ଘନୀଭୂତ ହେଉଛି ଲଘୁଚାପ! ୧୨ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ ମୌସୁମୀ ବର୍ଷା ଜାରି ରହିଥିବାବେଳେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଉତ୍ତର ଦିଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ୮ ତାରିଖ ବେଳକୁ ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି।

ଏପଟେ ଆଜି ରାଜ୍ୟରେ କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏଥିପାଇଁ ୧୨ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ସନ୍ଧ୍ୟା ୬ ଯାଏଁ ସତର୍କ ପାଇଁ ପରାମର୍ଶ ଦିଆଯାଇଛି।

କାଳବୈଶାଖୀ ପ୍ରଭାବରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେଓଗଡ଼, ଗଜପତି, ଗଞ୍ଜାମ, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେଉଁଝଣ, ନୟାଗଡ଼ ଓ ପୁରୀ ଜିଲ୍ଲାରେ ଝଡ଼ତୋଫାନ ହେବ।

କେନ୍ଦ୍ରାପଡ଼ା, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ଗଜପତି, କନ୍ଧମାଳ, ଯାଜପୁର,ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, ମୟୂରଭଞ୍ଜ, ଗଞ୍ଜାମ ଜିଲ୍ଲାରେ ଝଡ଼ତୋଫାନ ହେବ। ସହ ପବନ ମଧ୍ୟ ବୋହିବ।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

You might also like