:ଶ୍ରୀମନ୍ଦିର ଭିତରେ କେମିତି ହେବ ବିଧିରକ୍ଷା; ସନ୍ଧ୍ୟାରେ ନିଷ୍ପତ୍ତି

କରୋନା ଅପ୍‌ଡେଟ୍: ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ

ଏଜି ପକ୍ଷ ରଖିଲେ ମୁଖା ଖୋଲିଯିବ ସେଥିପାଇଁ ହରିଶ୍ ସାଲ୍‌ଭେଙ୍କୁ ନିୟୋଜିତ କରାଯାଇଥିଲା କି ?

‘ଭାଙ୍ଗିଗଲା ୫୦୦ ବର୍ଷର ପରମ୍ପରା’

ଆଜି ୯୭ କରୋନା ଆକ୍ରାନ୍ତ ସୁସ୍ଥ

ରଥଯାତ୍ରା ବନ୍ଦ ନେଇ କ’ଣ କହିଲେ ଗଜପତି ମହାରାଜା ?

‘ମୁହଁ ନ ଖୋଲି ରଥଯାତ୍ରା ବନ୍ଦ କଲେ, ଜଗନ୍ନାଥ ସବୁ ଦେଖୁଛନ୍ତି’

ସୁପ୍ରିମକୋର୍ଟରେ ଝୁଲୁଛି ରଥଯାତ୍ରା ଭାଗ୍ୟ: ଆସନ୍ତାକାଲି ଶୁଣାଣି

ସହିଦ ଦୁଇ ଓଡ଼ିଆଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

You might also like