ହୁତୁହୁତୁ ହୋଇ ଜଳିଗଲା ୧୨ ବଖରା ଘର
ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଅନ୍ତର୍ଗତ ଅସୁରବନ୍ଧ ଗାଁରେ ଭୟାବହ ଅଗ୍ନିକାଣ୍ଡ। ଅଗ୍ନିକାଣ୍ଡରେ ଗାଁର ୧୨ ବଖରା ଘର ଜଳି ପାଉଁଶ ହୋଇଯାଇଛି। ଏଥିସହ ଲକ୍ଷାଧିକ ଟଙ୍କାର ସାମଗ୍ରୀ ମଧ୍ୟ ନଷ୍ଟ ହୋଇଛି।
ଆହୁରି ପଢ଼ନ୍ତୁ
ଗତକାଲି ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଛି। ସର୍ଟସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି।
ଭୁବନ ଅଗ୍ନିଶମ ବାହିନୀ ଆସି ନିଆଁକୁ ଆୟତ୍ତ କରିଥିଲା।